ଆମ ଜିଲା ଖବର

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଫେରନ୍ତା : ଚିହ୍ନଟ ପରେ କ୍ୱାରାଣ୍ଟାଇନରେ ୧୨ ଜଣ

ଅନୁଗୋଳ ଅଫିସ୍, ୨ା୪- ଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ପ୍ରାୟ ୩ ଜଣ ଧର୍ମଗୁରୁ ଅନୁଗୋଳ ଆସିଥିବା ଜଣାପଡିଛି । ସେମାନେ ଶିମିଳିପଡାର ଜଣଙ୍କ ଘରେ ରହିବା ସହ ସ୍ଥାନୀୟ ମସଜିଦକୁ ମଧ୍ୟ ଯାଇଥିବା ପୋଲିସ...

ସ୍ବାସ୍ଥ୍ୟକେନ୍ଦ୍ରରେ ମାସ୍କ ବଣ୍ଟନ କଲା ପୋଲିସ

ଦାରିଙ୍ଗବାଡ଼ି,୨ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ଲକ୍‌ଡାଉନ୍‌ କଟକଣା ଜାରିହୋଇଛି।ଡାଉନ। କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଗୁରୁବାର ସ୍ବାସ୍ଥ୍ୟକେନ୍ଦ୍ର...

ଗରିବଙ୍କୁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ

ଗୁଡଭେଲା,୨।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ସହର ସମେତ ଆଖ ପାଖ ଅଞ୍ଚଳ କରୋନା ପାଇଁ ଲକ୍‌ ଡାଉନ୍‌ ରହିଛି। ଲୋକେ ଖାଇବାକୁ ହଇରାଣ ହେଉଛନ୍ତି। ଏଣୁ ତୁଷୁରା ସହରର ମାରୱାଡି ଯୁବା ମଞ୍ଚ, ଜାଗୃତି ଶାଖା ଓ ରିହାଇ...

ଜନ୍ମଦିନରେ ବାଣ୍ଟିଲେ ସାନିଟାଇଜର, ମାସ୍କ

ବନ୍ତ,୨ା୪(ଡି.ଏନ୍‌.ଏ.)-ସାରା ବିଶ୍ୱ ଏବେ କରୋନା ଆତଙ୍କରେ ଆତଙ୍କିତ ହୋଇପଡିଥିବା ବେଳେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆସ୍ଥିତ ଫ୍ରେଣ୍ଡସ୍‌ କ୍ଲବର ସମ୍ପାଦକ ମୁକ୍ତିକାନ୍ତ ପଣ୍ଡା କରୋନା ପାଇଁ ନିଜର ଜନ୍ମ...

କଟକଣା ପାଇଁ ରାମନବମୀ ପୂଜା ଫିକା: ୭ ଦିନ ପରିବର୍ତ୍ତେ ୨ ଘଣ୍ଟାରେ ପୂଜା ଶେଷ

ବନ୍ତ,୨ା୪(ଡି.ଏନ୍‌.ଏ.)-ଚଳିତ ବର୍ଷ କରୋନା କଟକଣା ପାଇଁ ବନ୍ତ ବ୍ଳକ ଟିଲୋ ମାଳିସାହି ଛକ ଠାରେ ନିରାଡମ୍ବର ସହକାରେ ରାମନବମୀ ପୂଜା ପାଳିତ ହୋଇଛି । ଦୀର୍ଘ ୪୩ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ଏହି ପୂଜା ଚଳିତ ବର୍ଷ ୭...

ବଲାଙ୍ଗୀରରେ ଫସି ରହିଛନ୍ତି ୩୦ ଅଣ ଓଡ଼ିଆ ଶ୍ରମିକ

ବଲାଙ୍ଗିର ଅଫିସ, ୨ା୪-ପଶ୍ଚିମବଙ୍ଗରୁ ବଲାଙ୍ଗୀରକୁ କାମ କରିବାକୁ ଆସିଥିବା ୩୦ ଜଣ ଅଣ ଓଡ଼ିଆ ଶ୍ରମିକ ଏଠାରେ ଫସି ରହିଛନ୍ତି। ସ୍ଥାନୀୟ ଆନନ୍ଦନଗର ନିକଟରେ ସେମାନେ ଏକ ଏକ ଭଡାଘରେ ରହୁଛନ୍ତି । ମହାମାରୀ କରୋନା ଭୂତାଣୁ ଜନିତ ଳକ୍‌ଡାଉନ...

ଗଞ୍ଜାମପ୍ରଶାସନର ଅଭିନବ ପଦକ୍ଷେପ: ଭିଡିଓ କଲ୍‌ରେ କ୍ୟାରିୟର ନେଇ ପରାମର୍ଶ ଦେବେ ଏକ୍ସପର୍ଟ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମସ୍ତେ ଘରେ ଅଛନ୍ତି। ତେବେ ଅନେକ ଘରେ ବସି ବୋର୍‌ ହେଉଛନ୍ତି। ଏଥିରୁ ମୁକ୍ତି ପାଇଁ ଗଞ୍ଜାମ ଜିଲାପ୍ରଶାସନ ଅଭିନବ ପଦକ୍ଷେପ ନେଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉଦ୍ୟମକ୍ରମେ...

ବିଦେଶରୁ ସର୍ବାଧିକ ଆସିଛନ୍ତି ଖଲ୍ଲିକୋଟକୁ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବିଦେଶ ଓ ବାହାର ରାଜ୍ୟରୁ ୨୫ ହଜାର ୫୮୦ ଜଣ ଫେରିଛନ୍ତି। ସେଥିମଧ୍ୟରେ ବାହାର ରାଜ୍ୟରୁ ୨୪ ହଜାର ୮୫୦ ଜଣ ଓ ବିଦେଶରୁ ୭୩୦ ଜଣ ରହିଛନ୍ତି। ଅପରପକ୍ଷରେ ବିଦେଶରୁ ଗଞ୍ଜାମ ଜିଲାରେ ଖଲ୍ଲିକୋଟ...

ସମଲେଇ ମନ୍ଦିର ସାନିଟାଇଜ୍‌ କରିବାକୁ ପୂଜକଙ୍କ ଦାବି

ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶହସ୍ରାଧିକ ଭକ୍ତମାନେ ଆସିଛନ୍ତି । ଏପରି ସ୍ଥଳେ ସମଲେଇ...

ନିୟମ ମାନିବାକୁ ଲୋକେ ନାରାଜ

ସମ୍ବଲପୁର, ୨।୪ (ବ୍ୟୁରୋ)- ସମ୍ବଲପୁର ସହରରେ ଲକ୍‌ ଡାଉନ ଲାଗି ରହିଛି । ତଥାପି ଜନସାଧାରଣ ଅନେକାଂଶରେ ନିୟମ ମାନୁ ନାହାନ୍ତି । ଘରୁ ବାହାରି ପୋଲିସକୁ ମିଛ କହି ବୁଲୁଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର...

ରାମନବମୀକୁ ଫିକା କରିଦେଲା କରୋନା କଟକଣା

ସମ୍ବଲପୁର, ୨।୪ (ବ୍ୟୁରୋ)- କରୋନା ଭୂତାଣୁ କଟକଣା ଯୋଗୁ ସମସ୍ତ ଧାର୍ମିକ ପୀଠରେ ତାଲା ପଡିଛି । ଗୁରୁବାର ରାମନବନୀ ଅବସରରେ ପରମ୍ପରାନୁସାରେ କେବଳ ପୂଜାର୍ଚ୍ଚନା ହୋଇଛି। ବ୍ରୃକ୍ସହିଲ ରାମ ମନ୍ଦିର, କମଲିବଜାର ରାମଜୀ ଗୁଡିରେ ପୂଜକମାନେ ସ୍ବତନ୍ତ୍ର ପୂଜାର୍ଚ୍ଚନା...

ଦଣ୍ଡନାଚ ପରିବେଷଣ ଅଭିଯୋଗ: ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ ମାମଲା

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗଁାରେ ଗୁରୁବାର ଦଣ୍ଡଯାତ୍ରା ପରିବେଷଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଦଣ୍ଡଯାତ୍ରା ପରିବେଷଣରେ ସମ୍ପୃକ୍ତ ଜଣେ ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ କରୋନା (କୋଭିଡ-୧୯)ମୁକାବିଲା ଆଇନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri