ଆମ ଜିଲା ଖବର

ନିଜାମୁଦ୍ଦିନ୍‌ ଧର୍ମସଭାରେ ଥିଲେ କୋରାପୁଟର୨

ଜୟପୁର,୧ା୪(ନି.ପ୍ର./ଡି.ଏନ୍‌.ଏ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ ଧର୍ମସଭାରେ ଦେଶବିଦେଶରୁ ଲୋକ ଯୋଗଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହି ସଭାରେ ଓଡ଼ିଶାର ୧୫ଜଣ ଯୋଗ ଦେଇଥିବାବେଳେ କୋରାପୁଟ ଜିଲାର ଜୟପୁର ଏବଂ କୋଟପାଡ଼ ଅଞ୍ଚଳର ୨...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ସୋର ବିଧାୟକ

ବାହାନଗା,୧ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ବିଧାନସଭା ନିିର୍ବାଚନ ମଣ୍ଡଳୀର ବିଧାୟକ ପର୍ଶୁରାମ ଧଡ଼ା ବିଶ୍ୱ ମହାମାରୀ କରୋନା ଭାଇରସର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩ମାସର ଦରମା ୧ ଲକ୍ଷ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି।...

ମଦ ବେପାରୀଙ୍କୁ ଧରି ପୋଲିସ ଜିମା ଦେଲେ ମହିଳା

ବେଗୁନିଆପଡା,୧ା୪(ଡି.ଏନ.ଏ.)- ବେଗୁନିଆପଡ଼ା ଫାଣ୍ଡି ଚନ୍ଦନପୁର ପଞ୍ଚାୟତର ମୁଣ୍ଡୁଳ ଗ୍ରାମରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦେଶୀ ମଦ ଜବତ କରି ମଦ ବେପାରୀଙ୍କୁ ପୋଲିସ ଜିମା ଦେଇଛନ୍ତି। ଗତ ୨ ମାସ ତଳେ ଏହି ଗ୍ରାମରେ ମଦ ବନ୍ଦ କରିବା...

ମାସ୍କ, ସାବୁନ ବାଣ୍ଟି ସଚେତନ କଲେ ମହିଳା

ଗୋପ,୧ା୪(ଡି.ଏନ୍‌.ଏ)- କରୋନା ସଂକ୍ରମଣ ରୋକିବା ନେଇ ସରକାର ସଚେତନତାଠାରୁ ଆରମ୍ଭ କରି ଲକଡାଉନ ଭଳି ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏଭଳି ସମୟରେ ଗୋପ ବ୍ଲକ ଗଣେଶ୍ୱରପୁର ପଞ୍ଚାୟତ ଅଧୀନ ସୁବର୍ଣ୍ଣପୁର ଗ୍ରାମର ମିନାକ୍ଷୀ ପୁଷ୍ଟି ଗାଁ ଗଁା ବୁଲି ମାସ୍କ...

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ହୋଟେଲ ଗଣପତି

ବରଗଡ଼ ଅଫିସ୍‌,୧।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । ଏହି ପରିସ୍ଥିତିରେ ଅସହାୟ ପରିବାର ଲୋକେ ଭୋକଶୋଷର ସମ୍ମୁଖୀନ ହୋଇଛନ୍ତି । ଏହାକୁ ହୃଦୟଙ୍ଗମ କରି ବରଗଡ଼ର ହୋଟେଲ ଗଣପତି...

ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ

ଭଞ୍ଜନଗର,୧।୪(ଡି.ଏନ.ଏ.)- କରୋନା ଯୋଗୁ ସରକାରଙ୍କ ପକ୍ଷରୁ ବୁଧବାର ଉତ୍କଳ ଦିବସ ପାଳନ କରାଯାଇନାହିଁ। କିନ୍ତୁ ଭଞ୍ଜନଗର ବାର୍‌ ଆସୋସିଏଶନ, ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ପ୍ରମୁଖ ସ୍ଥାନରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ହାତଗଣତି ଲୋକଙ୍କୁ ନେଇ ଏହି ଦିବସ ପାଳିତ...

ପରିବା ବ୍ୟବସାୟୀ ଫେରାଇଲେ ମନିପର୍ସ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ତ୍ରିଶୁଳିଆ ବଜାର ଛକରୁ ମଙ୍ଗଳବାର ବିଳମ୍ବିତ ରାତିରେ ପାଇଥିବା ଏକ ମନିପର୍ସକୁ ଫେରାଇଲେ ଜଣେ ପରିବା ବ୍ୟବସୟୀ। ରାତି ସାଢେତିନିଟା ସମୟରେ ମଧୁପୁର ପଞ୍ଚାୟତର ଦେଉଳି ଗ୍ରାମର ପରିବା ବ୍ୟବସାୟୀ ଜିତୁ ସ୍ବାଇଁ ଛତ୍ରବଜାରକୁ ପରିବା ଆଣିବା ପାଇଁ...

ହୋଇପାରିଲାନି ଟିକାକରଣ: ଫେରିଲେ ଗର୍ଭବତୀ, ଶିଶୁ

ଆରଡ଼ି,୧ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଧାମନଗର ବ୍ଲକର ବେତାଳିଗାଁ ଅଞ୍ଚଳରେ ଥିବା ଏକ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେଠାରେ ନିକଟସ୍ଥ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ୫ ଅଙ୍ଗନଓ୍ବାଡ଼ି କର୍ମୀ, ୩ ଆଶାକର୍ମୀ, ଜଣେ ଏଏନ୍‌ଏମ୍‌. ଏବଂ...

୨୨ ସାଧାରଣ ଗାଡି କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭାଇରସ ସନ୍ଦିଗ୍ଧଙ୍କୁ ହସ୍ପିଟାଲ ଓ ଆଇସୋଲେଶନ ସେଣ୍ଟରକୁ ନେବାକୁ ଗାଡି ଚାଳକ ଅମଙ୍ଗ ହୋଇଥାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲାପ୍ରଶାସନ ଓ ପରିବହନ ବିଭାଗ ଏକ ଅଭିନବ ପଦକ୍ଷେପ ନେଇ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ...

ଅନ୍ଧବିଶ୍ୱାସ: ୧୨ ଘଣ୍ଟା କୀର୍ତ୍ତନ କଲେ ଗାଁ ମାଡ଼ିବନି କରୋନା, ଜଣେ ଗିରଫ

ଗୋଷାଣୀ,୧ା୪(ଡି.ଏନ୍‌.ଏ.): ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ବିଶେଷକରି ଗୁଜବ ଓ ଅନ୍ଧବିଶ୍ୱାସ ଠାରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ କରାଯାଉଛି। ଏଭଳି କାର୍ଯ୍ୟ କଲେ ଗିରଫ କରାଯିବ ବୋଲି...

୩ କ୍ୟାମ୍ପ୍‌ରେ ରହିଲେ ରାଜ୍ୟ ବାହାରର ୧୨୧ ଶ୍ରମିକ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ଚନ୍ଦକା ଥାନା ଅଧୀନରେ ହୋଇଛି ୩ଟି ଆଶ୍ରୟସ୍ଥଳୀ। ମେଣ୍ଢାଶାଳ ଓ ଛତାବର ପଂଚାୟତ ଅଧୀନରେ ଥିବା ଏହି ଆଶ୍ରୟସ୍ଥଳୀରେ ରାଜ୍ୟବାହାର ୧୨୧ଜଣ ଶ୍ରମିକଙ୍କୁ ଚନ୍ଦକା ପୋଲିସ ଅଟକ ରଖିଛି। ଝାଡ଼ଖଣ୍ଡ ରାଜ୍ୟର ୬୭ଜଣ ଶ୍ରମିକ ଚେନ୍ନାଇରେ ଏକ କୋରିୟର...

ମଦ ସହ ବାଇକ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ,୧।୪- ଲକ୍‌ଡାଉନ ପରେ ବଦବିକ୍ରି ଉପରେ ସରକାର କଟକଣା ଜାରି କରିଛନ୍ତି। ଅନ୍ୟପଟେ ଏହାକୁ ଖାତିରି ନ କରି ଚୋରା ବେପାରୀ ବିଦେଶୀ ମଦ ଚାଲାଣ କରୁଛନ୍ତି। ବୁଧବାର ବଡି ଭୋରରୁ ପୋଲିସ ବେଆଇନ ମଦଚାଲାଣ ବେଳେ ୨...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri