ଆମ ଜିଲା ଖବର

ବେଆଇନ ମଦ ଭାଟିରେ ଚଢାଉ: ୩ ମହିଳାଙ୍କ ସମେତ ୨୫ ଗିରଫ

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଥାନା ପାକଲାପଲ୍ଲୀ ଓ ସନ୍ତୋଷୀ ମନ୍ଦିର ସଂଲଗ୍ନ ଏରୋଗୋଲାବସା ଏବଂ ବାଲିସିରାଠାରେ ଚାଲିଥିବା ବେଆଇନ୍‌ ରନ୍ଧାମଦ ଭାଟି ଉପରେ ବୁଧବାର ଆସିକା ପୋଲିସ ଚଢାଉ କରିଥିଲା। ଏଠାରୁ ୨ହଜାର ଲିଟର ରନ୍ଧା ମଦ ଜବତ କରାଯାଇଥିବାବେଳେ ୧୦...

ଆଜି ଉତ୍କଳ ଦିବସ: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧।୪: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ନିଜ ବାଲୁକାକଳା ଜରିଆରେ ସୁଦର୍ଶନ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ କରୋନା ମୁକାବିଲା ନେଇ ଏବେ ସବୁଆଡେ ଲକ୍‌ଡାଉନ୍‌ ସ୍ଥିତି...

ଆଳିରେ ନିଜାମୁଦ୍ଦିନ ଫେରନ୍ତା ଚିହ୍ନଟ: ଆଇସୋଲେଶନରେ ରଖିଲା ପୋଲିସ

ଆଳି,୧।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାରୁ କେତେଜଣ ମୌଲାନା ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ଆଳି ଅଞ୍ଚଳର ଜନୈକ ମୌଲାନାଙ୍କୁ ଚିହ୍ନଟ କରାଯାଇଛି। ତାଙ୍କୁ କେନ୍ଦ୍ରାପଡ଼ା ଜିଲା ପୋଲିସ ହସ୍ପିଟାଲ ଆଇସୋଲେଶନରେ ରଖିଥିବା ଜଣାପଡିଛି...

ବିଦ୍ୟାପୀଠ ଖେଳ ପଡ଼ିଆକୁ କେସିଙ୍ଗା ଡେଲି ମାର୍କେଟ ସ୍ଥାନାନ୍ତର

କେସିଙ୍ଗା, ୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ମୁଖ୍ୟ ଡେଲି ମାର୍କେଟକୁ ବୁଧବାର ବିଦ୍ୟାପୀଠ ଖେଳ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଗତ ମାର୍ଚ୍ଚ ୩୧ ତାରିଖରେ ଚିଠି ନଂ. ୮୯୭ ଯୋଗେ ସମସ୍ତ ପନିପରିବା ବ୍ୟବସାୟୀଙ୍କୁ ଏନ୍‌ଏସି...

ଦନ୍ତା ଆକ୍ରମଣରେ ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ସମ୍ବଲପୁର, ୧।୪ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଯୁଯୁମୁରା ଥାନା କୋଲଗାଁରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଦନ୍ତା ଆକ୍ରମଣରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ହେଲେ କେଶାପାଲି ସରପଞ୍ଚଙ୍କ ମା’ ଉର୍ମିଳା ମିର୍ଞ୍ଚା (୬୫)...

ଲକ୍‌ଡାଉନ୍‌: ଲୁଣ ଉତ୍ପାଦନ ନେଇ ଚିନ୍ତାରେ ଚାଷୀ

ଗଞ୍ଜାମ, ୧।୪(ଡି.ଏନ୍‌.ଏ.): ଗଞ୍ଜାମ-ହୁମା ୧୬ ନଂ. ଜାତୀୟ ରାଜପଥ ପାର୍ଶରେ କେନ୍ଦ୍ର ସରକାରଙ୍କ ୧୪୭୨ ଏକର ଲୁଣ ଚାଷ ଜମି ରହିଛି । ସେଥିମଧ୍ୟରୁ ହୁମା ଓ ବିଞ୍ଚଣାପଲ୍ଲୀ ଲବଣ ଉତ୍ପାଦନ ବିକ୍ରୟ ସମବାୟ ସମିତି ୭୨୯ ଏକର ଜମି...

ଭଦ୍ରକରେ ୪ର୍ଥ କରୋନା ପଜିଟିଭ୍‌ ପରେ ଖେଳିଯାଇଛି ଆତଙ୍କ, ଯାଞ୍ଚ କଡ଼ାକଡ଼ି

ଭଦ୍ରକ ଅଫିସ,୧ା୪: ଭଦ୍ରକରେ ଚତୁର୍ଥ କରୋନା ପଜିଟିଭ୍‌ ଚିହ୍ନଟ ପରେ ସହର ତଥା ଜିଲାରେ ଆତଙ୍କ ଖେଳିଯାଇଛି। ଏବେ ପ୍ରଶାସନ କଠୋର ହୋଇଛି। ବୁଧବାର ସକାଳୁ ପୁରୁଣା ବଜାର ଅଞ୍ଚଳକୁ ସିଲ୍‌ କରିଦିଆଯାଇଛି। ଯାତାୟାତ ଉପରେ ସ୍ଥାନୀୟ ପୋଲିସ ପ୍ରତିବନ୍ଧକ...

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧।୪: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ବୁଧବାର ପୁରୀରେ ଚତୁର୍ଥ ପର୍ଯ୍ୟାୟ ରଥକାଠ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୮ ଖଣ୍ଡ ଫାଶୀକାଠ...

ଜିଲାରେ ୧୦,୯୦୦ ଆଇସୋଲେଶନ ଶଯ୍ୟା ଲକ୍ଷ୍ୟଧାର୍ଯ୍ୟ, ବର୍ତ୍ତମାନ ସୁଦ୍ଧା ୩,୯୦୫ ପ୍ରସ୍ତୁତ

ଭଦ୍ରକ ଅଫିସ,୧ା୪: କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବହୁ ପଦକ୍ଷେପ ନିଆଯାଉଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ମଧ୍ୟ ବିଭିନ୍ନ ପଦକ୍ଷେପ ନିଆଯିବା ସହିତ ଏହାକୁ ତ୍ୱରାନ୍ବିତ କରାଯାଉଛି। ଭଦ୍ରକ ଜିଲା ବାହାରେ ଥିବା ବ୍ୟକ୍ତିବିଶେଷ ଯେଉଁମାନେ କି ଘରକୁ...

ଓଡ଼ିଶା ଦିବସ: ପରଷ୍ପରଠାରୁ ଦୂରରେ ରହି ପଞ୍ଚସଖା ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ସାକ୍ଷୀଗୋପାଳ,୧।୪(ଡି.ଏନ୍‌.ଏ.): କରୋନା(କୋଭିଠ-୧୯) ସଂକ୍ରମଣକୁ ଦୃଷ୍ଟିିରେ ରଖି ଓଡ଼ିଶା ଦିବସ ପାଳନ ପାଇଁ କଟକଣା ଜାରି ହୋଇଛି। ଏଣୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ସତ୍ୟବାଦୀ ପଞ୍ଚସଖା ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଭାରତ ବିକାଶ ପରିଷଦର ସ୍ଥାନୀୟ ସଭାପତି...

ଖୋର୍ଦ୍ଧା ଜିଲାର ୩ ପ୍ରବେଶ ପଥ ସିଲ୍‌

ଖୋର୍ଦ୍ଧା ଅଫିସ,୧ା୪: ଲକଡାଉନକୁ ଅଧିକ କଡ଼ାକଡି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ମଙ୍ଗଳବାର ଠାରୁ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲା ସୀମାକୁ ସିଲ କରାଯାଇଛି। ବିନା କାରଣରେ କୌଣସି ବ୍ୟକ୍ତିଙ୍କୁ ଜିଲା ମଧ୍ୟକୁ ପ୍ରବେଶ ଅନୁମତି ଦିଆଯିବ...

ବିକ୍ରି ହେଉନି କ୍ଷୀର, ଛେନା: ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଦୁଗ୍ଧଚାଷୀ

ପୁରୀ ଅଫିସ,୧ା୪: କରୋନା ପାଇଁ ୨୧ଦିନିଆ ଲକ୍‌ଡାଉନ ହୋଇଛି ଦେଶ। କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଇ ଆଉ ସବୁକିଛି ବନ୍ଦ ହୋଇଯାଇଛି। କେବଳ ଘର ଭିତରେ ରହିବାକୁ ସଚେତନ କରାଯାଉଛି। ସମସ୍ତେ ଏକପ୍ରକାର ଘର ଭିତରେ ବନ୍ଦୀ ଜୀବନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri