ଆମ ଜିଲା ଖବର

ଅସହାୟଙ୍କୁ ବିଏମ୍‌ସିର ରାଶନ ବଣ୍ଟନ

ବ୍ରହ୍ମପୁର ଅଫିସ,୩୧ା୩-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଜିଲାପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ପ୍ରଭାବରେ ବ୍ରହ୍ମପୁରରେ ରାଜ୍ୟ ବାହାରୁ ଆସି ଫସି ରହିଥିବା ଏବଂ ସହରରେ ଜୀବନ ଜୀବିକା ପ୍ରଭାବିତ ଯୋଗୁ ଅସହାୟ, ଅନାହାରରେ ଦିନ କାଟୁଥିବା...

ରନ୍ଧାଖାଦ୍ୟ ବାଣ୍ଟିଲା ବିଡେକା

ଭଞ୍ଜନଗର,୩୧।୩(ଡି.ଏନ.ଏ.)-ଭଞ୍ଜନଗର ଜଳସଚେନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ କିଛିଦିନ ହେଲା ସହରରେ ଅସହାୟ ଅବସ୍ଥାରେ ବୁଲୁଥିବା ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି । ଏହି କାର୍ଯ୍ୟକ୍ରମକୁ ଏନ୍‌ଏସି କର୍ମଚାରୀ ପରିଚାଳନା କରୁଛନ୍ତି।

ଦୁର୍ଘଟଣାରେ ଡ୍ରାଇଭରଙ୍କ ଜୀବନ ଗଲା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ କାର୍‌ର ଧକ୍କା ହେବା ଫଳରେ କାର ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତ ଡ୍ରାଇଭର...

ନିୟମ ଉଲ୍ଲଂଘନକାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ନିର୍ଦ୍ଦେଶ

ଛତ୍ରପୁର,୩୧ା୩(ଡି.ଏନ.ଏ)-ଲକ୍‌ଡାଉନ୍‌କୁ ବେଖାତିର କରି କେତେକ ଯୁବଗୋଷ୍ଠୀ ବାହାରେ ବୁଲିବା ଅଭ୍ୟାସ ଛାଡୁନାହାନ୍ତି। ସମସ୍ତ ପ୍ରଶାସନିକ ଚେଷ୍ଟା ସତ୍ତ୍ୱେ ନ ସୁଧୁରିଲେ ସେମାନଙ୍କୁ ଧରି ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି।...

ବୌଦ୍ଧ ଜିଲାରେ ୮୨ ସଙ୍ଗରୋଧ କେନ୍ଦ୍ର

ବୌଦ୍ଧ, ୩୧ା୩(ସ୍ବପ୍ର): କରୋନା ସଂକ୍ରମଣ ମୁକାବିଲା ପାଇଁ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଜିଲାରେ ୩ଟି ବ୍ଲକ ଓ ଏନଏସିରେ ୮୨ଟି ସ୍ଥାନକୁ ସଙ୍ଗରୋଧ କେନ୍ଦ୍ର ଭାବରେ ଚିହ୍ନଟ କରାଯାଇଥିବା ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୂଚନା...

ଲକ୍‌ଡ଼ାଉନ୍‌ ଯୋଗଁ ତରଭୁଜ ଚାଷରେ ବ୍ୟାପକ କ୍ଷତି

ଦେବଗଡ଼,୩୧ା୩(ଡି.ଏନ୍‌.ଏ.)- ଲକଡ଼ାଉନ୍‌ କଟକଣା ଯୋଗୁ ଦେବଗଡ଼ ଜିଲାରେ ତରଭୁଜ ଚାଷରେ ବ୍ୟାପକ କ୍ଷତି ଘଟିଛି । ଗାଡିମୋଟର ଚଳାଚଳ କରୁ ନ ଥିବାରୁ ବେପାରୀ ତରଭୁଜ ନେବାକୁ ଆସି ନ ପାରିବାରୁ ଏହା ଖେତରେ ନଷ୍ଟ ହେବାକୁ ବସିଲାଣି ।...

ଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନ

କୋକସରା, ୩୧।୩,(ଡି.ଏନ.ଏ.): କଳାହାଣ୍ଡି ଓ ନବରଙ୍ଗପୁର ଜଲା ସୀମାନ୍ତ ଆମପାଣି ଘାଟି ବିରିମୁହାଣ ଛକ ସମେତ ଆନ୍ଦିଝରନ, ଝୁଲେନବର, କୁଟ୍ରୁଠାରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଫୋଷ୍ଟର ଲାଗିଛି। ପୋଷ୍ଟରେ ସଚେତନ ନାଗରିକ ମଞ୍ଚ ଓ ବିଶ୍ୱ ଆରୋଗ୍ୟ ଚେତନା ସମିତି ଉଲ୍ଲେଖ...

୩୧ ରାଜସ୍ଥାନୀଙ୍କୁ ସହାୟତା ଦେଲା ଏନଏସି ପ୍ରଶାସନ

ନୂଆପଡା ଅଫିସ,୩୧ା୩- ବର୍ତମାନ ସାରା ଦେଶ ଲକ ଡାଉନ । ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟସୀମାକୁ ଯିବା ମନା ହୋଇଛି । ହେଲେ ଏଭଳି ସ୍ଥିତିରେ ମଧ୍ୟ ଲୋକେ ନିଜ ଘର ମୁହାଁ ହେଉଛନ୍ତି । ସୁଦୂର ବିଶାଖାପାଟଣାରୁ ଏକ...

କରୋନା ଲକ୍‌ ଡାଉନ୍‌ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍‌ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତି

ବଲାଙ୍ଗୀର ଅଫିସ, ୩୧ା୩: ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରାଯାଇ ଦେଶର ଭୋକିଲା ଲୋକଙ୍କ କ୍ଷୁଧା ନିବାରଣ କରାଯାଉଥିବା କୁହାଯାଉଥିଲେ ମଧ୍ୟ ମାତ୍ର ୭ ଦିନର ଲକ୍‌ଡାଉନ୍‌ ପରେ ବହୁ ଗରିବ ଓ ଅସହାୟଙ୍କ ଅସଲ ଚିତ୍ର ଏବେ ପଦାକୁ...

ଗାଁ ପ୍ରବେଶପଥକୁ ବନ୍ଦ କଲେ ଗ୍ରାମବାସୀ

ଭଦ୍ରକ ଅଫିସ, ୩୧ା୩-ପ୍ରଶାସନିକ କଟକଣାକୁ ନ ମାନି କେତେକ ଗ୍ରାମବାସୀ ଲକ୍‌ ଡାଉନ ସମୟରେ ବାହାରେ ଚଳାଚଳ କରୁଛନ୍ତି। ଏହି କଟକଣାକୁ କଡ଼ାକଡ଼ି କରିବା ପାଇଁ ଭଦ୍ରକ ବ୍ଲକର କିଛି ଗାଁର ପ୍ରବେଶ ପଥକୁ ବାଉଁଶ ଓ କଣ୍ଟାରେ ବାନ୍ଧି...

ବ୍ଲକ ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ର ତଦାରଖ

କେନ୍ଦୁଝର ୩୧ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ର ଗୁଡିକର ସଦର ବିଡିଓ  ଜଗନ୍ନାଥ ହନୁମାନ ଓ  ଏବିଡିଓ ଭାଗବତ ନାଏକ ତଦାରଖ କରିଛନ୍ତି। ବରଦାପାଳ ପଞ୍ଚାୟତର ସରକାରୀ ଏସଏସଡି ବାଳିକା ଉଚ୍ଚବିଦ୍ୟାଳୟ,  ବାଉରୀପଦା ପଞ୍ଚାୟତ କେମ୍ପସଡା...

 ସୀମାନ୍ତ ପରିଦର୍ଶନ କଲେ ପୂର୍ବାଞ୍ଚଳ ଆଇଜି

ବାରିପଦା ଅଫିସ, ୩୧ା୩- ଆସନ୍ତା ଏପ୍ରିଲ ୧୪ ପର୍ଯ୍ୟନ୍ତ ଲକଡାଉନକୁ କଡ଼ାକଡ଼ି ପାଳନ କରାଯିବା ସହିତ ସମସ୍ତ ରାଜ୍ୟ ଓ ଜିଲାର ସୀମାନ୍ତବର୍ତ୍ତୀ ସ୍ଥାନଗୁଡ଼ିକ ସିଲ୍‌ କରାଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୂର୍ବାଞ୍ଚଳ ଆଇଜି ଦିପ୍ତେଶ ପଟ୍ଟନାୟକ ମୟୂରଭଞ୍ଜ ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri