ଆମ ଜିଲା ଖବର

ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି ବାରିପଦାର ରାଜେନ୍ଦ୍ର: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ, ୩୧ା୩- ବାରିପଦା ସହରର ତକତପୁର ଅଞ୍ଚଳର ରାଜେନ୍ଦ୍ର କବାଟଙ୍କ ପରିବାରବର୍ଗ ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି। ଏନେଇ ମଙ୍ଗଳବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜେନ୍ଦ୍ରଙ୍କ ପରିବାରକୁ...

ଚାଲୁ ହେଲା ରୂପ୍‌ସା ଝୋଟ କାରଖାନା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସାସ୍ଥିତ ଜୟକିଶନ ଦାସ ସହ ଝୋଟ କାରଖାନା ମଙ୍ଗଳବାରଠାରୁ ଚାଲୁ କରାଯାଇଛି। କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଗତ ୨୪ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କର୍ତ୍ତୃପକ୍ଷ କାରଖାନା...

ଲକ୍‌ଡାଉନ୍‌କୁ ନେଇ ଗୁଜବ ପ୍ରଚାର କରି ଯୁବକ ଗିରଫ

ବାଲେଶ୍ୱର ଅଫିସ, ୩୧।୩-ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଏବଂ ବାଇକ୍‌ରେ ବାହାରେ ବୁଲୁଥିବା ବ୍ୟକ୍ତିଙ୍କ ଗାଡ଼ି ଜବତ କରିବା ପାଇଁ ବାଲେଶ୍ୱର ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ବୋଲି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଲ୍‌ଆଇସି ଫିଲ୍ଡ ୱାର୍କରଙ୍କ ଆର୍ଥତ୍କ ସାହାଯ୍ୟ

ସମ୍ବଲପୁର, ୩୧।୩ (ବ୍ୟୁରୋ)-ନ୍ୟାଶନାଲ ଫେଡେରେସନ ଅଫ୍‌ ଇନସ୍ୟୁରାନ୍ସ ଫିଲ୍ଡ ୱାର୍କର ଅଫ୍‌ ଇଣ୍ଡିଆ (ଏଲଆଇସି )ସମ୍ବଲପୁର ମଣ୍ଡଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ଦେଇଛନ୍ତି । ୧୪ଟି ଶାଖାର ୧୧୭ଜଣ ସଦସ୍ୟ ୧ ହଜାର ଟଙ୍କା ଲେଖାଏଁ...

କରୋନା ମୁକାବିଲା ପାଇଁ ମାସ୍କ, ସାବୁନ ବଣ୍ଟନ

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ସମ୍ବଲପୁର ବିଭିନ୍ନ ଅନୁଷ୍ଠାନ ଗୁଡିକ ସହଯୋଗର ହାତ ବଢ଼ାଇଛନ୍ତି । ଗ୍ରାମାଞ୍ଚଳରେ ମଧ୍ୟ ଏହା ଦେଖିବାକୁ ମିଳିଛି । ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଡଙ୍ଗାପାଲ ଗ୍ରାମର ଉତ୍ସବ ସାମାଜିକ ଓ...

ଅସହାୟ ଶ୍ରମିକ ପରିବାରକୁ ମିଳୁନି ଖାଦ୍ୟ

ବରଗଡ଼ ଅଫିସ୍‌,୩୧।୩-କରୋନା ପ୍ରତିହତ ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଲୋକେ ଫସି ରହିଛନ୍ତି । ତେବେ ଏଭଳି ସ୍ଥିତିରେ ମୁଖ୍ୟତଃ ଗରିବ, ଅସହାୟ ଲୋକେ ଅଡ଼ୁଆରେ ପଡ଼ିଛନ୍ତି । ସେମାନଙ୍କୁ ଭଲଭାବେ ମୁଠାଏ...

ଲକ୍‌ଡାଉନ୍‌ ଯୋଗୁ ଚାଷୀ ହତାଶ: ବିଲରେ ପଚୁଛି ପନିପରିବା, ଫୁଲ

ଭଞ୍ଜନଗର,୩୧।୩(ଡି.ଏନ.ଏ)- ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ସରକାର ଲକ୍‌ ଡ଼ାଉନ କଟକଣା ଜାରି କରିଛନ୍ତି। ଏହାଦ୍ୱାରା ଲୋକେ କାମଧନ୍ଦା ହରାଇଛନ୍ତି। ଅନ୍ୟ ରାଜ୍ୟରୁ ଆସି ଭଞ୍ଜନଗର ବ୍ଲକରେ ରହିଯାଇଥିବା ଏକାଧିକ ଅଣଓଡ଼ିଆ ପରିବାରଙ୍କ ଅବସ୍ଥା ଦୟନୀୟ ହୋଇପଡ଼ିଛି। ସରକାରଙ୍କ ମୁଠାଏ ଖାଦ୍ୟକୁ...

କୋଭିଡ୍‌ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର

ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍‌ଲାଇନ୍‌ରେ ସେ ଏହି ଅର୍ଥ ଟ୍ରାଜ୍ଞାକ୍‌ସନ୍‌ କରିଛନ୍ତି। କରୋନା ମହାମାରୀର ମୁକାବିଲା ପାଇଁ ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପିକା...

ଖାଦ୍ୟର ମାନ ଯାଞ୍ଚ କଲେ ବିଧାୟକ

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ମଙ୍ଗଳବାର ଖଣ୍ଡହଥା ଜଗନ୍ନାଥ ହାଇସ୍କୁଲରେ କରୋନା ପ୍ରତିହତ ପାଇଁ ହୋଇଥିବା ଆଇସୋଲେଶନ ସେଣ୍ଟର ପରିଦର୍ଶନରେ ଯାଇଥିଲେ । ସେଠାକାର ଅନ୍ତେବାସୀଙ୍କୁ ସେମାନଙ୍କ ସୁବିଧା, ଅସୁବିଧା...

କୋଭିଡ୍‌ ଫଣ୍ଡକୁ ବୃତ୍ତି ଟଙ୍କା ଦେଲେ ଛାତ୍ରୀ

ଛତ୍ରପୁର,୩୧ା୩(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ପୂର୍ବରୁ ପାଇଥିବା ବୃତ୍ତି ଅର୍ଥରୁ ୩ ହଜାର ଟଙ୍କା ଦେଇଛନ୍ତି। ସେହେଲେ ଗଞ୍ଜାମ ଜିଲା ଛତ୍ରପୁର ଅନ୍‌ସ୍ଲୋ ସରକାରୀ ହାଇସ୍କୁଲର ଛାତ୍ରୀ...

ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଲେ ଯେ, ଯେ ରାଜ୍ୟର ସବୁ ଜିଲାରେ କୋଭିଡ୍‌ ହସ୍ପିଟାଲ...

ସାନିଟାଇଜ ମେଶିନ ଧରି ବୁଲୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୩୧।୩-କରୋନା ଭୂତାଣୁ ସଂକ୍ରମଣ ନ କରିବା ପାଇଁ ସବୁ ବେଳେ ସମାଜିକ ଦୂରତା ରକ୍ଷା କରିବା ସହ ସଫା ସୁତୁରା ରହିବାକୁ ପରାମର୍ଶ ଦିଆଯାଉଛି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ହୋଇଥିବା ବୈଠକରେ ଏହାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri