ଆମ ଜିଲା ଖବର

ହୋମ କ୍ଵାରାଣ୍ଟାଇନରେ ଥିବା ଯୁବକଙ୍କୁ ପୁରୀ ସ୍ଥାନାନ୍ତର

ବ୍ରହ୍ମଗିରି,୩୧ା୩(ଡି.ଏନ.ଏ)- ଓଡ଼ିଶାରେ କରୋନା ସଂକ୍ରମଣ ଆକ୍ରାନ୍ତ ବଢ଼ୁଥିବା ନେଇ ସମସ୍ତେ ଆତଙ୍କିତ। ଏହି ସଂକ୍ରମଣରୁ ରୋକିବା ପାଇଁ ହୋମଆଇସୋଲେଶନ, ସାମାଜିକ ଦୂରତା ବଜାଇ ରଖିବା ପାଇଁ ସଚେତନ କରାଯାଉଛି। ବାହାରୁ ଆସୁଥିବା ବ୍ୟକ୍ତିମାନଙ୍କୁ ହୋମ କ୍ଵାରାଣ୍ଟାଇନରେ ରହିବାକୁ ନିଦ୍ଦେର୍ଶ ଦିଆଯାଇଛି।...

ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ

ରାଇକିଆ,୩୧।୩(ଡି.ଏନ୍‌. ଏ.): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ ବଣ୍ଟନ ପାଇଁ ପଦକ୍ଷେପ ନିଆଯାଇଛି। ଲୋକେ ଯେପରି ଘର ପାଖରେ ସୁବିଧାରେ ପାଇ...

ଗୋପ ପରିବା ବଜାର ମେଳଣ ପଡ଼ିଆକୁ ସ୍ଥାନାନ୍ତର

ଗୋପ,୩୧।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ ଏବେ କରୋନାକୁ ନେଇ ଆତଙ୍କ ଲାଗି ରହିଛି। ଏ ନେଇ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବା ସହ ସାମାଜିକ ଦୂରତା ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ କରୁଛନ୍ତି। ମାତ୍ର ପୁରୀ ଜିଲା ଗୋପ ଥାନା...

ଚିହ୍ନଟ ହେଲା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ

ତାଳଚେର,୩୧ା୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ସୋମବାର ନିଶାର୍ଦ୍ଧରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପଛ ପାଖ ପୂର୍ବ ଦିଗରେ ଜଗତିଢିପଠାରେ ମା’ ଅଗ୍ନିରୂପା ଆବିିର୍ଭାବ ହୋଇଛନ୍ତି। ସୋମବାର ମଧ୍ୟରାତ୍ରରେ ଦେହୁରୀ ମା’ଙ୍କୁ ଶାବରୀ...

ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା

ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର...

କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ: ମଙ୍ଗଳ ଆଳତୀ ଦର୍ଶନ ପାଇଁ ସାକ୍ଷୀଗୋପାଳ ମନ୍ଦିରରେ ଭିଡ଼

ସାକ୍ଷୀଗୋପାଳ, ୩୧।୩(ଡି.ଏନ୍‌.ଏ): କରୋନା କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ। ସକାଳୁ ସକାଳୁ ମଙ୍ଗଳ ଆଳତୀ ଦର୍ଶନ ପାଇଁ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ବାର ସମ୍ମୁଖରେ ସ୍ଥାନୀୟ ଶ୍ରଦ୍ଧାଳୁ ନିୟମିତ ଭିଡ଼ ଲଗାଉଛନ୍ତି। ପାଳିଆ ସେବକଙ୍କ ଛଡ଼ା ଅନ୍ୟ କୌଣସି...

ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଲା : ୨ରେ ରଥକାଠ ଚିରଟ ଅନୁକୂଳ

ପୁରୀ ଅଫିସ,୩୧ା୩: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚତ୍ଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୨୧ ଖଣ୍ଡ କାଠ ଆସିଛି।...

ଡାକ୍ତରଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଅ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୩୧ା୩: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ (ପିପି) କିଟ୍‌ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଦାଏର ହୋଇଥିବା ଏହି ମାମଲାର ଶୁଣାଣି...

ଗଡ଼ୁନି ଗାଡ଼ି, ପୂରୁନି ପେଟ-ଦୁଃଖରେ ଦିନ କାଟୁଛନ୍ତି ଚାଳକ, ହେଲ୍‌ପର ଓ କଣ୍ଡକ୍ଟର

ପୁରୀ ଅଫିସ,୩୧ା୩ : ପର୍ଯ୍ୟଟନ ସହର ପୁରୀ। ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ଉପରେ ଅନେକ ପରିବାରର ଭାତହାଣ୍ଡି ନିର୍ଭର କରେ। ପର୍ଯ୍ୟଟକ ଆସିଲେ ଦି’ ପଇସା ରୋଜଗାର ହୁଏ, ସେଥିରେ ସେମାନଙ୍କ ଘର ଚଳେ। କିନ୍ତୁ ଏବେ ଅନେକଙ୍କ...

ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ୍‌ ଫଣ୍ଡ

ପୁରୀ ଅଫିସ, ୩୧ା୩: କରୋନା ପାଇଁ ଏବେ ସବୁଠି ହାହା କାର। ଏହାର ମୁକାବିଲା ପାଇଁ ଦେଶକୁ ଲକ୍‌ଡାଉନ କରାଯାଇଛି। ଏଥିପାଇଁ ଜନସାଧାରଣଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିଲାଗି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଦାନଦେବା ପାଇଁ ଆହ୍ବାନ କରିଛନ୍ତି। ଶ୍ରୀମନ୍ଦିର...

ଶ୍ରୀମନ୍ଦିରରେ ଚୈତ୍ର ଗୁଣ୍ଡିଚା

ପୁରୀ ଅଫିସ,୩୧ା୩: ଶ୍ରୀମନ୍ଦିରରେ ସୋମବାର ଅନୁଷ୍ଠିତ ହୋଇଯାଇଛି ଚୈତ୍ର ଗୁଣ୍ଡିଚା। ଚୈତ୍ରମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ ଏହି ପର୍ବ ପାଳନ କରାଯାଇଥାଏ। ଏହି ଅବସରରେ ସୂର୍ଯ୍ୟମନ୍ଦିରରୁ ସୂର୍ଯ୍ୟଦେବ ଏକ ସ୍ବତନ୍ତ୍ର ରଥରେ ବସି ଭିତର ବେଢା ପରିକ୍ରମା କରିଥିଲେ।...

ଶ୍ରୀମନ୍ଦିରର ଅନ୍ତରୀଣ ବଜେଟ

ପୁରୀ ଅଫିସ,୩୧ା୩: କରୋନା ଯୋଗୁ ଚଳିତବର୍ଷ ଶ୍ରୀମନ୍ଦିର ବଜେଟ ବିଳମ୍ବ ହୋଇଛି। ସୋମବାର ଅର୍ଥ ସବ୍‌ କମିଟି ବୈଠକରେ ୨୦୨୦-୨୧ ଆର୍ଥିକବର୍ଷ ଲାଗି କେବଳ ଅନ୍ତରୀଣ ବଜେଟ୍‌ ଆଗତ ହୋଇଛି। ସମସ୍ତ ସଦସ୍ୟଙ୍କ ସହମତି କ୍ରମେ ଏହାକୁ ଆଇନ ବିଭାଗକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri