ଆମ ଜିଲା ଖବର

‘ଘରେ ଯୋଗାଇ ଦିଆଯିବ ରାଶନ, ଖାଦ୍ୟ’ ନିର୍ଦ୍ଦେଶନାମା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ, ୨୯ା୩- ଲକ୍‌ଡାଉନ୍‌ ପରିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ନେହେରୁ ଷ୍ଟାଡିୟମରେ ପରିବା ଦୋକାନରେ କିଣାବିକାରେ ଶୃଙ୍ଖଳା ସହିତ ସାମାଜିକ ଦୂରତା ବଜାୟ ରଖିବା ଏବଂ ଆର୍‌ଏମ୍‌ସି...

ଜଳିଗଲା ୩ ବଖରା

ବନ୍ତ, ୨୯ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ପଦିପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ବଖରା ଘର ସହ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ବିଦ୍ୟୁତ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ପରିଡାଙ୍କ ୨ ବଖରା ଓ ରବିନାରାୟଣ...

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା

ବନ୍ତ, ୨୯ା୩(ସ୍ବ.ପ୍ର.)-ବନ୍ତ ବ୍ଲକ ଆଗରପଡା ଥାନା ପୁରୁଷଣ୍ଢ ଗ୍ରାମରେ ବାହାର ରାଜ୍ୟରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ବନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଛି। ପଶ୍ଚିମବଙ୍ଗ ରାଜ୍ୟରୁ କେତେକ ଲୋକ ଏଠାରେ...

‘ସ୍ବାସ୍ଥ୍ୟକର୍ମୀଙ୍କ ଭଳି ପୋଲିସ କର୍ମଚାରୀଙ୍କୁ ସୁବିଧା ଦିଆଯାଉ’

ବାରିପଦା ଅଫିସ, ୨୯ା୩- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ପ୍ରକାଶ ପାଇଛି। ସାରା ଦେଶରେ ୨୧ ଦିନ ପାଇଁ ଲକଡାଉନ କରାଯାଇଛି। ଏଭଳି ପ୍ରତିକୂଳ ସମୟରେ ଡାକ୍ତର, ପାରା ମେଡ଼ିକାଲ୍‌ ଷ୍ଟାଫ୍‌, ସଫେଇ କର୍ମଚାରୀ, ପୋଲିସ...

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ଉପରେ କଡ଼ା ନଜର

କପ୍ତିପଦା, ୨୯ା୩(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ଲକଡାଉନର ବେଶ ପ୍ରଭାବ ପଡ଼ିଥିତ୍ବା ଦେଖିବାକୁ ମିଳିଛି। ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ଗୁଡିକ ସମ୍ପୂର୍ଣ୍ଣ ବନ୍ଦ ରହିଛି । ସ୍ଥାନୀୟ ଥାନା ଆଇଆଇସି ସଞ୍ଜୟ କୁମାର ପ୍ରଧାନଙ୍କ ନେତୃତ୍ୱରେ...

ମାସକର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ/ଖଇରା/ଭଦ୍ରକ ଅଫିସ, ୨୯।୩(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିବେଦନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ...

ବଡ଼ବଡିଆଙ୍କୁ ଛାଡ଼,ଛୋଟ ବ୍ୟବସାୟୀଙ୍କୁ ମାଡ଼

ଖଇରା, ୨୯।୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଖଇରା ସମେତ ବିଭିନ୍ନ ବଜାରରେ ଦୋକାନ ବଜାର ବନ୍ଦ ଥିବା ନେଇ ବାହାରୁ ଦୃଷ୍ଟି ଗୋଚର ହେଉଥିଲେ ହେଁ ଭିତର ପରିସ୍ଥିତି କିନ୍ତୁ ସମ୍ପୂର୍ଣ୍ଣ...

ଜାତୀୟ ରାଜପଥ ସମ୍ପ୍ରସାରଣ କର୍ମଚାରୀଙ୍କ ବିକ୍ଷୋଭ

ସୋର, ୨୯।୩(ଡି.ଏନ୍‌.ଏ)-୧୬ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ଓ ଶ୍ରମିକମାନେ ଶନିବାର ସୋର ଜାତୀୟ ରାଜପଥ ବିଦୁଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକ ଓ କର୍ମଚାରୀମାନେ ବାହାର ରାଜ୍ୟର ହୋଇଥିବାରୁ ସେମାନେ ଘରକୁ ଯାଇପାରୁ ନାହାନ୍ତି।...

ଅସହାୟଙ୍କୁ ରାଶନ ସାମଗ୍ରୀ ଦେଲେ ସରପଞ୍ଚ

ରୂପ୍‌ସା, ୨୯।୩(ଡି.ଏନ.ଏ.)-ଦେଶବ୍ୟାପୀ କରୋନା କଟକଣା ଯୋଗୁ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଭିକ୍ଷା ବୃତ୍ତି କରି ଚଳୁଥିବା ଅସହାୟମାନଙ୍କ ଜନଜୀବନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବାଲେଶ୍ୱର ସଦର ବ୍ଲକ ରସଲପୁର ସରପଞ୍ଚ ସୁବେଶ କୁମାର ନାୟକ ଶନିବାର ଅସହାୟ ବାସନ୍ତୀ ମାଝି...

ଡ୍ରାଇଭରଙ୍କୁ ଆକ୍ରମଣ କରି ଲୁଟି ନେଲେ ଆଳୁ ବସ୍ତା

ରୂପ୍‌ସା, ୨୯।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗହୀରସିମୁଳିଆଠାରେ ୫ଜଣ ଡକାୟତ ଜଣେ ଟ୍ରକ୍‌ ଡ୍ରାଇଭରଙ୍କୁ ଛୁରିରେ ଆକ୍ରମଣ କରି ତାଙ୍କଠାରୁ ୭ହଜାର ଟଙ୍କା, ମୋବାଇଲ ସହ ଆଳୁ ବସ୍ତା ଲୁଟି ନେଇଛନ୍ତି। ଏ ସଂକ୍ରାନ୍ତରେ ଶନିବାର...

କ୍ୱାରାଣ୍ଟାଇନ୍‌ରେ ରହିଲେ କର କ୍ଲିନିକରୁ ଫେରିଥିବା ରୋଗୀ

ବେଗୁନିଆପଡ଼ା,୨୮ା୩(ଡି.ଏନ୍‌.ଏ.): ରାଜ୍ୟରେ ଚିହ୍ନଟ ହୋଇଥିବା ତୃତୀୟ କରୋନା ପଜିଟିଭ ରୋଗୀ ଭୁବନେଶ୍ୱରସ୍ଥିତ କର କ୍ଲିନିକକୁ ଆସିଥିବା ଜଣାପଡ଼ିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଖୋଜାଚାଲିଛି l ଇତିମଧ୍ୟରେ ଦୁର୍ଘଟଣାରେ ଆହତ ବେଗୁନିଆପଡ଼ା ଅଞ୍ଚଳର ଜଣେ ବ୍ୟକ୍ତି ଉକ୍ତ କ୍ଲିନିକରେ...

ଫେରିନାହାନ୍ତି ଶତାଧିକ ଦାଦନ ଶ୍ରମିକ: ସୁରଟରେ ପ୍ରବାସୀ ଓଡ଼ିଆ ସଙ୍ଗଠନର ସହାୟତା

ଭଞ୍ଜନଗର,୨୮।୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରି ସ୍ଥିତିରେ ଭଞ୍ଜନଗର ଅଞ୍ଚଳର ଶତାଧିକ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ଓଡ଼ିଆମାନେ ଯେଭଳି ସୁରକ୍ଷିତ ରହିବେ ସେ ନେଇ ମୁଖ୍ୟମନ୍ତ୍ରୀ ଅନ୍ୟ ରାଜ୍ୟର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri