ଆମ ଜିଲା ଖବର

ଘରେ ପହଞ୍ଚାଇଦେବାକୁ ୧୩ ଯୁବକଙ୍କ ଅନୁରୋଧ

ଗୁଡଭେଲା,୨୮।୩(ଡି.ଏନ.ଏ.):କରୋନା ଭାଇରସ ସଂକ୍ରମଣ କାରଣରୁ ସମଗ୍ର ଦେଶରେ ୨୧ଦିନର ଲକ ଡାଉନ ଘୋଷଣା କରାଯାଇଛି। ଏଭଳି ସମୟରେ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ଦାଦନ ଶ୍ରମିକମାନେ ଅସୁବିଧାରେ ପଡିଛନ୍ତି। ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଦାଦନ ଶ୍ରମିକମାନେ ସେମାନଙ୍କୁ...

ଛତ୍ରପୁର ହସ୍ପିଟାଲରେ ଜୀବାଣୁ ନାଶକ ସ୍ପ୍ରେ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଛତ୍ରପୁର ହସ୍ପିଟାଲ ପରିସରରେ ଶୁକ୍ରବାର ଅଗ୍ନିଶମ ବିଭାଗ ପକ୍ଷରୁ ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। ପରେ ଛତ୍ରପୁର ଏନ୍‌ଏସିର ବିଭିନ୍ନ ଛକରେ ମଧ୍ୟ ଏହାକୁ ସ୍ପ୍ରେ କରଯାଇଥିଲା। କରୋନା ନେଇ ସତର୍କତା ଅବଲମ୍ବନ କରି ଏନ୍‌ଏସିର ମନିଟରିଂରେ ଏହି...

୨ ପୂର୍ବତନ ବିଧାୟକଙ୍କ ସହ ୨୪ ଡାକ୍ତରଙ୍କୁ ନେଇ ସ୍ବେଚ୍ଛାସେବୀ ଡାକ୍ତର ପ୍ୟାନେଲ ଗଠିତ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପ୍ରଶାସନ ପକ୍ଷରୁ ସ୍ବେଛାସେବୀ ଡାକ୍ତର ପ୍ୟାନେଲ ଗଠନ ହୋଇଛି। ଏହି ପ୍ୟାନେଲରେ ୨୪ ଜଣ ଡାକ୍ତର ଅଛନ୍ତି। ଉକ୍ତ ଡାକ୍ତର ମାନଙ୍କ ମଧ୍ୟରେ ୨ ଜଣ ପୂର୍ବତନ ବିଧାୟକ ତଥା ଡାକ୍ତର ଅଛନ୍ତି। ସେମାନେ ହେଲେ ଛତ୍ରପୁରର...

ହାତ, ଗୋଡ଼ ନ ଧୋଇଲେ ଗାଁକୁ ପଶିବା ମନା

ଗୁଡଭେଲା,୨୮।୩(ଡି.ଏନ.ଏ.):କରୋନା ମହାମାରୀକୁ ନେଇ ବିଶ୍ୱ ଆତଙ୍ଗିତ ହୋଇ ପଡଛି। ଏହିକ୍ରମରେ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ସମରା ପଞ୍ଚାୟତର ଲୁର୍କୀ ଗ୍ରାମବାସୀ ଶୁକ୍ରବାର ରାତିରୁ ଗାଁର ପ୍ରବେଶ ପଥକୁ ସିଲ୍‌ କରି ଦେଇଛନ୍ତି। ଫଳରେ ଗାଁକୁ ଆସୁଥିବା ବାଇକ୍‌ ଓ...

ଲକ୍‌ଡାଉନ୍‌: କଳାବଜାର ରୋକିବାକୁ ଦେବଗଡ଼ ଜିଲା ପୋଲିସର ବୈଠକ

ଦେବଗଡ଼,୨୮।୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦ ଓ କଳାବଜାର ରୋକିବା ପାଇଁ ଦେବଗଡ଼ ଆଦର୍ଶ ଥାନା ପରିସରରେ ଜିଲା ପୋଲିସ ପକ୍ଷରୁ ସ୍ଥାନୀୟ ଏକ ବୈଠକ ଅନୁଷ୍ଠିତ ହୋଇଛି। ଦେବଗଡ଼ ଏସ୍‌ପି ରାହୁଲ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ସାକ୍ଷୀଗୋପାଳ ଡାକ୍ତରଖାନାରୁ ବିଶୋଧନ ଆରମ୍ଭ

ସାକ୍ଷୀଗୋପାଳ,୨୮ା୩(ଡି.ଏନ୍‌.ଏ.)- କରୋନା ସତର୍କତା ପାଇଁ ସାକ୍ଷୀଗୋପାଳ ସରକାରୀ ଡାକ୍ତରଖାନାରେ ଶୁକ୍ରବାର ବିଶୋଧନ କାମ ଆରମ୍ଭ ହୋଇଛି। ସଂକ୍ରମଣ ରୋକିବା ସହିତ ଡାକ୍ତରଖାନା ପରିସର ସ୍ବଚ୍ଛତା ନିମନ୍ତେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀମାନେ ବ୍ଲିଚିଙ୍ଗ ପକାଇ ବିଶୋଧନ କରିଥିଲେ। ସତ୍ୟବାଦୀ ତହସିଲଦାର କସ୍ତୁରୀ...

ଆନ୍ଧ୍ରରୁ ଫେରି ପାରୁନାହାନ୍ତି ବୀରମହାରାଜପୁରର ୪୦ ଦାଦନ

ଅମରପାଲି, ୨୮।୩ (ଡି.ଏନ.ଏ.):ସମଗ୍ର ଭାରତ ବର୍ଷ କରୋନା ଭାଇରସ ପାଇଁ ଆତଙ୍କରେ ଥିବା ବେଳେ ୨୧ ଦିନ ପାଇଁ ଲକ୍‌ ଡାଉନ ହୋଇଛି । ଫଳରେ ରାଜ୍ୟ ଓ ଦେଶ ବାହାରେ ଥିବା ଅନେକ ଲୋକ ନିଜ ଘରକୁ ଆସି...

ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ଦୁଃଖ ଆଣିଛି କରୋନା: ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇ ବିତୁଛି ଜୀବନ

ଦାରିଙ୍ଗବାଡ଼ି,୨୮।୩(ଡି.ଏନ୍‌.ଏ.)- କରୋନା ପାଇଁ ଚାରିଆଡେ ଖଁା ଖଁା। ସହର ହେଉକି ଗାଁ ପ୍ରାୟ ଖୁଚୁରା ଦୋକାନରୁ ଲୋକେ ଧାର୍ଯ୍ୟ ସମୟ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଗ୍ରହ କରୁଥିବାବେଳେ କେତେକଲୋକ ଦୀର୍ଘଦିନ ପାଇଁ ରାଶନ ସାମଗ୍ରୀ ସହ ପନିପରିବା ଆଦି ଗଚ୍ଛିତକରି...

କେରଳରୁ ଫେରି ଗାଁ ମୁଣ୍ଡ ତମ୍ବୁରେ ରହିଲେ ୧୨ ଯୁବକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଳକ ଅନ୍ତର୍ଗତ ପାଇକେନ୍ଦୁମୁଣ୍ଡି ପଞ୍ଚାୟତର କୁମ୍ଭାରପିପଲଗୁଡାର ୧୨ ଜଣ ଯୁବକ ଗାଁକୁ ଫେରିଛନ୍ତି। ହେଲେ ଏମାନେ ଘରକୁ ନ ଯାଇ ଗାଁ ମୁଣ୍ଡ ତମ୍ବୁରେ ଆଶ୍ରୟ ନେଇଛନ୍ତି। କେରଳ ରାଜ୍ୟର ତ୍ରିଶୁଳ...

ବିଭିନ୍ନ ଦୋକାନ ବୁଲିଲେ ଯୋଗାଣ ନିରୀକ୍ଷକ: ଚଢାଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୮୩(ଡି.ଏନ.ଏ)- କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଥିବା ବେଳେ ସମସ୍ତ ଗଁା, ବଜାର ଏବେ ଖାଁ ଖାଁ ଲାଗୁଛି। ଲୋକେ ବାରମ୍ବାର ଘରୁ ପଦାକୁ ନବାହାରିବାକୁ ସଚେତନ କରାଯାଉଥିବାବେଳେ ସକାଳ ୭ ରୁ ପୂର୍ବାହ୍ନ...

ତୀର୍ଥ ପୁଷ୍କରଣୀରେ ବୁଡ଼ି ବାଳକଙ୍କ ଜୀବନ ଗଲା

କୋଣାର୍କ,୨୮ା୩(ଡି.ଏନ୍‌.ଏ.)- କୋଣାର୍କ ଥାନା ଅଧୀନସ୍ଥ ଚନ୍ଦ୍ରଭାଗା ତେଲୁଗୁ ବସ୍ତିର ୧୦ବର୍ଷର ବାଳକ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ଗାଧୋଉଥିବା ବେଳେ ବୁଡିଯାଇ ମୃତ୍ୟୁ କରିିଛି। ସୂଚନାଯୋଗ୍ୟ, ଚନ୍ଦ୍ରଭାଗା ତେଲୁଗୁ ବସ୍ତି ନୂଆ ସାହିର ପି.କେ କାଶି ରାଓଙ୍କ ପୁଅ ପି.କେ କିରନ...

ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): ବରିଷ୍ଠ ଆଦିବାସୀ ନେତା ତଥା ନିୟମଗିରି ସୁରକ୍ଷା ସମିତିର ପୂର୍ବତନ ସଭାପତି କୁମୁଟି ମାଝିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ୭୨ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନରୁ ନିୟମଗିରି ଆନ୍ଦୋଳନରେ ସାମିଲ ହୋଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri