ଆମ ଜିଲା ଖବର

ହାତ ଧୋଇଲା ପରେ ଗାଁକୁ ପ୍ରବେଶ ଅନୁମତି

ବଲାଙ୍ଗୀର ଅଫିସ/ଟିକ୍ରାପଡା, ୨୭ା୩ (ଡି.ଏନ୍‌.ଏ.): କରୋନା ମହାମାରୀକୁ ନେଇ ଗାଁ  ଗାଁରେ ଏବେ ଆତଙ୍କ ସ୍ଥିତି । କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୌଣସି ଔଷଧ ନାହିଁ । ଏଭଳି ସ୍ଥିତିରେ ସାଧାରଣ ସ୍ବାସ୍ଥ୍ୟସେବାରୁ ବହୁ ଦୂରରେ ଥିବା...

ରାଜକୋଟ, ତିରୁପତିରେ ଫଶିଛନ୍ତି ୪୩ ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ/ଟିକ୍ରାପଡା/ଟିଟିଲାଗଡ, ୨୭ା୩ (ଡି.ଏନ୍‌.ଏ.):କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ସମଗ୍ର ଦେଶରେ ୨୧ଦିନର ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି ା ଏଭଳି ସମୟରେ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ଦାଦନ ଶ୍ରମିକମାନେ ଅସୁବିଧାରେ ପଡିଛନ୍ତି ା ବିଭିନ୍ନ ରାଜ୍ୟରେ...

ସ୍ବତନ୍ତ୍ର କାଉଣ୍ଟରରେ ଆଳୁ, ପିଆଜ ବିକ୍ରି କରିବ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ, ୨୭।୩-କରୋନା କଟକଣା ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ନିୟନ୍ତ୍ରଣ ଲାଗି ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଗୁରୁବାର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ସମ୍ମିଳନୀ କକ୍ଷରେ ଲକ୍‌ଡାଉନସ୍ଥିତି...

ନିୟମ ଉଲ୍ଲଘଂନ କରିଥିବା ୪ଜଣଙ୍କ ନାମରେ ମାମଲା

ବାଲେଶ୍ୱର ଅଫିସ, ୨୭।୩-ବାଲେଶ୍ୱର ଜିଲାରେ ହୋମ କ୍ୱାରାଣ୍ଟାଇନରେ ରହିଥିବା ଲୋକଙ୍କ ଘର ବାହାରେ ନିର୍ଦ୍ଧାରିତ ଫର୍ମ ଓ ପୋଷ୍ଟର ଲଗାଇବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଘର ବାହାରେ ଚଳପ୍ରଚଳ ନ କରିବାକୁ ସ୍ପଷ୍ଟ ଭାବେ...

କରୋନା ମୁକାବିଲା ଲାଗି ବ୍ୟାପକ କାର୍ଯ୍ୟକ୍ରମ

କେନ୍ଦୁଝର, ୨୭ା୩(ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ କେନ୍ଦୁଝରଗଡ ପୌରପାଳିକା ତରଫରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସହରକୁ ସମ୍ପୂର୍ଣ୍ଣ ପରିମଳ ରଖିବା ସହ ବିଭିନ୍ନ ସ୍ଥାନରେ ବ୍ଲିଚିଂ ପାଉଡର ପକାଇବା, ଡିଡିଟି ସିଞ୍ଚନ, ଡ୍ରେନଗୁଡିକର ସ୍ବତନ୍ତ୍ର ସଫେଇ କରାଯାଉଥିବା ବେଳେ ଲୋକଙ୍କ...

‘ସାବୁନରେ ହାତ ଧୋଇ ଗାଁରେ ପଶ’

ଠାକୁରମୁଣ୍ଡା,୨୭ା୩(ଡ଼ି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ଦିଗରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ଅନ୍ତର୍ଗତ ସାନମହୁଲଡିହା ଗ୍ରାମବାସୀ ଅଭିନବ ପ୍ରୟାସ ଆପଣାଇଛନ୍ତି। ବାହାର ଅଞ୍ଚଳର ଯେଉଁ ବ୍ୟକ୍ତି ଗଁାକୁ ଆସୁଛନ୍ତି ସେମାନଙ୍କୁ ଗଁା ମୁଣ୍ଡରୁ ପ୍ରଥମେ ସାନିଟାଇଜର ଓ ସାବୁନରେ...

ଠାକୁରାଣୀ ପୂଜା ବେଳେ ପୂଜାରୀ ଗିରଫ

କପ୍ତିପଦା,୨୭ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶାଳଚୁଆ ପଞ୍ଚାୟତ ସୋଲଗଡିଆ ଦେହୁରୀ ସାହି ପକ୍ଷରୁ ବରଛକ ଠାକୁରାଣୀ ନିକଟରେ ଶୁକ୍ରବାର ଡାଳକଟା ପୂଜା ଅନୁଷ୍ଠିତ ହେଉଥିଲା ା ଲକ୍‌ ଡାଉନ ସତ୍ତ୍ୱେ ସାହି ବାସିନ୍ଦା ଏକତ୍ରିତ ହୋଇ ଢୋଲ...

ଲକ୍‌ଡାଉନ୍‌ ସମୟରେ ନମାଜ ପାଠ ବନ୍ଦ କଲା ପ୍ରଶାସନ: ଭାଙ୍ଗିଲା ଲୋକ ଗହଳି

ଧାମନଗର,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପ୍ରଶାସନ ପକ୍ଷରୁ ଗୋଡ଼ିପୋଖରୀ ମସ୍‌ଜିଦରେ ନମାଜ ପାଠ ବନ୍ଦ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଲୋକେ ନମାଜ ପାଠ କରୁଥିବାବେଳେ ମାଜିଷ୍ଟ୍ରେଟ ଲଗନଜିତ ବେହେରା, ଧୁଷୁରୀ ଥାନା ଆଇଆଇସି ପ୍ରଫୁଲ ସିଂ ପହଞ୍ଚି ଲୋକ...

ଲକ୍‌ଡାଉନ୍‌ ସମୟରେ ଆଗୁଆ ୪ ମାସର ଭତ୍ତା ପାଇ ହିତାଧିକାରୀ ଖୁସି

ଆରଡି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଶୁକ୍ରବାର ପଞ୍ଚାୟତର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୟ ଦାସ, ନୋଡାଲ ଅଫିସର ଇ. ପ୍ରଭାତ ବେହେରା ଘରଘର ବୁଲି ହିତାଧିକାରୀଙ୍କୁ...

ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- କରୋନା ପାଇଁ ସମସ୍ତ ଭତ୍ତା ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ପ୍ରଦାନ ପାଇଁ ସରକାର ଘୋଷଣା କରିଛନ୍ତି। ଏ ନେଇ ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ଭତ୍ତା ବଣ୍ଟନ ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ବ୍ଲକ...

୪୪ଜଣଙ୍କ ଘର ଆଗରେ ଲାଗିଲା କରୋନା ପୋଷ୍ଟର

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- ତିର୍ତ୍ତୋଲ ବ୍ଲକ ଅଞ୍ଚଳର ୪୪ ଜଣ ବାହାର ରାଜ୍ୟରୁ ନିକଟରେ ଗାଁକୁ ଫେରିଛନ୍ତି। ସେମାନେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାମ ପଞ୍ଜୀକରଣ କରାଇଥିବା ବେଳେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌...

ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି ପଶ୍ଚିମବଙ୍ଗର ୧୫ ଶ୍ରମିକ

ଦାରିଙ୍ଗବାଡ଼ି,୨୭।୩(ଡି.ଏନ୍‌.ଏ.)- ପଶ୍ଚିମବଙ୍ଗରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଆସି ବିଭିନ୍ନ ଲଜ୍‌, ବିଲ୍ଡିଂରେ କାର୍ଯ୍ୟ କରୁଥିବା ୧୫ଜଣ ରାଜମିସ୍ତ୍ରୀ ଓ ଶ୍ରମିକ ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି। କାମ ବନ୍ଦ ଯୋଗୁ ସେମାନଙ୍କ ନିକଟରେ ଟଙ୍କା ସରିଗଲାଣି। କେତେକ ମାଲିକ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri