ଆମ ଜିଲା ଖବର

ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଅଟକ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଛାତ୍ରୀଙ୍କ ପରିବାର ପକ୍ଷରୁ ଶୁକ୍ରବାର ଠାକୁରଗଡ ଥାନାରେ ଏ ନେଇ ଲିଖିତ...

ରାପ୍‌ ସଙ୍ଗ୍‌ ମାଧ୍ୟମରେ ସଚେତନ କରୁଛନ୍ତି ସାର୍ଥକ

ଜୟପୁର,୨୭ା୩(ନି.ପ୍ର.) : ରାପ୍‌ ସଙ୍ଗ୍‌ ମାଧ୍ୟମରେ ଟ୍ରାଫିକ୍‌ ସଚେତନତା ବାର୍ତ୍ତା ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା କୋରାପୁଟ ଜିଲା ଜୟପୁର ସହରର ସାର୍ଥକ ସାହୁ ଏବେ ପୁଣି ଲୋକଙ୍କ ମନ ଜିଣିଛନ୍ତି। କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବାରୁ ସେ...

ଜରୁରୀ ସେବାରେ ନିୟୋଜିତ ପୋଲିସଙ୍କୁ ସମ୍ମାନ: ଉତ୍ପାଦିତ କ୍ଷୀର ପୋଲିସକୁ ପ୍ରଦାନ କଲେ ଗୋପାଳ

ବନ୍ତ,୨୭ା୩(ଡି.ଏନ୍‌.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଏଭଳି ପରିସ୍ଥିତିରେ ଜରୁରୀ ସେବାରେ ନିୟୋଜିତ ଥିବା ଅଧିକାରୀ କିମ୍ବା କର୍ମଚାରୀଙ୍କୁ ହୃଦୟରୁ ସମ୍ମାନ ଜଣାଇଛନ୍ତି ଭଦ୍ରକ...

ବାହାର ରାଜ୍ୟକୁ କାମ କରିବାକୁ ଯାଇ ଗାଁକୁ ଫେରିଲେ ୩୨୨ ଜଣ: ୧୪ ଦିନ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ

ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୩୨୨ ଜଣ ଗୁରୁବାର ସନ୍ଧ୍ୟାରେ ଗାଁକୁ ଫେରିଛନ୍ତି। ସେମାନେ ପଡ଼ୋଶୀ ରାଜ୍ୟ ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ସେମାନଙ୍କୁ ୧୪ ଦିନ ନିଜ ନିଜ...

ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ପରିବାର

ବରଗଡ଼ ଅଫିସ୍‌,୨୭।୩- ପରିବାରରେ କାହାକୁ କରୋନା ଭାଇରସ୍‌ ସଂକ୍ରମଣ କରି ନାହିଁ । କେହି ପରିବାର ସଦସ୍ୟ ରାଜ୍ୟ କିମ୍ବା ଦେଶ ଫେରନ୍ତା ନୁହଁନ୍ତି । ତଥାପି ଗତ ୨୨ତାରିଖରୁ ପରିବାର ସବୁ ସଦସ୍ୟ ହୋମ କ୍ବାରେଣ୍ଟାଇନରେ ରହିଛନ୍ତି ।...

ଘର ଘର ବୁଲି ବଣ୍ଟାଯାଉଛି ଭତ୍ତାଟଙ୍କା

ରାଇକିଆ,୨୮।୩(ଡି ଏନ ଏ)- ରାଇକିଆ ବ୍ଲକରେ ଭତ୍ତା ଟଙ୍କା ବଣ୍ଟନ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କରୋନା ସଂକ୍ରମଣ ଆଶଙ୍କାରେ ରାଇକିଆ ସହର ତିନିଦିନ ହେଲା ଲକ୍‌ ଡାଉନ ଅଛି। ରାସ୍ତାଘାଟ ଶୁନ୍‌ଶାନ ଏବଂ ଚଳପ୍ରଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଭଳି...

ବ୍ୟବସାୟୀ ବଢ଼ାଉଛନ୍ତି ଖାଉଟି ସାମଗ୍ରୀ ଦର: ସାଧାରଣରେ ଅସନ୍ତୋଷ

ଗୁଡଭେଲା,୨୭।୩(ଡି.ଏନ୍‌.ଏ.): କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ସହରରେ ମାନ୍ଦା ଅବସ୍ଥା ଦେଖିବାକୁ ମିଳୁଛି। ଖାଉଟି ସାମଗ୍ରୀ, ଔଷଧ, ପନିପରିବା ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। ଏହାର ସୁଯୋଗ ନେଇ କିଛି ବ୍ୟବସାୟୀ ବୁଧବାରଠାରୁ...

ଆଳୁ ପିଆଜ ଗୋଦାମରେ ଚଢ଼ାଉ: ବିଲ୍‌, ଭାଉଚର ଦେଖାଇ ପାରିଲେନି ବ୍ୟବସାୟୀ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ସହରର କେତେଜଣ ଅସାଧୁ ବେପାରୀ ସେମାନଙ୍କ କଳାବେପାର ଆରମ୍ଭ କରିଦେଇଛନ୍ତି। ଆଳୁ, ପିଆଜ, ଚାଉଳ, ତେଲ, ଡାଲି, ପନିପରିବା ମୂଲ୍ୟକୁ ଅହେତୁକ ବୃଦ୍ଧି ଓ ଗଚ୍ଛିତ କରି ରଖିଥିବା ଅଭିଯୋଗ ପରେ ଜିଲା ପ୍ରଶାସନ...

ପୋଲିସ କାର୍ଯ୍ୟାନୁଷ୍ଠାନ ଭୟ, ରାସ୍ତା ଶୁନ୍‌ଶାନ୍‌

ରାଇକିଆ ୨୬।୩(ଡି ଏ ନ ଏ)- ସମଗ୍ର ଦେଶରେ ଲକ୍‌ ଡାଉନ ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ନିରବତା ଦେଖା ଦେଇଛି। ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କିଛିମାତ୍ରାରେ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଘରୁ ବାହାରୁ ଥିବାବେଳେ...

ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ମହାପାତ୍ର

ଭଦ୍ରକ ଅଫିସ,୨୭।୩: ରାଜ୍ୟ ସରକାର ୧୯ଟି ଜିଲାରେ ଅଧିକ ଜଣେ ଲେଖାଏ ଅତିରିକ୍ତ ଜିଲାପାଳ (ରାଜସ୍ବ) ପଦବୀ ସୃଷ୍ଟି କରି ନିଯୁକ୍ତି ପ୍ରଦାନ କରିଛନ୍ତି। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ହୋଇଥିଲା।...

ବିବାହ ଭୋଜିରୁ ବାପାପୁଅଙ୍କୁ ଉଠାଇନେଲା ପୋଲିସ

ଭଟଲି,୨୭। ୩(ଡି.ଏନ.ଏ.): କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଘରୁ ନ ବାହାରିବା ସହିତ କୌଣସି ପ୍ରକାର ଭୋଜି ମହୋତ୍ସବ ନ କରିବା ପାଇଁ କଟକଣା ଜାରି କରାଯାଇଛି । ଏହି କଟକଣାକୁ ନ ମାନିଲେ ଦଣ୍ଡବିଧାନର...

କରୋନା କଟକଣା ଉଲ୍ଲଙ୍ଘନ: ସାପ୍ତାହିକ ହାଟରେ ପ୍ରବଳ ଭିଡ଼

ଆରଡ଼ି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ବେତାଳିଗାଁଠାରେ ଶୁକ୍ରବାର ସକାଳେ ସାପ୍ତାହିକ ହାଟ ବସିଥିଲା। ଏହି ହାଟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲ। ଲୋକେ ସାମାଜିକ ଦୂରତା ବାବଦରେ ଜାଣି ନ ଥିବା କହିଥିବା ବେଳେ କେବଳ କିଛି ବ୍ୟକ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri