ଆମ ଜିଲା ଖବର

ସୁଦର୍ଶନଙ୍କ କରୋନା ସଚେତନତାକୁ ଜାତିସଂଘର ପ୍ରଶଂସା

ପୁରୀ ଅଫିସ, ୨୭ା୩: ବିଶ୍ୱରେ ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ଏହି ପ୍ରାଣଘାତୀ ଭୂତାଣୁକୁ କିପରି ରୋକାଯାଇପାରିବ ସେ ନେଇ ସବୁସ୍ତରରେ ଚିନ୍ତାପ୍ରକଟ କରାଯାଉଛି। ସଚେତନତା ହିଁ ଏହାର ମୁକାବିଲା ପାଇଁ ଏକମାତ୍ର ମାର୍ଗ ବୋଲି କୁହାଯାଉଛି। ତେଣୁ...

ଭୋକିଲା ପେଟକୁ ମୁଠାଏ ଅନ୍ନ

ବରଗଡ଼ ଅଫିସ୍‌,୨୭।୩- କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି। ଏହି କଟକଣା ଲାଗୁ ହେବା ପରେ ସାଧାରଣ ଜନତାଙ୍କଠାରୁ ଅସହାୟଙ୍କ ସମସ୍ୟା ବଢ଼ି ଯାଇଛି। ଖାଇବାକୁ ନ ପାଇ...

ହୋମ୍‌ କ୍ୱାରାଣ୍ଟାଇନରେ ୩୨୨

ପାଟଣା,୨୭ା୩(ସ୍ବ.ପ୍ର.): ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମୋଟ ୩୨୨ ଜଣ ଗୁରୁବାର ସନ୍ଧ୍ୟା ସୁଦ୍ଧା କେନ୍ଦୁଝର ଜିଲା ପାଟଣା ବ୍ଲକକୁ ଫେରି ଆସିଥିବା ଜଣାପଡିଛି। ଏ ସମସ୍ତଙ୍କୁ ୧୪ ଦିନ ପାଇଁ ନିଜ ଘରେ କ୍ୱାରାଣ୍ଟାଇନରେ...

କର୍ତ୍ତବ୍ୟ ଆଗ, ସବୁ ପଛ

କେନ୍ଦୁଝର, ୨୭ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ)-କର୍ତ୍ତବ୍ୟ ଆଗ, ଆଉ ସବୁ ପଛ। ଏହାକୁ ପାଥେୟ କରି କେନ୍ଦୁଝର ପୌରପାଳିକା ସଫେଇ କର୍ମଚାରୀ ଆଗେଇ ଆସିଛନ୍ତି। କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସ୍ବଚ୍ଛ ପରିବେଶକୁ ପ୍ରାଥମିକତା ଦିଆଯାଉଛି। ଏଭଳି ପରିସ୍ଥିତିରେ...

ତେଲଙ୍ଗାନାରେ ଫଶିିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଓଡ଼ିଆ

ପଦ୍ମପୁର,୨୭ା୩(ଡି.ଏନ୍‌.ଏ.)- କରୋନାର ମୁକାବିଲା ଲାଗି ସମଗ୍ର ଦେଶରେ ଲକ୍‌ ଡାଉନ୍‌ ଲାଗୁ ହୋଇଥିବା ଘରକୁ ଫେରି ନ ପାରି ଓଡ଼ିଶାର ଭଦ୍ରକ ଜିଲାର ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ତେଲଙ୍ଗାନା ରାଜ୍ୟର ମେହବୁବନଗରରେ ଫଶିି ରହିଛନ୍ତି। କାମ ବନ୍ଦ ହୋଇଯାଇଥିବା ବେଳେ...

ଲକ୍‌ଡାଉନ୍‌ ଅମାନ୍ୟ କରି ୧୦ ବାଇକ୍‌ ଅଟକ

ଠାକୁରମୁଣ୍ଡା,୨୭ା୩(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ କଟକଣାକୁ ଅମାନ୍ୟ କରିବା ଅଭିଯୋଗରେ ପୋଲିସ ୧୦ଟି ବାଇକ୍‌ ଜବତ କରିଛି। ଠାକୁରମୁଣ୍ଡା ବଜାରରେ ଜରୁରୀ କାମ ନ ଥାଇ ବାଇକ ଯୋଗେ ଘୁରି ବୁଲୁଥିବା ଲୋକଙ୍କ ବିରୋଧରେ ପୋଲିସ ଏଭଳି...

କେରଳରେ ଫଶିଛନ୍ତି ୬୫ ଓଡ଼ିଆ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୨୭।୩-କେରଳ ରାଜ୍ୟ ତ୍ରିଶୁର ଜିଲା ପୁରୁନାଟୁକୁରା ଅଞ୍ଚଳର ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନରେ ବିଏଡ୍‌ କରୁଥିବା ବାଲେଶ୍ୱର, ଭଦ୍ରକ, ନୟାଗଡ଼, ଯାଜପୁର, ଜଗତ୍‌ସିଂହପୁର ଜିଲାର ୬୫ଜଣ ଛାତ୍ରୀଛାତ୍ର ଫଶି ରହିଛନ୍ତି। ସେମାନେ ରହିଥିବା ମେସ୍‌ରେ ପିଇବା ପାଣି, ଖାଦ୍ୟ...

ରାଜସ୍ବ ବିଭାଗର ନୂତନ ଅତିରିକ୍ତ ଜିଲାପାଳ

ଢେଙ୍କାନାଳ ଅଫିସ, ୨୬।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ରାଜସ୍ବ ବିଭାଗର ନୂତନ ଅତିରିକ୍ତ ଜିଲାପାଳ ଭାବେ ସୌଦାମିନୀ ସେଠୀ ଗୁରୁବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେଇଛନ୍ତି। ସେ ହେଉଛନ୍ତି ୧୯୯୨ ବ୍ୟାଚ୍‌ର ବରିଷ୍ଠ ଓଏଏସ୍‌ ଅଧିକାରୀ। ଏଥିପୂର୍ବରୁ ସେ ଭୁବନେଶ୍ୱର ଇଡ୍‌କୋରେ...

ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ ରାଶନ ସାମଗ୍ରୀ ବଣ୍ଟନ କାର୍ଯ୍ୟ ମଧ୍ୟ ଜାରି ରହିଛି। ହିତାଧିକାରୀଙ୍କୁ ଅଗ୍ରୀମ ୩...

ଦୂରତା ଚିହ୍ନଟ କଲା ପୋଲିସ

ବଇଣ୍ଡା/ଆଠମଲ୍ଲିକ, ୨୬।୩ (ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା ଅଞ୍ଚଳରେ ଗୁରୁବାର ପୋଲିସ ପକ୍ଷରୁ ବିଭିନ୍ନ ଦୋକାନ ସମ୍ମୁଖରେ ଦୂରତା ଚିହ୍ନଟ କରାଯାଇଛି। ହଣ୍ଡପା ଥାନା ଏଏସ୍‌ଆଇ କୁନା ବାରିକ ବଇଣ୍ଡା...

‘ଭୟଭୀତ ହୁଅ ନାହିଁ’

ଢେଙ୍କାନାଳ ଅଫିସ, ୨୬।୩: କରୋନା କଟକଣା ଉପରେ ଜିଲା ପ୍ରଶାସନ କଡ଼ା ନଜର ରଖିଛି। ଜିଲାର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି। ଏଥିରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଜନତା ପୂର୍ଣ୍ଣ ସହଯୋଗ କଲେ ଅଳ୍ପ ଦିନରେ ସବୁକିଛି...

ଆଳୁ ବିକିଲା ଯୋଗାଣ ବିଭାଗ

ପାଲଲହଡା, ୨୬।୩ (ଡି.ଏନ.ଏ.): ପାଲଲହଡା ଉପଖଣ୍ଡରେ ଆଳୁ, ପିଆଜର ଦର କିଲୋ ପିଛା ହଠାତ୍‌ ୧୫ ଟଙ୍କା ବଢ଼ାଇ ଦିଆଯାଇଥିବା ଅଭିଯୋଗ ମିଳିବା ପରେ ଗୁରୁବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri