ଆମ ଜିଲା ଖବର

ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ ମାନୁନାହାନ୍ତି। ଏଭଳି ସ୍ଥିତିରେ ଗୁରୁବାର ଛତ୍ରପୁରରେ ପୋଲିସ ଅଭିନବ ଉପାୟରେ ସଚେତନ କରୁଥିବା...

କରୋନା ସହାୟତା: ଓସିଏ ସଭାପତି ଦେଲେ ୧ କୋଟି

କଟକ ଅଫିସ,୨୬।୩- କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଉଦ୍ୟମ ଜାରି ରହିଛି । ରାଜ୍ୟରେ ସ୍ବାସ୍ଥ୍ୟ ସେବାର ବିଶାଳ ଭିତ୍ତିଭୂମି ନିର୍ମାଣ ପାଇଁ ଯୋଜନା ଏହି ପରିପ୍ରେକ୍ଷୀରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସଭାପତି ପଙ୍କଜ...

କରୋନା କଟକଣା: ନିୟମ ମାନିବାକୁ ତାଗିଦ୍‌, କାଲିଠୁ ନିଆଯିବ କାର୍ଯ୍ୟାନୁଷ୍ଠାନ

ଆରଡି,୨୬।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡି ଫାଣ୍ଡି ଅଧୀନରେ ଥିବା ୪ ପଞ୍ଚାୟତ ଆରଡି, ନାନ୍ଦପୁର, ସୁନ୍ଦରପୁର, ଓଳଗ ଆଦି ପଞ୍ଚାୟତର ବିଭିନ୍ନ ଛକ ଜାଗାରେ ଧୂଷୁରୀ ଥାନା ପୋଲିସ ଓ ଚାନ୍ଦବାଲି ତହସିଲ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ମିଳିତ ଚଢାଉ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ମାସର ଦରମା ଦେଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ,୨୬।୩: କରୋନା ମୁକାବିଲା ଲାଗି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଗୁରୁବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜଣାଇଛନ୍ତି । ଏ ବାବଦକୁ ବିଧାୟକ...

ଦୂରତା ଅବଲମ୍ବନ କରିବାକୁ ଶିଖାଇଲା ପୋଲିସ

ଆରଡି, ୨୬। ୩(ଡି.ଏନ୍‌.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡିରେ ଥିବା ଏକ ଘରୋଇ ବ୍ୟାଙ୍କରେ ଗ୍ରାହକମାନେ ଧାଡ଼ିରେ ଛିଡ଼ାହୋଇ ଦୂରତା ଅବଲମ୍ବନ କରିବାକୁ ଆରଡି ଫାଣ୍ଡି ପକ୍ଷରୁ ଗୁରୁବାର ପଦକ୍ଷେପ ନିଆଯାଇଛି । ଆରଡି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ଦରମା ଦେଲେ ବସ୍ତା ବିଧାୟକ

ବସ୍ତା,୨୬।୩ (ଡି.ଏନ୍‌.ଏ): କରୋନା ମୁକାବିଲା ପାଇଁ ବାଲେଶ୍ୱର ଜିଲା ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ତାଙ୍କର ଏକ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି।  ସେ ସଚେତନ ବାର୍ତ୍ତା ଦେଇ କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା...

ଲକ୍‌ଡାଉନ୍‌ ସ୍ଥିତି: ତେଲେଙ୍ଗାନାରେ ଫସିଛନ୍ତି ୫୦ ଓଡ଼ିଆ ଶ୍ରମିକ

ବିନିକା,୨୬।୩(ଡି.ଏନ୍‌.ଏ.): କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଦେଶରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ହାଇଦ୍ରାବାଦ ତେଲେଙ୍ଗାନାରେ ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳ ତଥା ପଡ଼ୋଶୀ ବଲାଙ୍ଗୀର ଜିଲାର ୫୦ରୁ ଅଧିକ ଯୁବକ ଫସି ରହିଛନ୍ତି।...

କରୋନା ମୁକାବିଲା: ଗାଁ ରାସ୍ତା ସିଲ୍‌ କଲେ ଯୁବକ

ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ଅପେକ୍ଷା ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ରହିଥିବା ଦେଖିବାକୁ ମିଳୁଛି । ଶାସନ ଥାନା ବହିଦାରନୂଆଁପାଲି ଗ୍ରାମକୁ ଯୁବକମାନେ ସିଲ୍‌ କରିଦେଇଛନ୍ତି ।...

ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ

ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ ଫେରିବା ପାଇଁ ଟିକେଟ ମଧ୍ୟ ହୋଇଥିଲା। ହେଲେ ବିଶ୍ୱବ୍ୟାପୀ କାୟା ବିସ୍ତାର କରିଥିବା...

ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ସାମାଜିକ ଦୂରତା ପାଇଁ ପଦକ୍ଷେପ

ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ମୁକାବିଲା ନେଇ ସମ୍ବଲପୁର ମହାନଗର ନିଗମ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଗୁରୁବାର ସକାଳେ ପନିପରିବା ବଜାର ଯେମିତି ଗୋଲବଜାର, ବୈଦ୍ୟନାଥ ଛକ, କମଳିବଜାର, ଅଇଁଠାପାଲି, ଧନୁପାଲି, ଗୋବିନ୍ଦତୋଲା, ଫାୟାରଷ୍ଟେଶନ ବିଭିନ୍ନ ସ୍ଥାନରେ...

ଚାଷୀ ଚିନ୍ତା ବଢାଇଛି କରୋନା

ବାଲିଗୁଡା ୨୬ା୩(ଡି.ଏନ୍‌.ଏ.)- କରୋନା ପ୍ରଭାବରେ ଚାଷୀ ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି। ଶ୍ରମିକ ମିଳୁ ନ ଥିବାରୁ ଚାଷୀ ଫସଲ ଅମଳ କରିପାରୁନାହିଁ। ବାଲିଗୁଡା ଅଞ୍ଚଳରେ ପନିପରିବା ସହିତ ବାଦାମ, ମୁଗ, ବିରି, ହରଡ଼ ଭଳି ଡାଲିଜାତୀୟ ଫସଲ...

କେରଳରେ ଫସିଛନ୍ତି ଗଞ୍ଜାମର ୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକର ୫୦୦ରୁ ଉର୍ଦ୍ଧ୍ୱ ଶ୍ରମିକ କେରଳର ମାଙ୍ଗଅଭିରେ ଫସି ରହିଛନ୍ତି। କରୋନା ଯୋଗୁ ଲକ୍‌ଡାଉନ ପରେ ସେମାନଙ୍କ ଅବସ୍ଥା ଜଟିଳ ହୋଇ ପଡିଛି। ଗତ ୧୨ଦିନ ହେଲା ସେମାନଙ୍କୁ ଠିକ୍‌ରେ ଖାଇବାକୁ ମିଳୁନାହିଁ। ସେମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri