ଆମ ଜିଲା ଖବର

୨୨ କଏଦୀ ସ୍ଥାନାନ୍ତର

ଭଦ୍ରକ ଅଫିସ, ୨୬ା୩- ଭଦ୍ରକ ସବ୍‌ଜେଲରେ କ୍ଷମତା ଠାରୁ ପ୍ରାୟ ଦୁଇଗୁଣା କଏଦୀ ରହି ଆସୁଥିଲେ। ଜେଲ୍‌ ପରିସରରେ ସାମାଜିକ ଦୂରତା ପାଳନ ହେଉ ନ ଥିବା ନେଇ ଧରିତ୍ରୀରେ ଏକ ଖବର ମଙ୍ଗଳବାର ପ୍ରକାଶ ପାଇଥିଲା। ଏହାପରେ ଜେଲ...

ପନିପରିବା, ଗ୍ରସେରି ଦୋକାନ ଲାଗି ପରିବର୍ତ୍ତିତ ନିୟମ

ଭଦ୍ରକ ଅଫିସ,୨୬ା୩ – ଲକ୍‌ଡାଉନ ପରିପ୍ରେକ୍ଷୀରେ ଭଦ୍ରକ ସହରରେ ସାମାଜିକ ଦୂରତା ଅବଲମ୍ବନ କରିବା ନିମନ୍ତେ ଜିଲା ପ୍ରଶାସନ ଅତ୍ୟାବଶ୍ୟକ ଦୋକାନ ଖୋଲିବା ନିୟମର କେତେକ ପରିବର୍ତ୍ତନ ଆଣିଛନ୍ତି। ଲକ୍‌ଡାଉନ ସମୟ ମଧ୍ୟରେ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ...

ଲକ୍‌ଡାଉନ ଉଲ୍ଲଂଘନ କରି ୮ବାଇକ୍‌ ଜବତ:୨ ଗିରଫ

ବାରିପଦା ଅଫିସ/ଠାକୁରମୁଣ୍ଡା,୨୬ା୩(ଡ଼ି.ଏନ୍‌.ଏ.)- ବୁଧବାରଠାରୁ ଲକ୍‌ଡାଉନକୁ କଡ଼ାକଡ଼ି କରିବା ଲାଗି ମୟୂରଭଞ୍ଜ ଜିଲା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଲକ୍‌ଡ଼ାଉନର ପ୍ରଥମ ଦିନରେ ପୋଲିସ ନିୟମ ଉଂଲଘନ କରିଥିବା ଅଭିଯୋଗରେ ୮ଟି ବାଇକ୍‌କୁ ଜବତ କରିିଛି। ଠାକୁରମୁଣ୍ଡା ଥାନା ପୋଲିସ...

ନାସିକରେ ଫଶିିଛନ୍ତି ୨୮ ଓଡ଼ିଆ ତୀର୍ଥଯାତ୍ରୀ

ଜଳେଶ୍ୱର,୨୬।୩(ସ୍ବ.ପ୍ର)- ତୀର୍ଥଯାତ୍ରା କରିବାକୁ ଯାଇଥିବା ବାଲେଶ୍ୱର ଜିଲାର ୨୮ଜଣ ଯାତ୍ରୀ ୪ ଦିନ ଧରି ମହାରାଷ୍ଟ୍ରର ନାସିକ ସହରରେ ଫଶି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାପାଇଁ ପରିବାରବର୍ଗ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ବାଲେଶ୍ୱର ଜିଲାପାଳଙ୍କ...

‘କାପୁରୁଷ ହେବା ନାହିଁ’

ସମଗ୍ର ପୃଥିବୀରେ କୋଭିଡ୍‌-୧୯ (କରୋନା ଭାଇରସ୍‌)ର ଭୟ ନାଗରିକଙ୍କ ମନରେ ଭର୍ତ୍ତି ହୋଇରହିଛି। ବିଶ୍ୱର ୧୯୩ ଦେଶରେ ଏହି ରୋଗ ଠାବ ହୋଇଥିବା ବେଳେ ଭାରତରେ ମଧ୍ୟ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଏହା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବନ୍ଦ ହେଲା ବାୟାଣି ଯାତ୍ରା

ଛେଣ୍ଡିପଦା, ୨୫।୩(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡ଼ା ପଞ୍ଚାୟତର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣି ଠାକୁରାଣୀଙ୍କ ଗୁରୁବାର ଆୟୋଜିତ ହେବାକୁ ଥିବା ବାର୍ଷିକ ଯାତ୍ରା ବନ୍ଦ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ଯାତ୍ରା...

ଟୋକନଧାରୀଙ୍କଠାରୁ ଧାନ କିଣ: ଜିଲାପାଳ

ପାଲଲହଡା,୨୫।୩(ଡି.ଏନ.ଏ.)- ଟୋକନ ଥାଇ ମଧ୍ୟ ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ୧୧ଟି ସମବାୟ ସମିତିରେ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବା ନେଇ ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପାଲଲହଡା ଉପଜିଲାପାଳ ଅଜିତ କୁମାର...

ସ୍କୁଲ, ଘର ଭାଙ୍ଗିଲା ଦନ୍ତା

ପାଲଲହଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ବ୍ଲକ ଝାରବେଡାର ରାଇପାଳ ବରବାହାଳି ଜୁଆଙ୍ଗ ସାହିରେ ବୁଧବାର ଏକ ଦନ୍ତା ହାତୀ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ଗଁାରେ ଥିବା ପ୍ରାଥମିକ ବିଦ୍ୟାଳୟ ଝରକା ଭାଙ୍ଗି ସମସ୍ତ ଆସବାବପତ୍ର ନଷ୍ଟ କରିଛି। ଏଥିସହ...

୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ଘଟଣା: ତଦନ୍ତ କଲେ ଜିଲା ପଞ୍ଚାୟତ ଅଧିକାରୀ

ପାଲଲହଡା,୨୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ବାଲିପଶି ପଞ୍ଚାୟତର ସରପଞ୍ଚ ବାବୁଲି ନାୟକଙ୍କ ନଁ।ରେ ୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ହୋଇଥିଲା। ଏ ନେଇ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ଜିଲା ପଞ୍ଚାୟତ ଅଧିକାରୀ ଗୁରୁଭା ସିଂ ଉକ୍ତ...

କଟକଣାକୁ ବେଖାତିର, ୨୧ ଗିରଫ

ଢେଙ୍କାନାଳ ଅଫିସ, ୨୫।୩-ଲକ୍‌ଡାଉନ କଟକଣାକୁ ମାନୁନାହାନ୍ତି ଜନସାଧାରଣ। ସୁରକ୍ଷାକୁ ବିପନ୍ନ କରି ଖୋଲାମେଲାରେ ବୁଲୁଛନ୍ତି। ଏହାକୁ ନେଇ କଠୋର ହୋଇଛି ଢେଙ୍କାନାଳ ଜିଲା ପ୍ରଶାସନ। ଆଇନ ଅମାନ୍ୟ ଅଭିଯୋଗରେ ବୁଧବାର ୨୧ଜଣଙ୍କୁ ଗିରଫ କରାଯାଇଛି। ୨୧ ଗାଡ଼ି ଜବତ କରାଯିବା...

୧୪୭ ଫେରନ୍ତା ଶ୍ରମଜୀବୀ ପଞ୍ଜୀକୃତ

ବଇଣ୍ଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ପ୍ରଶାସନ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜ୍ୟ ବାହାରୁ ଫେରିଥିବା ୧୪୭ ଶ୍ରମଜୀବୀ ବୁଧବାର ନାମ ପଞ୍ଜୀକରଣ କରିଛନ୍ତି। ସେମାନେ ସମସ୍ତେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ସହ ହୋମ କ୍ୱାରାଣ୍ଟାଇନରେ ରହିବାକୁ ପ୍ରଶାସନ ପକ୍ଷରୁ...

ବ୍ରହ୍ମପୁର ମହାନଗର : ପ୍ରତି ୱାର୍ଡରେ ଆଳୁ, ପିଆଜ ବିକିବେ ଏସ୍‌ଏଚଜି ମହିଳା

ବ୍ରହ୍ମପୁର ଅଫିସ,୨୫ା୩-ବ୍ରହ୍ମପୁର ମହାନଗରର ପ୍ରତି ୱାର୍ଡରେ ଠେଲା ଗାଡ଼ି ନେଇ ଏସ୍‌ଏଚଜି ମହିଳାମାନେ ଗୁରୁବାରୁ ଆଳୁ, ପିଆଜ ବିକିବେ ବିକ୍ରି କରିବେ। ଏହି ବ୍ୟବସ୍ଥା ବିଏମ୍‌ସି ପକ୍ଷରୁ ଆରମ୍ଭ ହୋଇଛି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ ଡାଉନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri