ଆମ ଜିଲା ଖବର

ନିୟମ ନ ମାନି ୩ ଚା ଦୋକାନୀ ଗିରଫ

ବୁଗୁଡ଼ା,୨୪ା୩(ଡି.ଏନ.ଏ.)- ବୁଗୁଡ଼ା ସହରରେ ଲକ୍‌ ଡାଉନ ଯୋଗୁ ଗାଡ଼ି ମଟର ସହ ସମସ୍ତ ଦୋକାନ ବନ୍ଦ ରହିଥିବାବେଳେ କେତେକ ଚା’ ଦୋକାନୀ ନିୟମ ନମାନି ଦୋକାନ ଖୋଲିଥିଲେ। ମଙ୍ଗଳବାର ସକାଳେ ୩ ଚାହା ଦୋକାନୀଙ୍କୁ ପୋଲିସ ଉଠାଇନେବା ସହ ସେମାନଙ୍କ...

ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣା, ୪ଗିରଫ

ବାଲିଗୁଡା,୨୪ା୩- ବାଲିଗୁଡା ଥାନା ସିନ୍ଦ୍ରିଗଁା ଖଡ୍‌ଗନଦୀ ପାଖ ଏକ ଗାଡିଆରୁ ପୋଲିସ ଅଖା ଭିତରେ ପଶିଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଥିଲା। ମୃତକ କିଲୁପଡାର ଯୁଧିଷ୍ଠିର ମଳିକ ବୋଲି ତାଙ୍କ ସ୍ତ୍ରୀ ଚିହ୍ନଟ କରିଥିଲେ। ଏହି ଘଟଣାରେ ୪...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ଥାନାରେ ମାମଲା

ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍‌.ଏ.)- ରାଜ୍ୟ ସରକାର କରୋନାକୁ ନେଇ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହାକୁ ଅବମାନନା କରିବା ଅଭିଯୋଗରେ ଜଣେ ବିଦେଶ ଫେରନ୍ତା ଯୁବକଙ୍କ ବିରୋଧରେ ହିଞ୍ଜିଳିକାଟୁ ତହସିଲଦାର ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ନଂ.୯୮/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ...

କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ କେତେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବାନ୍ଧି ଠାକୁରମୁଣ୍ଡା-ଉଦଳା ରାସ୍ତା ଦେଇ ଯାଉଥିବା ବେଳେ ପତ୍ରପଡା...

ଅହମ୍ମଦାବାଦ୍‌ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ

ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି । ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର...

କରୋନା କଟକଣା: ରୂପ୍‌ସା ଝୋଟ କାରଖାନା ବନ୍ଦ

ରୂପ୍‌ସା, ୨୪।୩(ଡି.ଏନ.ଏ.)-କରୋନା କଟକଣା ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପସାସ୍ଥିତ ଜୟକିଶନ ଦାସ ମଲ ଝୋଟ କାରଖାନାକୁ ମଙ୍ଗଳବାରଠାରୁ ବନ୍ଦ ରଖାଯାଇଛି। କାରଖାନା ଜେନେରାଲ ମ୍ୟାନେଜର ମୁଖ୍ୟ ଫାଟକରେ ଏ ନେଇ ଏକ ନୋଟିସ୍‌ ଝୁଲାଇଛନ୍ତି। ରାଜ୍ୟ...

ଲକ୍‌ଡାଉନ୍‌ ନିୟମ ନମାନିବାରୁ ଦଣ୍ଡ: ଖୋର୍ଦ୍ଧାରେ ୩୬ ଗାଡ଼ି ଜବତ

ଖୋର୍ଦ୍ଧା ଅଫିସ,୨୪।୩: କୋଭିଡ-୧୯ ସହ ମୁକାବିଲା ନିମନ୍ତେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାକୁ ସମ୍ପୂର୍ଣ୍ଣ ତାଲା ବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ଘୋଷଣା କରାଯାଇଛି। ତେବେ ଏହି ଲକ୍‌ଡାଉନ୍‌ ନିୟମ ଭାଙ୍ଗି ଖୋର୍ଦ୍ଧାରେ...

ଅଭିନବ ଉପାୟରେ ସଚେତନ କଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୪।୩(ଡି.ଏନ.ଏ.)- କରୋନା ଭୂତାଣରୁ ରକ୍ଷା ପାଇଁ ଜିଲାରେ ୧୪୪ ଧାରା ବଳବତ୍ତର ରହିଥିବା ବେଳେ ମଙ୍ଗଳବାରଠାରୁ ଜିଲା ଲକ୍‌ଡାଉନ ଘୋଷଣା କରାଯାଇଛି। ସମସ୍ତେ ଘରେ ରହିବା ଏବଂ ପଦାକୁ ନ ବାହାରିବା ନେଇ ପୋଲିସ ପକ୍ଷରୁ ସଚେତନ କରାଯାଇଛି। ଏଥିସହ...

ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନାସ୍ଥିତ କାଜିପାଟଣା ଗ୍ରାମର ଇମରାନ ଖାଁ(୨୦),...

ଓଡ଼ଗାଁରେ ଲକ୍‌ଡାଉନ

ଓଡଗାଁ, ୨୪।୩(ସ୍ବ. ପ୍ର.): ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଲୋକେ କରୋନାର ଭୟାବହତାକୁ ଗୁରୁତ୍ୱର ସହିତ ନେଉ ନ ଥିବାରୁ ସ୍ଥାନୀୟ ପ୍ରଶାସନ ଏନେଇ ଚିନ୍ତା ପ୍ରକଟ...

ଦୋକାନରୁ ଚୋରି କରି ନିଆଁ ଲଗାଇଲେ

ଯାଁଳା,୨୪ା୩(ଡି.ଏନ୍‌.ଏ.)- ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥରେ ଥିବା ଏକ ଫଳ ଦୋକାନରୁ ସୋମବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଫଳ ଚୋରି କରିବା ପରେ ଦୋକାନରେ ନିଆଁ ଲଗାଇ ଦେଇଛନ୍ତି। ଖବରପାଇ ଯାଁଳା...

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା। ମଦ ନ ପିଇବାକୁ ଗୀତ ମାଧ୍ୟମରେ କୋରାପୁଟ ଦାମନଯୋଡ଼ି ଅଞ୍ଚଳର ଯାଆଁଳା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri