ଆମ ଜିଲା ଖବର

ଘରେ ପହଞ୍ଚି ପାରିଲେନି: ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଓ ୨ ଶିଶୁ ଗୁରୁତର

ଛେଣ୍ଡିପଦା, ୨୪।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳ ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥ ତୁକୁଡା ମୁଣ୍ଡାସାହି ନିକଟରେ ମଙ୍ଗଳବାର ଭୋର୍‌ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ତ୍ରୀ ଏବଂ...

ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍‌ପେନ୍ସ

ପୁରୀ ଅଫିସ, ୨୩।୩: ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ରଦ୍ଦ କରିଛି ମନ୍ଦିର ପ୍ରଶାସନ। ପୁନଶ୍ଚ ଟେଣ୍ଡର...

ଓଲଟିଲା ଟ୍ରକ୍‌: ବର୍ତ୍ତିଲେ ଡ୍ରାଇଭର, ହେଲ୍‌ପର

ବଅଁରପାଳ, ୨୪।୩(ଡି.ଏନ.ଏ.): ନାଲ୍‌କୋ ଥାନା କୁଲାଡ଼ ଥର୍ମାଲ ରାସ୍ତାର ବଳରାମପ୍ରସାଦ କେନ୍ଦୁଢ଼ିପ ସାହି ନିକଟରେ ମଙ୍ଗଳବାର ଏକ ଟ୍ରକ୍‌ ଓଲଟି ପଡ଼ିଛି। ତେବେ ଟ୍ରକ୍‌ ଡ୍ରାଇଭର ଏବଂ ହେଲ୍‌ପର ଏଥିରୁ ବର୍ତ୍ତିଯାଇଛନ୍ତି। ଉକ୍ତ ଟ୍ରକ୍‌ଟି ତାଳଚେରରୁ କୋଇଲା ନେଇ ଜିଏମ୍‌ଆର୍‌...

ପୁଣି ଗଞ୍ଜାମରେ ବଦଳିଲା ନିର୍ଦ୍ଦେଶନାମା: ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଖୋଲିବ ଜରୁରୀ ସାମଗ୍ରୀ ଦୋକାନ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଚାଲିଛି। ନିର୍ଦ୍ଦେଶନାମାକୁ ୧୨ଘଣ୍ଟା ପୂରି ନ ଥିବାବେଳେ ପୁଣି ନୂତନ ନିର୍ଦ୍ଦେଶନାମା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାରି କରିଛନ୍ତି। ନୂତନ ନିର୍ଦ୍ଦେଶନାମା...

କରୋନା ପ୍ରଭାବ: ନାଲ୍‌କୋରେ ଉତ୍ପାଦନ କମିବା ଆଶଙ୍କା

ବଅଁରପାଳ, ୨୪।୩(ଡି.ଏନ.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାରା ଦେଶରେ ଲାଗୁ କରାଯାଇଛି ଲକ୍‌ଡାଉନ୍‌। ଏହାର ଗଭୀର ପ୍ରଭାବ ପଡ଼ିଛି ଶିଳ୍ପାନୁଷ୍ଠାନ ଉପରେ। ନବରତ୍ନ ମାନ୍ୟତାପ୍ରାପ୍ତ କମ୍ପାନୀ ନାଲ୍‌କୋ ମଧ୍ୟ ଏଥିରୁ ବାଦ୍‌ପଡ଼ିନି। ସଂକ୍ରମଣ ରୋକିବାକୁ ଗାଇଡ୍‌ଲାଇନ ଅନୁଯାୟୀ କମ୍ପାନୀ...

ସାନ୍ତରାପୁରରେ ହାତୀ ଆତଙ୍କ

ବଅଁରପାଳ, ୨୪।୩(ଡି.ଏନ.ଏ.): ବଅଁରପାଳ ବ୍ଲକ ସାନ୍ତରାପୁର ପଞ୍ଚାୟତରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ରାତିରେ ଏକ ହାତୀ ଜନବସତିରେ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ହାତୀଟି ଫୁଲପଡ଼ା ଅଞ୍ଚଳରେ ସୋମବାର ନିଜର ଉପସ୍ଥିତି ଜାହିର କରିଥିଲା। ରାତିରେ ଶରତ ମହାଳିକଙ୍କ...

କରୋନା ପଜିଟିଭ ଗୁଜବ: ଜଣେ ଗିରଫ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ଜଣଙ୍କଠାରେ କରୋନା ପଜିଟିଭ ମିଳିଥିବା ନେଇ ମିଥ୍ୟା ଖବର ସୋସିଆଲ ମିଡିଆରେ ପ୍ରଚାର କରିବା ଅଭିଯୋଗରେ ସମ୍ପୃକ୍ତଙ୍କୁ ସୋମବାର ରାତିରେ ପୋଲିସ ଗିରଫ କରିଛି। ଗିରଫ ଜଣକ ହେଲେ ବଡ ଆର୍ଜିପଲ୍ଲୀ ଗ୍ରାମର...

ବାଲେଶ୍ୱରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ: ୨ ଗିରଫ

ବାଲେଶ୍ୱର ଅଫିସ, ୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ସାରା ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଛି। ତେବେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରାଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

କରୋନା ମୁକାବିଲା: ଗାଁ ଗାଁ ବୁଲି ସଚେତନତା, ଘରେ ରହିବାକୁ ପରାମର୍ଶ

ରାଇକିଆ, ୨୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ପ୍ରତେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବିଶେଷକରି ରାଇକିଆ ଅଞ୍ଚଳରୁ ଯାଇ କେରଳ, ତାମିଲନାଡୁ, କର୍ନାଟକ,...

ଗଞ୍ଜାମରେ କରୋନା ସଚେତନତା ଜୋରଦାର

ଗଞ୍ଜାମ, ୨୪।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଦେଇଥିବା ବେଳେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଜୋରଦାର କରାଯାଇଛି । ୫ ଦିନରୁ ଊର୍ଦ୍ଧ୍ୱ ହେବ ସହରରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌...

ପ୍ରେମ ବିବାହକୁ ନେଇ ଗଣ୍ଡଗୋଳ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୫ଜଣ ଗୁରୁତର ହୋଇଛନ୍ତି। ଉଦ୍ଧାର କରିବାକୁ ଯାଇଥିବା...

ପାଟଣା ଲକ୍‌ଡାଉନ୍‌: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସ

ପାଟଣା,୨୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପକ୍ଷରୁ ଗହଳି କମାଇ କରୋନାକୁ ରୋକିବା ପାଇଁ ମଙ୍ଗଳବାର ମୁଖ୍ୟାଳୟସ୍ଥିତ ଦୋକାନ ବଜାର ବନ୍ଦ କରାଯାଇଛି। ଲକ୍‌ଡାଉନ୍‌କୁ ଲାଗି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରାଯାଇଥିବା ନେଇ ଜିଲାପାଳ ଆଶିଷ ଠାକ୍‌ରେ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri