ଆମ ଜିଲା ଖବର

ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା

ଗଞ୍ଜାମ,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ୍‌ ରିଡ୍‌ଲେ କଇଁଛମାନେ ଦିନବେଳା (ଦିନରେ ) ଗଣ ଅଣ୍ଡାଦାନ...

ପୁରୁଷୋତ୍ତମପୁରରେ ଜନତା କର୍ଫ୍ୟୁ: ରାସ୍ତାଘାଟ ଶୂନ୍‌ଶାନ୍‌

ପୁରୁଷୋତ୍ତମପୁର,୨୨ା୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ରବିବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଜନସାଧାରଣ ସମ୍ପୂର୍ଣ୍ଣ ସମର୍ଥନ ଦେଇ ପ୍ରଶାସନକୁ ସହଯୋଗ କରିଛନ୍ତି।...

କେନ୍ଦୁଝରରେ ଜନତା କର୍ଫ୍ୟୁ, ସବୁଆଡ଼େ ଶୂନଶାନ୍‌

କେନ୍ଦୁଝର ୨୨।୩(ସ୍ବ.ପ୍ର.): ମହାମାରୀର ରୂପ ନେଇଥିବା କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ରବିବାର ଜନତା କର୍ଫ୍ୟୁ ପାଳନ କରିବାକୁ ଘୋଷଣା କରିଛନ୍ତି। ଏହାକୁ ସମାନ ଦେଖାଇ ସମଗ୍ର ଜିଲାରେ ସ୍ବତଃପ୍ରବୃତ୍ତ ବନ୍ଦ ଦେଖିବାକୁ ମିଳିଛି। ସମସ୍ତ ଦୋକାନ...

ଛେଣ୍ଡିପଦାରେ ଜନତା କର୍ଫ୍ୟୁର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସବୁ ବନ୍ଦ

ଛେଣ୍ଡିପଦା,୨୨।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଜରପଡା, ଛେଣ୍ଡିପଦା ଓ ନିଶା ଶିଳ୍ପାଞ୍ଚଳ ଥାନା ପକ୍ଷରୁ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ଏ ନେଇ ଛେଣ୍ଡିପଦା ବ୍ଲକରେ ବହୁ ଦୋକାନ ବଜାର...

ଅଟକିଲା କଟକ

କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ପୂର୍ବରୁ ଏ ନେଇ ବସ୍‌ ମାଲିକ ସଂଘ ପକ୍ଷରୁ ଘୋଷଣା...

ପୋଖରୀକୁ ଓଲଟିଲା ୧୦୮ ଆମ୍ବୁଲାନ୍ସ, ଡ୍ରାଇଭର ଫେରାର

ବାଲେଶ୍ୱର ଅଫିସ,୨୨।୩- ବାଲେଶ୍ୱର ଜିଲା ସୋର ଅଞ୍ଚଳର ଔପଦା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ୟୁକୋ ବ୍ୟାଙ୍କ ନିକଟରେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟି ପଡିଛି। ଏହି ୧୦୮ ଟି ଆମ୍ବୁଲାନ୍ସ ସମ୍ପୂର୍ଣ୍ଣ ଓଲଟି ଯାଇଥିବା ବେଳେ...

ଜନତା କର୍ଫ୍ୟୁକୁ ସମ୍ମାନ ଦେଲେ ବାଲେଶ୍ୱର ସହରବାସୀ

ବାଲେଶ୍ୱର ଅଫିସ,୨୨।୩: କରୋନା ଭୂତାଣୁ୍ର ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ରବିବାର ପାଳିତ ହେଉଥିବା ଜନତା କର୍ଫ୍ୟୁକୁ ସହରବାସୀଙ୍କ ସମର୍ଥନ କରିଛନ୍ତି। ଅଞ୍ଚଳରେ ସମସ୍ତ ଦୋକାନ ବଜାରଠାରୁ ଆରମ୍ଭ କରି ଗମନାଗମନ ଠପ୍‌ ହୋଇଯାଇଛି। ଲୋକମାନେ ଘର...

‘ଜନତା କର୍ଫ୍ୟୁ’ରେ ଶୂନଶାନ୍‌ ବରଗଡ଼

ବରଗଡ଼ ଅଫିସ,୨୨।୩- କରୋନା ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା କର୍ଫ୍ୟୁ ବରଗଡ଼ରେ ଅନୁଭୂତ ହୋଇଛି। ସକାଳୁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାସ୍ତାଘାଟ ଶୂନଶାନ୍‌ ହୋଇ ପଡିଛି।...

ଦାରିଙ୍ଗବାଡ଼ିରେ ଜନତା କର୍ଫ୍ୟୁର ପ୍ରଭାବ: ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ ବନ୍ଦ; ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡି,୨୨।୩(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର ପ୍ରଭାବ ପଡିଛି । କାଁ ଭାଁ ସ୍ଥାନକୁ ଛାଡିଦେଲେ ଲୋକେ ସ୍ବତ୍ତପ୍ରବୃତ ଭାବେ...

କଟକଣାକୁ ବେଖାତିର: ବରୁଣେଇରେ ଭୋଜି

ଖୋର୍ଦ୍ଧା ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଧାର୍ମିକ ପୀଠ ଏବଂ ପର୍ଯ୍ୟଟନସ୍ଥଳରେ ଭୋଜିଭାତ ଏବଂ ପର୍ଯ୍ୟଟକଙ୍କ ଆଗମନ ଉପରେ କଟକଣା ଲଗାଯାଇଛି। ତେବେ ଜିଲାର ପ୍ରମୁଖ...

କଟକର ଆଉ ୨୦ ହୋଟେଲ୍‌ରେ କ୍ବାରାଣ୍ଟାଇନ୍‌ ସୁବିଧା

କଟକ ଅଫିସ,୨୨।୩: କଟକ ସହରର ଆଉ ୨୦ଟି ହୋଟେଲ୍‌ରେ କ୍ବାରାଣ୍ଟାଇନ୍‌ ସୁବିଧା କରାଯାଇଛି। ସିଏମ୍‌ସି ଏହି ପଦକ୍ଷେପ ନେଇଥିବାବେଳେ ଏଥିରେ ସହଯୋଗ କରିଛି ‘ଓୟୋ ରୁମ୍‌’। ଏହି ହୋଟେଲ୍‌ଗୁଡ଼ିକ ହେଲା ହୋଟେଲ୍‌ ବିଜୟ, ହୋଟେଲ୍‌ ନ୍ୟୁ ଜସ୍ମିମ୍‌, ହୋଟେଲ୍‌ ବାସନ୍ତୀ,...

ଏସ୍‌ସିବିରେ ବନ୍ଦ ରହିବ ନିୟମିତ ଅପରେଶନ

କଟକ ଅଫିସ, ୨୨।୩: କରୋନା ବିଶ୍ୱରେ ମହାମାରୀ ରୂପ ନେଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇ ଥିବା ଜନତା କର୍ଫ୍ୟୁର ପ୍ରଭାବ ଏସ୍‌ସିବି ମେଡିକାଲରେ ମଧ୍ୟ ପଡିବ। ଏହାକୁ ଦୃଷ୍ଟିରେ ରଖି ଏସ୍‌ସିବି ମେଡିକାଲରେ ହେବାକୁ ଥିବା ସମସ୍ତ ନିୟମିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri