ଆମ ଜିଲା ଖବର

ଖୁଣ୍ଟ ଅଛି, ବିଦ୍ୟୁତ୍‌ ନାହିଁ

ବଅଁରପାଳ, ୨୨ା୩(ଡି.ଏନ.ଏ.) – ବଅଁରପାଳ ବ୍ଲକ କନ୍ୟାବେଡା ତେଲିସାହି ଓ ଭୋଇ ସାହି ବାସିନ୍ଦାଙ୍କ ମୌଳିକ ସମସ୍ୟା ସୁଧାରୁନି ପ୍ରଶାସନ। ସାହିରେ ବିଜୁଳି, ପାନୀୟ, ସ୍ବାସ୍ଥ୍ୟ, ଶିକ୍ଷା ଭଳି ସୁବିଧା ସୁଯୋଗରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପରିବାର ବଞ୍ଚିତ ହେଉଥିଲେ...

ମନ୍ଦିରରେ ଚାଲିଥିଲା ପ୍ରସାଦ ସେବନ

ଅନୁଗୋଳ ଅଫିସ୍‌, ୨୨।୩: ମନ୍ଦିର ମଧ୍ୟକୁ ଭକ୍ତଙ୍କ ପ୍ରବେଶ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ସତ୍ତ୍ୱେ ଅନୁଗୋଳ ସହରରେ ଥିବା ଆଖଣ୍ଡଳମଣି ମନ୍ଦିରରେ ଶନିବାର ଅନ୍ନପ୍ରସାଦ ସେବନ ଚାଲିଥିବା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ଅନୁଗୋଳ ଉପଜିଲାପାଳ...

କଟକଣା ମାନିଲେନି, ୩ ବ୍ୟବସାୟୀ ଅଟକ

ଅନୁଗୋଳ ଅଫିସ୍‌, ୨୨।୩ – କରୋନା ସଂକ୍ରମଣକୁ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ, କଲେଜ, ଶପିଂମଲ୍‌, ଫିଲ୍ମ ହଲ୍‌, ଧର୍ମାନୁଷ୍ଠାନ ଆଦି ଜିଲା ପ୍ରଶାସନ...

ଲକ୍‌ଡାଉନ୍‌ ହେଲା ଅନୁଗୋଳ ଜିଲା

ଅନୁଗୋଳ ଅଫିସ୍‌, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍‌ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର...

ପୋଖରୀ ବିଷାକ୍ତ କରୁଛି ଠିକାସଂସ୍ଥା

ବଇଣ୍ଡା,୨୨।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଚନ୍ଦନ ପୋଖରୀର କିଛି ଅଂଶ ପୋତିବା ପାଇଁ ଏକ ଠିକାସଂସ୍ଥା ବିଷାକ୍ତ ସାମଗ୍ରୀ ମିଶା ମାଟି ମୋରମ ଆଦି ପକାଉଥିବାରୁ ପାଣି ଦୂଷିତ ହେବା ସହ ଶତାଧିକ ମାଛ ମରି ଭାସୁଛନ୍ତି। ଏ...

ପ୍ରତିରୋଧ ଲାଗି ଜୋର୍‌ଦାର ପ୍ରୟାସ

କାମାକ୍ଷାନଗର/ଭୁବନ, ୨୨।୩(ଡି.ଏନ.ଏ.) – ଭାରତରେ କାୟାବିସ୍ତାର କରୁଛି କରୋନା ଭାଇରସ୍‌। ଏହାକୁ ରୋକିବାକୁ ଏବେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ସଂକ୍ରମଣ ପ୍ରତିହତ କରିବାକୁ ସବୁସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ପ୍ରତିଦିନ ନୂଆ...

ବସ୍‌ରେ ପରିବହନ କଟକଣା ଯାଞ୍ଚ କଲେ ଜିଲାପାଳ: କୋକୋକୋଲା ଗୋଦାମ, ବେକେରୀକୁ ବନ୍ଦ କଲା ବିଏମ୍‌ସି

ବ୍ରହ୍ମପୁର ଅଫିସ,୨୨ା୩-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ପାଇଁ ଅଧିକ ସଜାଗ ହୋଇଛି ଜିଲା ପ୍ରଶାସନ । ଗଞ୍ଜାମ ଜିଲାରେ ୧୪୪ ଧାରା ଉଠାଯିବା ପରେ ସହରରେ ଜନଗହଳି, ଭିଡକୁ ଏଡାଇବା ପାଇଁ...

ପେପର ଗାଡି ଡ୍ରାଇଭରଙ୍କୁ ମାଡ: ଅଭିଯୁକ୍ତ ଫେରାର

ଫୁଲବାଣୀ ଅଫିସ,୨୧ା୩:  ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍‌ ମାଗିବାରୁ ସେମାନେ ମାଡ ମାରିଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଥିବାବେଳେ...

ସମୁଦ୍ର ବେଳାଭୂମିରେ ମୃତ ହ୍ବେଲଶାର୍କ

ଗୋପାଳପୁର,୨୧ା୩-ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ନୂଆ ବକ୍ସିପଲ୍ଲୀ ସମୁଦ୍ର ବେଳାଭୂମିରେ ଶନିବାର ଏକ ମୃତ ହ୍ବେଲଶାର୍କ ମାଛ ଭାସୁଥିବା ଦେଖିବାକୁ ମିଳିଛି। ନୂଆବକ୍ସିପଲ୍ଲୀ ଗଁାର କେତେଜଣ ମତ୍ସ୍ୟଜୀବୀ ବୋଟ୍‌ରେ ମାଛ ମାରିବାକୁ ସମୁଦ୍ର ମଧ୍ୟକୁ ଯାଇଥିଲେ। ମଧ୍ୟାହ୍ନରେ ମତ୍ସଜୀବୀମାନେ...

ଜଙ୍ଗଲକୁ ଶିକାର ପାଇଁ ଯିବା ସମୟରେ ଧରିଲା ବନ ବିଭାଗ: ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ

ସଜନାଗଡ଼,୨୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ଶୁକ୍ରବାର ବିଳମ୍ବିତ ରାତିରେ ନୀଳଗିରି ଥାନା ଅଧୀନ କାଣ୍ଡଗରଡ଼ି ପଞ୍ଚାୟତ ଖଳିଆ ଗ୍ରାମର ଶୀଳଳ ସିଂ ଶିକାର ପାଇଁ ଯାଉଥିବା ବେଳେ...

ମାରଣାସ୍ତ୍ର ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ଘଟଣା: ୨ ଗିରଫ

ସୋରଡ଼ା,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ନୂଆଗଡ଼ ପଞ୍ଚାୟତ କେଶରା ଅଞ୍ଚଳରେ କାର୍ଯ୍ୟରତ ଏକ ଘରୋଇ ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଥିଲା। ଗତ ଫେବୃଆରୀ ୧୧ ତାରିଖରେ ପାଲକାଟୁ ରାସ୍ତାରେ ମାରଣାସ୍ତ୍ର ଦେଖାଇ ଦୁଇ ଲୁଟେରା ୧ ଲକ୍ଷ ୩୧ ହଜାର...

କରୋନା ଭାଇରସ୍‌ରୁ ରକ୍ଷା ପାଇଁ ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri