ଆମ ଜିଲା ଖବର

ଅଟୋ ଚଳାଚଳ ଉପରେ କଟକଣା: ଭଦ୍ରକ, ବାଲେଶ୍ୱର ଲକ୍‌ଡାଉନ

ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୨୧।୩: ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଜିଲା ଓ ୮ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ପରେ ଭଦ୍ରକ ଓ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ୨୨ରୁ ୨୯ ତାରିଖ ରାତି ୯ଟା...

ବିଡିଓଙ୍କୁ ଦାୟିତ୍ୱରୁ ହଟାଇଲେ ଜିଲାପାଳ

ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍‌.ଏ.): କନ୍ଧମାଳ ପ୍ରଶାସନ ପକ୍ଷରୁ କରୋନାକୁ ପ୍ରତିହତ କରିବା ପାଇଁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ଏଥିପାଇଁ ସମସ୍ତ ଦୋକାନବଜାର ବନ୍ଦ କରାଯିବା ସହ ସ୍ଥାନୀୟ ପ୍ରଶାସନ ମାଧ୍ୟମରେ ଏହାକୁ ପ୍ରତିହତ ପାଇଁ ପ୍ରଚେଷ୍ଟା ଜାରିରହିଛି। ମାତ୍ର ଦାରିଙ୍ଗବାଡ଼ିରେ...

କରୋନା ପାଇଁ କଡ଼ା ପଦକ୍ଷେପ: ଭାରୀଯାନ ଉପରେ ରୋକ୍‌ ଲଗାଇଲା ପରିବହନ ବିଭାଗ

ବଡ଼ବିଲ,୨୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଅତିରିକ୍ତ ଆଞ୍ଚଳିକ ପରିବହନ ବିଭାଗ କରୋନା ନିମନ୍ତେ ଶନିବାରଠାରୁ କଡ଼ା ପଦକ୍ଷେପ ଗ୍ରହଣ କରିଛି। ପୌରାଞ୍ଚଳରେ ଯାତାୟାତ କରୁଥିବା ଘରୋଇ ଯାନ ବ୍ୟତୀତ ଭାରୀଯାନ( ବସ୍‌ ଓ ଟ୍ରକ), ଟ୍ୟାକ୍ସି, ଅଟୋ ଆଦି ଉପରେ...

କରୋନା କଟକଣା: ବିଭିନ୍ନ ହୋଟେଲ, ଫାଷ୍ଟଫୁଡ୍‌, ଉଠାଦୋକାନ ବନ୍ଦ

ବଡ଼ବିଲ,୨୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ପୌର ପ୍ରଶାସନ କରୋନା ନିମନ୍ତେ କଡ଼ା ପଦକ୍ଷେପ ନେଇଛି। ଜିଲାରେ ୧୪୪ ଧାରା ଲାଗୁ ସତ୍ତ୍ୱେ ଜନସମାଗମ ଏଡ଼ାଇବା ସମ୍ଭବ ହୋଇପାରୁ ନ ଥିବାରୁ ଶନିବାରଠାରୁ ବିଭିନ୍ନ ହୋଟେଲ, ରାସ୍ତାକଡ଼ ଫାଷ୍ଟଫୁଡ୍‌, ଗୁପ୍‌ଚୁପ୍‌ ଠେଲା...

୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ୪ କୋର୍ଟ ଚାଲାଣ

କୋରୁକୋଣ୍ଡା,୨୧।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୮ କୁଇଣ୍ଟାଲ ୩ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ୪ ଜଣଙ୍କୁ କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପୋଲିସ ପାଟ୍ରୋଲିଂ ସମୟରେ ପୁରୁଣା...

ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ଘଟଣା: ସନ୍ଧାନୀ କୁକୁରକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଗଞ୍ଜାମ,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି କଳାଯମୁନା ଗ୍ରାମ ନିକଟସ୍ଥ ଏକ କୁକୁଡ଼ା ଫାର୍ମ ସମ୍ମୁଖ ଏକ ପୋଖରୀରୁ ୧୭ ତାରିଖରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ସେ ଶ୍ରୀ ସାଇ ସରସ୍ବତୀ ବିଦ୍ୟାମନ୍ଦିର ନବମ...

କରୋନା ନେଇ ଜରୁରୀ ବୈଠକ: କାର୍ଯ୍ୟରେ ଅବହେଳା ନେଇ ଏଏନ୍‌ଏମ୍‌ଙ୍କୁ ନିଲମ୍ବନ କଲେ ଜିଲାପାଳ

ଭବାନୀପାଟଣା,୨୧।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏଭଳି ପରିସ୍ଥିତିରେ ଜରୁରୀ ବୈଠକ ହୋଇ କରୋନା ମୁକାବିଲା ଲାଗି ଆଲୋଚନା ହେଉଥିଛି। ଏଥିରେ ଅବହେଳା...

ମା’ ମାଣିକେଶ୍ୱରୀ ମନ୍ଦିର ସମେତ ଅନ୍ୟାନ୍ୟ ମନ୍ଦିରରେ ଭକ୍ତଙ୍କ ଦର୍ଶନରେ କଟକଣା: ଦାଦନଙ୍କୁ ଷ୍ଟେଶନରେ ଯାଞ୍ଚ

ଭବାନୀପାଟଣା,୨୧।୩(ଡି.ଏନ୍‌.ଏ.): କରୋନା ପ୍ରତିଷେଧକ ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବାବେଳେ କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଦର୍ଶନ ନିମନ୍ତେ ସମୟ ପରିବର୍ତ୍ତନ କରାଯାଇଛି। ଏହା ସହ ଅନ୍ୟାନ୍ୟ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା କଡ଼ାକଡ଼ି...

ଭବାନୀପାଟଣା ମ୍ୟାରେଜ ପ୍ୟାଲେସରେ ଚଢ଼ାଉ ପରେ ସିଲ୍‌ : ମାଲିକ ଅଟକ

ଭବାନୀପାଟଣା,୨୧।୩(ଡି.ଏନ୍‌.ଏ.): କରୋନା ମୁକାବିଲା ଗାଇଡଲାଇନ ଅନୁସାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ମ୍ୟାରେଜ ପ୍ୟାଲେସରେ ପୋଲିସ ଚଢ଼ାଉ କରିଛି। ମ୍ୟାରେଜ ପ୍ୟାଲେସ ମାଲିକ ପ୍ରକାଶ ଅଗ୍ରଓ୍ବାଲଙ୍କୁ ପୋଲିସ ଅଟକ ରଖିଥିବା ସହ ତାଙ୍କୁ ନୋଟିସ ଜାରି ରହିଛି। ଶନିବାର ମ୍ୟାରେଜ...

୧୪୪ ଧାରା ଉଲ୍ଲଂଘନ: ଦଶଦୋଳ ମେଳଣରେ ଏକାଠି ହେଲେ ୫ ହଜାର ଲୋକ: ୨୨ ଜଣଙ୍କ ନାମରେ ମାମଲା

ରଣପୁର,୨୧।୩(ଡି.ଏନ୍‌.ଏ.): କରୋନା ଭୂତାଣୁ (କୋଭିଡ୍‌-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରିଚାଲିଛି। ଏ ନେଇ ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସିନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଆଦିକୁ ବନ୍ଦ କରାଯାଇଛି। କେତେକ ସ୍ଥାନରେ ପ୍ରଶାସନ...

ଗଞ୍ଜେଇ, କଫ୍‌ ସିରପ୍‌ ଚାଲାଣ ବେଳେ ଠାବ: ପିସ୍ତଲ, ଗୁଳି ଜବତ, ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୧।୩: ବରଗଡ଼ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଓ ବରପାଲି ଥାନା ପୋଲିସ ଶନିବାର କଫ ସିରପ ଏବଂ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଠାବ କରିଛି। ଏହା ବରପାଲି ରାସ୍ତାର ଏକ ଢାବା ନିକଟରେ ଠାବ ହୋଇଥିବା...

ଖାଇବାକୁ ଯିବା ବାହାନାରେ ବାଇକ୍‌ ନେଇ ଯାଉଥିଲେ ଯୁବକ: ନିର୍ଧୂମ ଛେଚିଲେ ଗ୍ରାମବାସୀ

ଭଦ୍ରକ ଅଫିସ,୨୧ା୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାରିକପୁର ବାସନ୍ତୀ ଦୁର୍ଗା ପଡ଼ିଆଠାରେ ଜଣେ ଯୁବକଙ୍କୁ ଗ୍ରାମବାସୀ ଧରି ନିର୍ଧୂମ ଛେଚିଛନ୍ତି। ଉକ୍ତ ଯୁବକ ଜଣଙ୍କ ଗାଁ ଲୋକଙ୍କ କାମ କରିବାକୁ ଯାଉଥିବା ବେଳେ ଖାଇବା ଆଣିବାକୁ ଯିବାକୁ କହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri