ଆମ ଜିଲା ଖବର

ବିଦେଶ ଫେରନ୍ତା ବ୍ୟକ୍ତି କରିନାହାନ୍ତି ନାମ ପଞ୍ଜିକରଣ: କେନ୍ଦୁଝରରେ ଭୟ

କେନ୍ଦୁଝର,୨୧।୩(ସ୍ବ.ପ୍ର.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦିନକୁ ଦିନ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନିକଟରେ ଦୁବାଇରୁ ଫେରିଥିବା ଜଣେ ଯୁବକ କେନ୍ଦୁଝର ସହରରେ ତାଙ୍କ ଶ୍ୱଶୁର ଘରେ ରହୁଛନ୍ତି। ମାତ୍ର ସେ...

ବାରବାଟୀ ଷ୍ଟାଡିୟମରେ ହେବ ଆଇସୋଲେଶନ ୱାର୍ଡ

କଟକ ଅଫିସ,୨୧ା୩ : କଟକ ବାରବାଟୀ ଷ୍ଟାଡିୟମକୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଉଛି। ଏ ନେଇ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ଭୂତାଣୁ ଭୟାବହତାକୁ ଦୃଷ୍ଟିରେ ରଖି ଏବେଠାରୁ...

କାର୍ଯ୍ୟକାଳ ସରିବା ପୂର୍ବରୁ ବଦଳିଲେ କୁଳସଚିବ

କଟକ ଅଫିସ,୨୧ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳସଚିବ ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଦାଶଙ୍କୁ ରାଜ୍ୟ ସରକାରଙ୍କ ଜେନେରାଲ ଆଡମିନିଷ୍ଟ୍ରେଶନ ଆଣ୍ଡ ପର୍ସନାଲ ଗ୍ରିଭାନ୍ସ ବିଭାଗକୁ ବଦଳି କରାଯାଇଛି। ଏ ନେଇ ଶୁକ୍ରବାର କୁଳାଧିପତି ତଥା ରାଜ୍ୟପାଳଙ୍କ କାର୍ଯ୍ୟାଳୟରୁ ନୋଟିସ...

ସ୍ୟାଣ୍ଡ ଆନିମେଶନରେ ନିର୍ଭୟା ଦୋଷୀଙ୍କ ଫାଶୀ

ପୁରୀ ଅଫିସ,୨୧ା୩: ଶେଷରେ ଫାଶୀଖୁଣ୍ଟରେ ଝୁଲିଛନ୍ତି ନିର୍ଭୟା ଦୋଷୀ। ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀ ମୁକେଶ ସିଂ, ଅକ୍ଷୟ ସିଂ, ବିନୟ ଶର୍ମା ଓ ପବନ ଗୁପ୍ତାଙ୍କୁ ଶୁକ୍ରବାର ସକାଳ ସାଢେ ୫ଟାରେ ଫାଶୀ ଦିଆଯାଇଛି।...

ଅଲାରନାଥ ମନ୍ଦିରରେ ଦର୍ଶନ ବନ୍ଦ

ବ୍ରହ୍ମଗିରି,୨୧ା୩(ଡି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣରୁ ରୋକିବା ପାଇଁ ସମସ୍ତଙ୍କୁ ସଚେତନତା କରାଇବା ସହ ବ୍ରହ୍ମଗିରିରେ ଥିବା ମହାପ୍ରଭୁ ଅଲାରନାଥ ମନ୍ଦିରରେ ଦର୍ଶନ ପାଇଁ କଟକଣା ଲଗାଯାଇଛି। ଏ ନେଇ ଶୁକ୍ରବାର ପ୍ରଶାସନ ତରଫରୁ ମନ୍ଦିରରେ ଦର୍ଶନ ବନ୍ଦ କରି...

ଧାନ ବିଲରେ ଫୁଟିଲା ପଦ୍ମ

କଣାସ,୨୧ା୩ (ସ୍ବ.ପ୍ର.): ସମାଜ ଯେତିକି ଆଧୁନିକ ଆଡ଼କୁ ଗତି କରୁଛି ପାଣିପାଗର ପରିବର୍ତ୍ତନ ଯୋଗୁ ବେଳେବେଳେ ଅଜବ ଘଟଣାମାନ ଦେଖିବାକୁ ମିଳୁଛି। ଜଣେ ଚାଷୀଙ୍କ ଖରାଟିଆ ଧାନ ବିଲରେ ପଦ୍ମ ଫୁଲ ଫୁଟିଥିବାର ଦେଖାଯାଇଛି। ତାହା ବି ପୁଣି ଗୋଟିଏ...

ସୁଧାର ଗୃହରେ ଫସିଛନ୍ତି ୧୩ ମହିଳା

ଖୋର୍ଦ୍ଧା ଅଫିସ,୨୧ା୩ : ସାରା ବିଶ୍ୱରେ ଲାଗି ରହିଛି କରୋନା ଆତଙ୍କ। ଏ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ସଂକ୍ରମଣ ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିଦେଶ...

ଆଜିଠୁ ଦୋକାନ ଉପରେ କଟକଣା

ପୁରୀ ଅଫିସ,୨୧ା୩: କରୋନା ଭାଇରସକୁ ନେଇ ଏବେ ସବୁଠି ଆଲୋଚନା। ଏହି ପ୍ରାଣଘାତୀ ଭାଇରସ୍‌କୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ରାଜ୍ୟ ସରକାର ବିଭିନ୍ନ ସମୟରେ ନିର୍ଦ୍ଦେଶନାମା ଜାରି କରୁଛନ୍ତି। ପୁରୀ ଜିଲା ପ୍ରଶାସନ ଏହିସବୁ ନିର୍ଦ୍ଦେଶ କିପରି...

ନନ୍ଦନକାନନ: ୩ ଦିନରେ ୧୨ ଜନ୍ତୁ ମୃତ

ବାରଙ୍ଗ,୨୧ା୩ (ଡି.ଏନ୍‌.ଏ.): ରାଜ୍ୟରେ କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ନନ୍ଦନକାନନରେ ଜୀବଜନ୍ତୁମାନଙ୍କ ମୃତ୍ୟୁହାର କମିବାର ନଁ। ଧରୁ ନାହିଁ। ଗତ ବୁଧବାରଠାରୁ ଶୁକ୍ରବାର ୩ଦିନ ମଧ୍ୟରେ ୧୨ଟି ଜନ୍ତୁଙ୍କ ମୃତ୍ୟୁ ଘଟିଥିବାବେଳେ ୯ଟି ଜନ୍ମ ଗ୍ରହଣ କରିଛନ୍ତି।...

ଧଳତଙ୍ଗଗଡ଼କୁ ସଂରକ୍ଷିତ ଜଙ୍ଗଲ ମାନ୍ୟତା ମିଳୁନି

ଜଗତ୍‌ସିଂହପୁର ଅଫିସ,୨୧ା୩: ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ ଅରଣ୍ୟ ଦିବସ ଭାବେ ପାଳନ କରାଯାଉଛି। ଓଡ଼ିଶାର କମ ଜଙ୍ଗଲ ଥିବା ଜିଲାଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ରହିଛି। ଜିଲାର ଆୟତ୍ତନ ୧୯୭୩ ବର୍ଗ କିଲୋମିର ହୋଇଥିବାବେଳେ ଜଙ୍ଗଲ ଜମିର ପରିସୀମା ୧୩୨.୯୨...

ରାଜମିସ୍ତ୍ରି ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ କାରାଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୨୧ା୩: ୨୦୧୭ ଜୁନରେ ଜଗତ୍‌ସିଂହପୁର ଥାନା ଶାଳିଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅନ୍ଧୁଟୀରେ ରାଜମିସ୍ତ୍ରି ଶରତ ରାୟ (୬୫)ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଅତିରିକ୍ତ ଜିଲା...

ପାରାଦୀପରେ କାଳବୈଶାଖୀ ତାଣ୍ଡବ: ବୁଡ଼ିଲା ୧୫ ମାଛଧରା ଡଙ୍ଗା, ୪୦ ଆହତ

ପାରାଦୀପ,୨୧ା୩(ସ୍ବ.ପ୍ର.): ପାରାଦୀପ ଆଖପାଖ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ମହାନଦୀର ଚଉମୁହାଣିଠାରୁ ମାଛ ଧରିବାକୁ ଯାଇଥିବା ଏକାଧିକ ହୁଲି ଡଙ୍ଗା ମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ଡଙ୍ଗା ବର୍ଷା ପବନରେ ବୁଡ଼ିଯାଇଥିଲା। ସେଥିରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri