ଆମ ଜିଲା ଖବର

ବୁଢ଼ୀ ମା’କେ ଦିବ୍ୟାଙ୍ଗ ଝି’ର ଭବିଷତ୍‌ ଚିନ୍‌ତା

  ବିନିକା, ୨୧।୩ (ଡି.ଏନ୍‌.ଏ.)- ମୁଇଁ ଆଏଜ୍‌ ମରେଁ କାଲ୍‌ ମରେଁ ହେଉଛେଁ। ଅନେକ ଦିନ୍‌ ହେଲା ଖଟେ ପଡ଼ିଛେଁ। ଆହା କରବାକେ କେହି ନାଇଁ। ଏନ୍‌ତାଥି ପାଗ୍‌ଲି ଝି’ର ବୋଝ୍‌। ମୁଇଁ ମରିଗଲେ ଇତାର ଭବିଷତ୍‌ କାଣା ହେବା।...

ଟ୍ରାଇ ସାଇକେଲ ଲାଗି ଆବେଦନ କରି ଦିବ୍ୟାଙ୍ଗ ନିରାଶ

  କୋମନା,୨୧।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ପଁଚେତ୍‌ କୁଶଦହନା ଗଁାର ପୁରୁଷୋତ୍ତମ ସାହୁ(୩୫)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍‌। ହେଲେ ସେ ହାର ନାଇଁମାନି। ଫିଦିନ ନିଜର ଟ୍ରାଇ ସାଇକେଲରେ...

ଲଲାଗୁଲା ହେଇ ଜୀବନ୍‌ ବିତଉଛନ୍‌ ଅଁଧ୍‌ ବୁରୁଧ୍‌: ଥଇଥାନ ଲାଗି ଦାବି କଲେ ଗଁ।ବାସୀ

  ଅତାବିରା, ୨୧।୩ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ସଂକିର୍ଡ଼ା ପଁଚେତ୍‌ ସଦର ଗଁାରେ ବାସ କରୁଛନ୍‌ ସୁରୁବାବାୁ ପତି(୬୬)। ଅନେକ ବଛର ତଲେ ସେ ଝନେ ଟ୍ରାକ୍ଟର ଡ୍ରାଇଭର ହିସାବେ ନିଜର ପେଟ୍‌ ପାଲୁଥିଲେ। ହେଲେ ଗୁଟେ...

ଆଗ ଥଇଥାନ, ପରେ ଉଚ୍ଛେଦ

ଚାନ୍ଦବାଲି,୨୦।୩(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ସହର ସନ୍ନିକଟ ବୈତରଣୀ ନଦୀକଡ଼ରୁ ପୋଲିସ ଓ ପ୍ରଶାସନ ଉପସ୍ଥିତିରେ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପ୍ରଥମ ଦିନରେ କ୍ରସ୍‌ଷ୍ଟାଣ୍ଡ ରୋଡ୍‌ର ବଡ଼ ବଜାରଠାରୁ ଲଞ୍ଚ ଘାଟ ପର୍ଯ୍ୟନ୍ତ ଜବରଦଖଲମୁକ୍ତ କରାଯାଇଛି। ମାତ୍ର ଆଗ ଥଇଥାନ...

କରୋନା ଭୟାବହତା: କଳାହାଣ୍ଡି ଜିଲାର ୧୬୮ ଗ୍ରାମରେ ୩୧୦ଙ୍କୁ ସ୍କାନିଂ

ଭବାନୀପାଟଣା,୨୦।୩(ଡି.ଏନ୍‌.ଏ.): ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ଓଡ଼ିଶାରେ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଏହି ସଂକ୍ରମଣକୁ ରୋକିବା ପାଇଁ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। କଳାହାଣ୍ଡି ଜିଲାପାଳ ଡା. ଗାଭାଲି ପରାଗ...

ଧର୍ମାନୁଷ୍ଠାନକୁ ସର୍ବସାଧାରଣଙ୍କ ପ୍ରବେଶ ନିଷେଧ: ଉପଜିଲାପାଳ

ଆନନ୍ଦପୁର,୨୦।୩(ସ୍ବ.ପ୍ର.): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଚାଲିଛି। ଏଭଳିସ୍ଥଳେ ଏହାକୁ ରୋକିବା ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଜନସାଧାରଣଙ୍କୁ ପୁନର୍ବାର ସଚେତନତାର ବାର୍ତ୍ତା ଦେଇଛନ୍ତି ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ। ଶୁକ୍ରବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବରିଷ୍ଠ...

ବଲାଙ୍ଗୀର ଘରୋଇ ବସ୍‌ଷ୍ଟାଣ୍ଡରେ କରୋନା ସଚେତନତା: ବସ୍‌ଯାତ୍ରୀଙ୍କୁ ହାତ ଧୋଇ ଚଢ଼ିବାକୁ ପରାମର୍ଶ

ବଲାଙ୍ଗୀର ଅଫିସ,୨୦।୩: ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏକ ଜନ ସଚେତନତା କାର୍ଯ୍ୟକ୍ରମ ବଲାଙ୍ଗୀର ଟାଉନ ଘରୋଇ ବସ୍‌ ଷ୍ଟାଣ୍ଡଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଘରୋଇ ବସ୍‌ ମାଲିକ ସଂଘ,ଜିଲା ରେଡ୍‌କ୍ରସ୍‌ ସୋସାଇଟି...

ହାଇଓ୍ବା,ବସ୍‌ ମୁହାଁମୁହିଁ: ୧୭ଗୁରୁତର, ୩୨ଆହତ, ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ଜମନକିରା,୨୦।୩: ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ- କୁଚିଣ୍ଡା ରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟି ୧୭ ଗୁରୁତର ଥିବା ବେଳେ ୩୨ ଆହତ ହୋଇଛନ୍ତି। ଏକ ଘରୋଇ ବସ୍‌ ସହ ହାଇୱା ମୁହାଁମୁହିଁ ଧକ୍କାହେବା ଫଳରେ ବସ୍‌ରେ ଥିବା ୪୯...

ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି ଡାବୁଗାଁ ବିଧାୟକ

ପାପଡ଼ାହାଣ୍ଡି, ୨୦।୩(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଆଗୁଆ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି। ଶୁକ୍ରବାର ସେ ପାପଡ଼ାହାଣ୍ଡି...

ବାଙ୍କୀତିରା ଗ୍ରାମରେ ଡକାୟତି: ସ୍କୁଟି ସହ ଟଙ୍କା ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଖଇରା,୨୦।୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସୋର-କୁପାରୀ ରାଜ୍ୟ ରାଜପଥ ପାର୍ଶ୍ୱ ବାଙ୍କୀତିରା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଗ୍ରାମର ମଧୁସୂଦନ ନାୟକଙ୍କ ଘର ଗ୍ରୀଲ ଭାଙ୍ଗି ଟଙ୍କା, ସ୍କୁଟି ସହ ଲକ୍ଷାଧିକ ଟଙ୍କାର...

ଖତ ଖାଉଛି ‘ଜନନୀ ଏକ୍ସପ୍ରେସ୍‌’

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.)- ଗର୍ଭବତୀମାନଙ୍କୁ ହସ୍ପିଟାଲକୁ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ‘ଜନନୀ ଏକ୍ସପ୍ରେସ୍‌’ ବ୍ୟବସ୍ଥା କରାଯାଇଛି। ହେଲେ ଅବହେଳା କାରଣରୁ କିଛି ସ୍ଥାନରେ ଏହି ଗାଡ଼ିଗୁଡ଼ିକ ଖତ ଖାଉଥିବା ନଜିରକୁ ଆସିଛି। ଏହି କ୍ରମରେ ଗଞ୍ଜାମ ଜିଲା...

ଦୁର୍ଘଟଣାରେ ଗୁରୁତରଙ୍କୁ ସହାୟତାର ହାତ ବଢ଼ାଇଥିବା ଯୁବକଙ୍କୁ ସମ୍ବର୍ଦ୍ଧିତ କଲା ପାଟଣାଗଡ଼ ପୋଲିସ

ପାଟଣାଗଡ଼,୨୦।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ଦ୍ୱାରା ନିଃସ୍ବାର୍ଥପର ସେବା ପାଇଁ ଶୁକ୍ରବାର ଜଣେ ଯୁବକଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ହେଉଥିବା ଭଲ ମଣିଷ କାର୍ଯ୍ୟକ୍ରମ (ଗୁଡ୍‌ ସମରିଟାନ) ମାଧ୍ୟମରେ ସମ୍ମାନିତ କରାଯାଇଛି। ଯୁବକ ଜଣକ ହେଲେ ବାଙ୍କିବାହାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri