ଆମ ଜିଲା ଖବର

ଧାନ କିଣାକୁ ନେଇ ଅଭିନୟ କରାଯାଉଛି: କୃଷକ କଲ୍ୟାଣ ମଞ୍ଚ

କୁନ୍ଦୁରା,୨୧ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ରେ ଚଳିତ ଖରିଫ ଋତୁରେ ଧାନମଣ୍ଡି ବିଭିନ୍ନ ସ୍ଥାନରେ ଶୁଭାରମ୍ଭ ହୋଇଥିବା ବେଳେ ମିଲର୍ସଙ୍କ ଦ୍ୱାରା ଧାନ ଉଠାଯାଉ ନ ଥିବାରୁ ବ୍ଲକ୍‌ ଆଗରେ ଚାଷୀ ଧାରଣା ଦେଇଛନ୍ତି। ଡିଏଲପିସି ବୈଠକର ଘୋଷଣା...

ଚମାଖଣ୍ଡି ବିଭବ କେନ୍ଦ୍ରକୁ ବୁଲି ଦେଖିଲେ ୫ଟି ରାଜ୍ୟର ପ୍ରତିନିଧି ଦଳ

ଛତ୍ରପୁର, ୨୧ା୧୨(ଦିଲ୍ଲୀପ ସାମଲ): ଝାଡ଼ଖଣ୍ଡ, ବିହାର, ଗୁଜରାଟ, ୟୁପି ଓ ମଧ୍ୟପ୍ରଦେଶ ର ପ୍ରତିନିଧୀ ଦଳ ଶନିବାର ଗଂଜାମ ଜିଲା ଚମାଖଣ୍ଡି ଗ୍ରାମ ପଂଚାୟତ ଅନ୍ତର୍ଗତ ଯଜ୍ଞଶାଳ ଗ୍ରାମରେ ଥିବା ବିଭବକେନ୍ଦ୍ରକୁ ପରିଦର୍ଶନ କରଛନ୍ତି। ସେଠାରେ ହେଉଥିବା ବିଭିନ୍ନ କାର୍ଯ୍ୟ...

ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ

କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ ନାରାରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମବାସୀ ଶହୀଦ ଈଶ୍ୱରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ...

ଭାଇଚାରା ସହ ବଡ଼ଦିନ ପାଳନ ପାଇଁ ବାର୍ତ୍ତା ଦେଲେ ଯୁବସଂଘ

ବ୍ରାହ୍ମଣୀଗାଁ,୨୧।୧୨(ମନୋରଞ୍ଜନ ରଣା)- ବଡ଼ଦିନ ପାଳନ ପାଇଁ କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି । ଏହି ପର୍ବ ପାଳନ ପାଇଁ ବିଭିନ୍ନ ସମ୍ପ୍ରଦାୟ ପକ୍ଷରୁ ଭାଇଚାରାର ବାର୍ତ୍ତା ପ୍ରଦାନ କରାଯାଉଛି। ଏହି ଅବସରରେ ଯୁବସଙ୍ଘ ପକ୍ଷରୁ ଘରକୁ...

ଡାବୁଲୁମାହାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ନାବାଳକଙ୍କ ଜୀବନ, ୨ ଗୁରୁତର

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ...

ବର୍ଷା ପାଣିରେ ବୁଡିଲା ଅମଳ ଧାନ

ଛତ୍ରପୁର,୨୧ା୧୨(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ଗତ ୩ଦିନ ହେଲା ଅଦିନିଆ ବର୍ଷା ଲାଗି ରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅନ୍ୟପକ୍ଷରେ ଅମଳ ହୋଇଥିବା ଧାନ ବର୍ଷା ପାଣିରେ ବୁଡି ରହିଛି । କେଉଁଠି ଧାନ କଟା ହୋଇନି...

ସ୍କୁଲ୍ ବନ୍ଧା ପକାଇ ଖାଇଗଲେ ଟଙ୍କା: କୋଠା ଦଖଲ କଲା ଫାଇନାନ୍ସ କମ୍ପନୀ

ପୁରୁଷୋତ୍ତମପୁର,୨୧ା୧୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଥିବା ସର୍ବପୁରାତନ ଶାଶ୍ବତ ଶିଶୁମନ୍ଦିରରେ ଏକ ବଡ ଘୋଟାଲା ଘଟଛି। ଯାହାକି ଶନିବାର ଭୂବନେଶ୍ବରର ଭର୍ତ୍ତିନା ଫାଇନାନ୍ସ ପ୍ରାଇଭିଟ ଲିମିଟେଡ କର୍ତ୍ତୁପକ୍ଷ ଆସି ଏକଜିକ୍ଟିଭ ମାଜିଷ୍ଟେଟ ତଥା ତହସିଲଦାର ଓ ପୋଲିସ...

ରମ୍ଭା ପୋଲିସକୁ ବଡ଼ ସଫଳତା, ମନ୍ଦିର ଚୋରୀ ଘଟଣାର ହଟିଲା ପରଦା

ଗଞ୍ଜାମ, ୨୧ା୧୨: (ବିଦ୍ୟାଧର ସାହୁ ): ଗତ କିଛି ମାସ ତଳେ ରମ୍ଭା ଓ ଗଞ୍ଜାମ ଅଞ୍ଚଳ ଶିବ ମନ୍ଦିର ଗୁଡିକରୁ ଲୁଟ ଘଟଣାରେ ରମ୍ଭା ପୋଲିସକୁ ମିଳିଛି ବଡ଼ ସଫଳତା। ସିରିଜ ଲୁଟ ଘଟଣାର ପରଦା ହଟାଇଛି ପୋଲିସ।...

ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍

ବାଲିଗୁଡ଼ା, ୨୧ା୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ଏକ ଘରୋଇ ବସ୍ ହୁତୁହୁତୁ ହୋଇ ଯାଇଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ...

ବାଲ୍ୟବିବାହ, ଶିଶୁଶ୍ରମିକ, ନାରୀ ନିର୍ଯାତନା ରୋକିବା ନେଇ ସଚେତନ

ଦାରିଙ୍ଗବାଡ଼ି,୨୧ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଧାର୍ମିକ ନେତାଙ୍କୁ ନେଇ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରେମ ଅନୁଷ୍ଠାନର ପ୍ରୋଗ୍ରାମ ମ୍ୟାନେଜର ସୁଧୀର ଦିଗାଲ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସିଡିପିଓ ସନ୍ଧ୍ୟାରାଣୀ...

ହ୍ବାଟ୍ସଆପ୍‌ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ

ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍‌ ମାଧ୍ୟମରେ ଅଶ୍ଳୀଳ ମେସେଜ୍‌ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି। ତଦନ୍ତ କମିଟି ରିପୋର୍ଟକୁ ଆଧାର କରି ଅର୍ଥନୀତି ବିଭାଗ...

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍‌ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍‌ ଡିଆଇସି) ବିପିନ କୁମାର ଦେହୁରୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଦେହୁରୀ ତାଙ୍କ ସୁବର୍ଣ୍ଣପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri