ଆମ ଜିଲା ଖବର

କନ୍ଧମାଳରେ ଲାଗୁ ହେଲା ୧୪୪ ଧାରା

ଫୁଲବାଣୀ ଅଫିସ, ୧୮ା୩ – ପ୍ରାଣଘାତୀ କରୋନା ଭୂତାଣୁ ଚାରିଆଡ଼େ ଆତଙ୍କ ଖେଳାଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିବା ବେଳେ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମଙ୍ଗଳବାର...

ନାମକୁ ମାତ୍ର ଚାଲିଛି ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ: ଅସୁବିଧାରେ ଯୁବତୀ, ଯୁବକ

ବ୍ରହ୍ମପୁର ଅଫିସ,୧୮ା୩ – ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭଞ୍ଜବିହାରରେ ଏକ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ରହିଛି। ଦକ୍ଷିଣ ଓଡିଶାର ୧୦ ଜିଲା ଯଥା ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, କନ୍ଧମାଳ,ବୌଦ୍ଧ, ନୂଆପଡା, କୋରାପୁଟ,ମାଲକାନଗିରି ଏବଂ ରାୟଗଡା । ଏହି ସବୁ ଜିଲାର ଯେଉଁ...

୧୪୪ ଧାରା ସତ୍ତ୍ବେ ଚାଲିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

ପୁରୁଷୋତ୍ତମପୁର, ୧୮ା୩ (ଡି.ଏନ.ଏ.) – ଗଞ୍ଜାମ ଜିଲାରେ ମାରାତ୍ମକ କରୋନା ଭାଇରସକୁ ନେଇ ଜିଲାପାଳ ୧୪୪ ଧାରା ଜାରିକରି ପାଞ୍ଚ ଜଣରୁ ଅଧିକା ଲୋକ ଗୋଟିଏ ସ୍ଥାନରେ ଗହଳି କରିବା ନେଇ କଟକଣା ଜାରି କରିଛନ୍ତି। ହେଲେ ବିଭିନ୍ନ ପଞ୍ଚାୟତରେ...

ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗଞ୍ଜାମ,୧୮ା୩(ଡି.ଏନ.ଏ.) – ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ପୋଲିସ କଳାଯମୁନା ଗ୍ରାମ ନିକଟସ୍ଥ କୁକୁଡ଼ାଫାର୍ମ ସମ୍ମୁଖ ଏକ ପୋଖରୀରୁ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କଳାଯମୁନାସ୍ଥିତ ସାଇ ସରସ୍ବତୀ ବିଦ୍ୟା ମନ୍ଦିରର...

ବନ୍ଦ ଥିବା ବଜାର ଅଞ୍ଚଳ ବୁଲିଲେ ଜିଲାପାଳ

ବ୍ରହ୍ମପୁର ଅଫିସ, ୧୮ା୩ – କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାରରୁ ଗଞ୍ଜାମ ଜିଲାରେ ଭିଡ ତଥା ଜନଗହଳିକୁ ଏଡାଇବା ନେଇ ୧୪୪ ଧାରା ଜାରି କରାଯାଇଛି । ଏହି କ୍ରମରେ...

ଦୁଇ ଜିଲାର ଗୋଟିଏ ହାଟ

ବନ୍ତ,୧୮ା୩(ହରି ନାରାୟଣ ମହାନ୍ତି)- ଭଦ୍ରକ ଓ କେନ୍ଦୁଝର ଜିଲା ସୀମାବର୍ତ୍ତୀ ବସନ୍ତିଆ ହାଟ ଦୁଇ ଜିଲା ମଧ୍ୟରେ ପ୍ରାୟ ଶହେ ବର୍ଷ ଧରି ସମ୍ପର୍କର ସେତୁ ଗଢି ଆସିଛି। ସଜ ପନିପରିବାଠାରୁ ଆରମ୍ଭ କରି ମାଛ, ମାଂସ, ବିଭିନ୍ନ କୃଷି...

ମୃଣ୍ମୟୀ ମୂର୍ତ୍ତି ସ୍ଥାନ ନେଲା ଦାରୁ ବିଗ୍ରହ

ଭଦ୍ରକ ଅଫିସ, ୧୮ା୩- ଭଦ୍ରକ ବ୍ଲକ ଚରମ୍ପା ବରାଳପୋଖରୀ ଅଞ୍ଚଳର ଜାନୁଗଞ୍ଜ ଗାଁରେ ଜଗନ୍ନାଥଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ପରେ ସୋମବାର ଦାରୁବିଗ୍ରହ ପ୍ରତିଷ୍ଠା ହୋଇଛି। କାହିଁ କେଉଁ କାଳରୁ ବରାଳପୋଖରୀ ଅଞ୍ଚଳରେ ପ୍ରତିବର୍ଷ ପରି ରୀତିନୀତି ଅନୁଯାୟୀ ଠାକୁରଙ୍କ...

ବିଲୁପ୍ତ ହେବାକୁ ବସିଲାଣି କୁଣ୍ଡି ନଦୀ

ତିହିଡ଼ି,୧୮ା୩(ସ୍ବ.ପ୍ର.)- ନଦୀ ଏକ, ନାମ ଏକାଧିକ । ଏପରି ଏକ ନଦୀ ହେଲା କୁଣ୍ଡି ନଦୀ। ଭିନ୍ନ ଭିନ୍ନ ସ୍ଥାନରେ ଲୋକେ ଏହାକୁ ଚୂଡ଼ାଖିଆ, ଗୁପ୍ତଗଙ୍ଗା, କରଞ୍ଜଇ, ଧଳା ନଦୀ ବୋଲି କହନ୍ତି। ଭଦ୍ରକ ଜିଲାର ସାଳନ୍ଦୀ ନଦୀ ସହିତ...

ସ୍ବୀକୃତି ମିଳିନି, ସଙ୍ଗୀତ ଦେଇଛି ଜୀବନ

ବନ୍ତ,୧୮।୩ (ସ୍ବ.ପ୍ର.)-ତାଙ୍କ ଚେହେରା, ବେଶଭୂଷା ବେଶ୍‌ ନିଆରା। ସକାଳୁ ସକାଳୁ ନାଲି ପୋଷାକ ରଙ୍ଗର ପରିଧାନ ପିନ୍ଧି ମଥାରେ ନାଲି ପଗଡ଼ି ଓ କାନ୍ଧରେ ନାଲି ରଙ୍ଗର ଝୁଲାମୁଣି ଧରି ଘରୁ ବାହାରି ପଡ଼ିନ୍ତି। ହାତରେ ଥାଏ ଏକତାରା। ଖଣ୍ଡେ...

ଫଳକରେ ଅଟକିଛି ଉନ୍ନୟନ କାର୍ଯ୍ୟ

ବାରିପଦା ଅଫିସ, ୧୮ା୩- ବାରିପଦାର ସହରରେ ଥିବା ୭ଟି ବନ୍ଧର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୨ ଫେବୃୟାରୀ ୨୦୧୯ରେ ଭିିତ୍ତିପ୍ରସ୍ଥର ସ୍ଥାପନ ହୋଇଥିଲା। ଭିତ୍ତିପ୍ରସ୍ଥର ସ୍ଥାପନ ହେବାର ବର୍ଷେ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କାଣିଚାଏ କାମ...

ବିଜେତା ମୁକୁଟ ପିନ୍ଧିଲେ ହଂସିନୀ

ବାଲେଶ୍ୱର ଅଫିସ, ୧୮।୩-ବାଲେଶ୍ୱର କଚେରି ବଜାର ସ୍ଥିତ ପ୍ରଶାନ୍ତ ପ୍ରଧାନ ଓ ଭବାନୀ ପ୍ରଧାନଙ୍କ କନିଷ୍ଠକନ୍ୟା ହଂସିନୀ (୬) ବମ୍ବେରେ ଅନୁଷ୍ଠିତ ସର୍ବଭାରତୀୟ ଶୋ ଷ୍ଟପର ମଡ଼େଲିଂ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଶୋ ଷ୍ଟପର ଜୁନିୟର କ୍ରାଉନ ବିଜେତା ହେବାର...

ଦୃଢ ଇଛାଶକ୍ତି ଦେଇଛି ବଞ୍ଚିବାର ରାହା

ଖଇରା, ୧୮।୩(ଡି.ଏନ.ଏ.)-ଦୃଢ ଇଛାଶକ୍ତି ଥିଲେ ସବୁ କିଛି ସମ୍ଭବ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖଇରା ବ୍ଲକ ନନ୍ଦୁର ପଞ୍ଚାୟତ ବ୍ରହ୍ମଚାରୀ ଗ୍ରାମର ଦିବ୍ୟାଙ୍ଗ ଅକ୍ଷୟ କୁମାର ମହାନ୍ତି। ବୟସ ୫୪ ହେଲାଣି। ତଥାପି ସେ ଥକିନାହାନ୍ତି। ବାଲେଶ୍ୱର ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri