ଆମ ଜିଲା ଖବର

୨୬ ବର୍ଷ ବୟସରେ ୭୨ ପରିବାରକୁ ରୋଜଗାର

ଉପେନ୍ଦ୍ର ରାଉତ ବଅଁରପାଳ,୧୫ା୩ – ନିଜେ ଉଚ୍ଚଶିକ୍ଷିତ। ହେଲେ ଚାକିରି ନ କରି ଅନ୍ୟମାନଙ୍କୁ କିପରି ଚାକିରି ଦେଇପାରିବେ ସେ ଦିଗରେ ପ୍ରଚେଷ୍ଟା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦର ସତ୍ୟବ୍ରତ ପ୍ରଧାନ (୨୬)ଙ୍କୁ ପ୍ରତିଷ୍ଠା ଦେଇପାରିଛି। ମାତ୍ର ୨୬...

ସୁନ୍ଦରୀର ଚର୍ବି ବଢ଼ାଉଛି ଘୁଷୁରି ମାଂସ

ବନ୍ତଳା, ୧୫ା୩(ଦିନେଶ ଦେହୁରୀ) – ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ୩ ମାସ ହେଲା ବନ୍ଦୀ ଜୀବନ କାଟୁଥିବା ବାନ୍ଧବଗଡ଼ର ବାଘୁଣୀ ସୁନ୍ଦରୀ ଶରୀରରେ ଚର୍ବି ବଢ଼ାଉଛି ଘୁଷୁରି ମାଂସ। ଏନ୍‌କ୍ଲୋଜରରେ ରହିବା ପରଠାରୁ...

ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ସମ୍ପୃକ୍ତ ରୋଗୀଙ୍କ ପରିବାର ଲୋକଙ୍କ...

ମାତୃ ଓ ଶିଶୁ ସୁରକ୍ଷା ଯୋଜନା ବାଟବଣା: ଟଙ୍କାଟିଏ ପାଉନାହାନ୍ତି ଆଦିବାସୀ ମା’

ଜୟପୁର,୧୫ା୩(ନି.ପ୍ର.) ମାତୃ ଓ ଶିଶୁ ସୁରକ୍ଷା ପାଇଁ ସରକାର ବହୁ ଯୋଜନା ପ୍ରଣୟନ କରୁଥିଲେ ମଧ୍ୟ କୋରାପୁଟ ପରି ଉପାନ୍ତ ଜିଲାରେ ଏହା ଫଳପ୍ରଦ ହୋଇପାରୁ ନାହିଁ। ତାହାର ଏକ ଦୃଷ୍ଟାନ୍ତ ଜିଲାର ଜୟପୁର ବ୍ଲକ ଟାଙ୍କୁଆ ପଞ୍ଚାୟତ ପୋଡ଼ାପଦର ଗ୍ରାମରେ...

ପ୍ରଶାସନ ଚୁପ୍‌, ଆଗେଇଆସିଲେ ସ୍ବେଚ୍ଛାସେବୀ:ସଚେତନତା ପାଇଁ ଟାଙ୍ଗିଲେ ଫଳକ

ଜୟପୁର,୧୫ା୩(ଡି.ଏନ୍‌.ଏ.) ରାସ୍ତାଘାଟ ପରି ସାର୍ବଜନୀନ ସ୍ଥାନରେ ଲୋକଙ୍କ ସୁରକ୍ଷା ଓ ସଚେତନତା ପାଇଁ ପ୍ରଶାସନ କିଛି ନାମଫଳକ ଲଗାଇବା କଥା। କିନ୍ତୁ ପ୍ରଶାସନ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ ଭୁଲିଯିବା ପରେ କେତେଜଣ ସଚେତନ ସ୍ବେଚ୍ଛାସେବୀ ନିଜ ଖର୍ଚ୍ଚରେ ଲୁହା...

ସଂଯୋଗ ନ ଥାଇ ପହଞ୍ଚିଲା ବିଲ୍‌

ବନ୍ତଳା, ୧୫।୩(ଡ଼ି.ଏନ୍‌.ଏ) – ୪ ବର୍ଷ ହେଲା ଟ୍ରାନ୍ସଫର୍ମର ଚୋରି ହୋଇଯାଇଛି। ସେବେଠାରୁ ନୂଆ ଟ୍ରାନ୍ସଫର୍ମର ଲାଗିନି କି ବିଦ୍ୟୁତ୍‌ ସଂଯୋଗ ହୋଇନି। ତଥାପି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚାଷୀଙ୍କ ପାଖକୁ ପଠାଯାଇଛି ବିଲ୍‌। ଏ ନେଇ ଅନୁଗୋଳ ଜିଲା...

ଅନିଶ୍ଚିତତା ମଧ୍ୟରେ ସମ୍ବଲପୁରରେ କମିଶନରେଟ୍‌ ପୋଲିସ ବ୍ୟବସ୍ଥା

ସମ୍ବଲପୁର,୧୫।୩(ବ୍ୟୁରୋ)-୨୦୧୪ରେ ସମ୍ବଲପୁରକୁ ମହାନଗର ନିଗମ ଭାବେ ଘୋଷଣା କରାଯାଇଥିଲା । ଇତିମଧ୍ୟରେ ୬ ବର୍ଷ ବିତିଛି। ହେଲେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ କମିଶନରେଟ ପୋଲିସ ବ୍ୟବସ୍ଥା ଲାଗୁ କରାଯାଇପାରିନାହିଁ । କେବେ ଏହି ପୋଲିସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ...

ହର୍ବାଲ ଜୁସ୍‌ ବ୍ୟବସାୟ ଦେଉଛି ଆତ୍ମସନ୍ତୋଷ

ରାକେଶ କୁମାର ରାଉତ ଫୁଲବାଣୀ ଅଫିସ, ୧୫ା୩ – ଫୁଲବାଣୀ ସହରର ଉଚ୍ଚ ଶିକ୍ଷିତ ଯୁବକ ରତନ ଚୌଧୁରୀ। ସାମାଜିକ ବିଜ୍ଞାନରେ ସ୍ନାତୋକତ୍ତର ଡିଗ୍ରୀ। ଚାକିରି ପାଇଁ ସୁଯୋଗ ମିଳିଥିଲା। ମାତ୍ର କିଛି ଅଲଗା ନିଶା ତାଙ୍କର। ନିଜେ ଫିଟ୍‌...

ଚିରନ୍ତନ ପ୍ରେମର ସନ୍ତକ ନିମୁହିଁ ମନ୍ଦିର

ସୋନପୁର,୧୫।୩(ନି.ପ୍ର.) ସୁବର୍ଣ୍ଣପୁରର ନିମୁହିଁ ମନ୍ଦିର ଏକ ବିସ୍ମୟ। ମନ୍ଦିରର ଉଚ୍ଚତା ପ୍ରାୟ ୨୫ ଫୁଟ । ଲମ୍ବ ୧୨ ଫୁଟକୁ ପ୍ରସ୍ଥ ପ୍ରାୟ ୧୨ ଫୁଟ୍‌ । ସୂକ୍ଷ୍ମ କାରୁକାର୍ଯ୍ୟର ନମୁନା ସ୍ବରୂପ ମନ୍ଦିର ଗାତ୍ରରେ ରହିଛି ନର୍ତ୍ତକୀ, ମେଣ୍ଢା...

ଷ୍ଟ୍ରେଚର କାର୍ଯ୍ୟ କରିବ ବ୍ୟାଟେରିଚାଳିତ ଗାଡ଼ି

ବ୍ରହ୍ମପୁର ଅଫିସ,୧୫ା୩ – ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଏଣିକି ବ୍ୟାଟେରିଚାଳିତ ଗାଡିରେ ୱାର୍ଡକୁ ଯିବେ ଗୁରୁତର ରୋଗୀ। କାଜୁଆଲିଟିରୁ ବିଭିନ୍ନ ୱାର୍ଡକୁ ଗୁରୁତର ରୋଗୀଙ୍କୁ ନେବା ଆଣିବା କରିବାରେ ଏହି ବ୍ୟାଟେରିଚାଳିତ ଗାଡି ଷ୍ଟ୍ରେଚରର କାର୍ଯ୍ୟ କରିବ ।...

ଦୁଃଖଦ ଅନୁଭୂତି ବଖାଣିଲେ ଶିବାଶିଷ

ବ୍ରହ୍ମପୁର ଅଫିସ,୧୫ା୩ – କରୋନା ଭୂତାଣୁକୁ ନେଇ ଦୀର୍ଘ ୪୮ ଦିନ ଧରି ପ୍ରତିଟି ମୁହୂର୍ତ୍ତର ଭୟ ଓ ଆତଙ୍କରୁ ମୁକୁଳି ଶେଷରେ ଘରକୁ ଫେରିଛନ୍ତି ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ। କରୋନା ପାଇଁ ଜାପାନ ଜଳ ଜାହାଜା...

ସୁରଜଙ୍କ ପରେ ସୁରଟରେ ଅଙ୍ଗଦାନ କଲେ ବିପିନ

ଭଞ୍ଜନଗର,୧୫।୩(ଡି.ଏନ.ଏ.) – ସୁରଜଙ୍କ ପରେ ଆଉ ଜଣେ ଓଡିଆ ବିପିନ ପ୍ରଧାନଙ୍କ ବିଭିନ୍ନ ଅଙ୍ଗକୁ ସୁରଟରେ ଶନିବାର ମୃତ୍ୟୁପରେ ତାଙ୍କ ପରିବାର ଲୋକେ ଦାନ କରିଛନ୍ତି। ୬ଟି ଗୁରୁତ୍ୱପୁର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ (୨ଟି କିଡ୍‌଼ନୀ, ଲିଭର, ୨ଟି ଆଖି ଓ ହାର୍ଟ)...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri