ଆମ ଜିଲା ଖବର

‘ନଗଡ଼ା ବିକାଶରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ’

ଯାଜପୁର ଟାଉନ/କାଳିଆପାଣି,୧୩।୩(ଡିଏନଏ): ନଗଡ଼ାର ବିକାଶ ପାଇଁ ଅନେକ ପଦକ୍ଷେପ ନିଆଯାଇଛି। ତେବେ ଏହାକୁ କାର୍ଯ୍ୟକାରୀ କରୁଥିବା ବିଭାଗଗୁଡ଼ିକ ସେମାନଙ୍କ ଦାୟିତ୍ୱକୁ ଠିକ୍‌ ଭାବେ ତୁଲାଉ ନାହାନ୍ତି। ନଗଡ଼ା ବିକାଶରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ। ତେଣୁ ଆଗାମୀ ୭ ଦିନ...

ମହାପ୍ରୟାଣ ଗାଡ଼ିରେ ପରିବା ବୁହା

ଅନୁଗୋଳ ଅଫିସ୍‌, ୧୩।୩  – ମେଡିକାଲରୁ ସମ୍ମାନର ସହ ମୃତଦେହ ପରିବହନ ପାଇଁ ସରକାର ମହାପ୍ରୟାଣ ଗାଡ଼ିର ବ୍ୟବସ୍ଥା କରିଛନ୍ତି। ହେଲେ ପରିଚାଳନାରେ ଅବ୍ୟବସ୍ଥା ଯୋଗୁ ଜରୁରୀ ସେବାରେ ଲାଗିଥିବା ଏହି ଗାଡ଼ି ମଧ୍ୟରୁ କେତେକରେ କଦଳୀ, କଖାରୁ ଆଦି...

ପାରାଭାଡ଼ି ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୧୩।୩(ଡିଏନଏ): ପ୍ରାଚୀନ ବୌଦ୍ଧ କିର୍ତ୍ତୀରାଜି ପରିପୂର୍ଣ୍ଣ ପାରାଭାଡ଼ି ପାହାଡ଼ ଏବେ ବିପଦରେ। ଏହି ପାହାଡ଼କୁ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ହାତକୁ ନେଇଥିବାବେଳେ ଏଠାରୁ ବିଶ୍ୱପ୍ରସିଦ୍ଧ ଖୀ.ପୂ. ଦ୍ୱିତୀୟ ଶତାଦ୍ଦୀର ଏ୍ୟତିହାସିକ ପାରାଭାଡ଼ି ସ୍ତୂପ ଆବିଷ୍କୃତ ହୋଇଥିଲା। କେବଳ ପାରାଭାଡ଼ି ସ୍ତୂପ...

ବିନା ସୂଚନାରେ କାଟିଦେଲେ ବିଦ୍ୟୁତ୍‌

ଢେଙ୍କାନାଳ ଅଫିସ, ୧୩।୩ – ପରୀକ୍ଷା ସମୟରେ ଯଥାସମ୍ଭବ ବିଦ୍ୟୁତ୍‌ କାଟ କମ୍‌ କରିବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବିଭାଗକୁ ତାଗିଦ୍‌ କରିଛନ୍ତି। ହେଲେ ଏହାର ବିପରୀତ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳରେ। ବକେୟା ବିଦ୍ୟୁତ୍‌ ବିଲ୍‌ ପ୍ରଦାନ କରି...

ପ୍ରହସନ ପାଲଟିଛି ପ୍ଲାଷ୍ଟିକମୁକ୍ତ ଅଭିଯାନ

ରତ୍ନଗିରି,୧୩।୩(ଡିଏନଏ): ପରିବେଶକୁ ପଲିଥିନ ଓ ପ୍ଲାଷ୍ଟିକ୍‌ ମୁକ୍ତ କରାଯିବା ପାଇଁ ସରକାରୀସ୍ତରରେ ନିର୍ଦ୍ଦେଶନାମା ଜାରି କରାଯାଇଛି। ମାତ୍ର ବରୀ ଅଞ୍ଚଳରେ ତାହା କାର୍ଯ୍ୟକାରୀ ହେଉ ନ ଥିବା ଦେଖିବାକୁ ମିଳିଛି। ପ୍ରତିଦିନ ଏହି ଅଞ୍ଚଳର ବାଲିଆ, ରତ୍ନଗିରି, କାଇପଡ଼ା, ବରୀ...

ଦକ୍ଷେଶ୍ୱର ଉପ୍ରା ବିଦ୍ୟାଳୟ : ୮ ଶ୍ରେଣୀକୁ ୫ କୋଠରି

ଆଠମଲ୍ଲିକ, ୧୩ା୩(ଡି.ଏନ.ଏ.) – ଶିକ୍ଷାର ବିକାଶ ପାଇଁ ସରକାର ଅଗ୍ରାଧିକାର ଭିତ୍ତିରେ ଯୋଜନା କରୁଥିବା ଡିଣ୍ଡିମ ପିଟୁଥିବାବେଳେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ। ଏହି ବ୍ଲକର ଲିପିଲୋଇ ଗ୍ରାମରେ ଥିବା ଦକ୍ଷେଶ୍ୱର ସରକାରୀ...

୫ ଜଣିଆ ଡକାୟତ ଦଳ ଗିରଫ

ତାଳଚେର,୧୩ା୩(ନି.ପ୍ର.) – ତାଳଚେର ବ୍ଲକ ଡେରା ନିକଟସ୍ଥ ସୁଭଦ୍ରା ପେଟ୍ରୋଲ ପମ୍ପରୁ ଲୁଟ୍‌ ଯୋଜନା କରୁଥିବାବେଳେ ଏକ ୫ ଜଣିଆ ଡକାୟତ ଦଳକୁ ମଙ୍ଗଳବାର ସନ୍ଧ୍ୟାରେ କୋଲିୟରୀ ପୋଲିସ ଗିରଫ କରିଛି। ତେବେ ଅନ୍ୟ ଜଣେ ଡକାୟତ ଘଟଣାସ୍ଥଳରୁ ଫେରାର...

ଇସ୍ରୋ ଯିବେ ନବୋଦୟ ଛାତ୍ରୀ

ବନ୍ତଳା, ୧୩।୩(ଡି.ଏନ୍‌.ଏ)- ଅନୁଗୋଳ ସ୍ଥିତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ମନସ୍ବିନୀ ସାହୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ଆୟୋଜିତ ହେବାକୁ ଥିବା ଯୁବ ବିଜ୍ଞାନୀ କାର୍ଯ୍ୟକ୍ରମ-୨୦୨୦(ୱାଇୟୁଭିଆଇକେଏ-୨୦୨୦) ପାଇଁ ପ୍ରଥମ ପର୍ଯ୍ୟାୟରେ ସର୍ବଭାରତୀୟ...

ଜୁନ୍‌ରୁ ଜିଲାରେ ଇ-କାର୍ଯ୍ୟାଳୟ

ଅନୁଗୋଳ ଅଫିସ୍‌, ୧୩।୩ – ଅନୁଗୋଳ ଜିଲା କାର୍ଯ୍ୟାଳୟରେ ଲାଗୁ ହେବ ଇ-କାର୍ଯ୍ୟାଳୟ। ଏହି ବ୍ୟବସ୍ଥା ଫଳରେ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଚିଠି ଧରି ଆଉ ଏ ବିଭାଗରୁ ସେ ବିଭାଗ ବୁଲିବାକୁ ପଡ଼ିବ ନାହିଁ। ଫାଇଲ ବି ନାଲି...

ଲାଗିଲାଣି ୧.୧୨ ଲକ୍ଷ ଗଛ

ଢେଙ୍କାନାଳ ଅଫିସ, ୧୩।୩ – ସବୁଜ ମହାନଦୀ ମିଶନକୁ ସଫଳ କରିବାକୁ ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରୟାସ। ଶିଳ୍ପସମୃଦ୍ଧ ଜିଲାରେ ଜଙ୍ଗଲ ସମ୍ପଦ ବୃଦ୍ଧି କରିବା, ଜଙ୍ଗଲ ଅବକ୍ଷୟ ରୋକିବା ଏବଂ ବନୀକରଣ ମାଧ୍ୟମରେ...

କିଡ୍‌ନୀ ଚୋରି ଅଭିଯୋଗ

ଢେଙ୍କାନାଳ ଅଫିସ, ୧୩।୩ – ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଖଙ୍କର ଗ୍ରାମର କବିତା ପାଣି (୪୩)ଙ୍କ କିଡ୍‌ନୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହେବା ସହ ଟାଉନ ଥାନାରେ ଲିଖିତ...

ଶ୍ମଶାନ ସ୍ଥାନ, ନାଳରେ ଆବର୍ଜନାକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧୩ା୩-ଫୁଲବାଣୀ ପୌର ପରିଷଦ ଅଧୀନ ପେଞ୍ଜିସାହିର ଶ୍ମଶାନ ସ୍ଥାନକୁ ଏବେ ପୌର ପରିଷଦ ନିଜ ଦଖଲକୁ ନେଇଛି। ଶ୍ମଶାନ ପାଇଁ ପୌର ପରିଷଦ ଅନ୍ୟତ୍ର ସ୍ଥାନ ଯୋଗାଇ ଦେବ ବୋଲି ପୂର୍ବରୁ କହି ଆସୁଥିଲେ ମଧ୍ୟ ଏ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri