ଆମ ଜିଲା ଖବର

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର...

‘ଇତିହାସରୁ ଉଦାହରଣ ସୃଷ୍ଟି କରିଆସୁଛି ନାରୀ’

ଅନୁଗୋଳ ଅଫିସ୍‌, ୯।୩ : ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଥିବା ସେମାନଙ୍କର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ସମାଜ ମଙ୍ଗଳ, ଜିଲା...

୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ

ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ କୃଷି ଯୋଜନା କାର୍ଯ୍ୟକାରୀ କରାଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ସକ୍ରିୟ ହେଲେ କୃଷିଭିତ୍ତିକ ଯୋଜନାର...

ଅନିଶ୍ଚିତତାରେ ପୋଲସରା ନୂତନ ବସଷ୍ଟାଣ୍ଡ

ପୋଲସରା,୯|୩(ଡି.ଏନ.ଏ.) – ଗଞ୍ଜାମ ଜିଲା ପୋଲସରା ସହର ମଧ୍ୟରେ ରହିଥିବା ବସଷ୍ଟାଣ୍ଡର ଆଧୁନିକୀକରଣ ଲାଗି ରାଜ୍ୟ ସରକାର ୫ କୋଟି ଟଙ୍କା ବ୍ୟୟବରାଦ କରିଥିଲେ। ୨୦୧୭ରେ ଓଡ଼ିଶାର ତତ୍‌କାଳୀନ ଯୋଜନା ଓ ସମନ୍ବୟ, ବୈଷୟିକ ଶିକ୍ଷା ମନ୍ତ୍ରୀ ଉଷା ଦେବୀଙ୍କ...

ପାରାଦୀପ ପୌରାଞ୍ଚଳ: ସ୍ଥଗିତ ରହିଲା ପକ୍କା ଘର ଯୋଗ୍ୟତା କାର୍ଡ ବଣ୍ଟନ

ପାରାଦୀପ, ୯।୩ (ସ୍ବ.ପ୍ର.): ରାଜ୍ୟ ସରକାର ସହରାଞ୍ଚଳରେ ଥିବା କଚ୍ଚା ଘର ବାସିନ୍ଦାଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ୨୦୧୭ରୁ ଭୂମିହୀନଙ୍କୁ ଯୋଗ୍ୟତା ପ୍ରମାଣପତ୍ର ପ୍ରଦାନ କରୁଛନ୍ତି। ଏଥିରେ ଦ୍ୱୈତ ଶାସନରେ ପରିଚାଳିତ ପାରାଦୀପ ପୌରାଞ୍ଚଳକୁ ସାମିଲ କରାଯାଇଛି।...

କେନ୍ଦ୍ର-ରାଜ୍ୟ ବିବାଦ: ଫସିଛନ୍ତି ସ୍ବାସ୍ଥ୍ୟବୀମା କାର୍ଡଧାରୀ

ଜଗତ୍‌ସିଂହପୁର ଅଫିସ, ୯।୩: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ଯୋଜନା ପରେ ଯୋଜନା କରୁଛନ୍ତି। ହେଲେ ବାସ୍ତବରେ ଏହି ଯୋଜନା ଦ୍ୱାରା ଲୋକମାନେ କେତେମାତ୍ରାରେ ଉପକୃତ ହେଉଛନ୍ତି ତାକୁ ବିଶ୍ଳେଷଣ କରାଯାଉ ନାହିଁ। ଯାହାର ଜ୍ୱଳନ୍ତ...

କରୋନା ଭୟ: ଫିକା ପଡ଼ିଲା ରଙ୍ଗ ବେପାର

ଦଶରଥପୁର,୯।୩(ଡିଏନ୍‌ଏ): ଭୟଙ୍କର ସଂକ୍ରମିତ କରୋନା ରୋଗ ଏବେ ପୃଥିବୀର ସମସ୍ତ ଦେଶକୁ ଧୀରେଧୀରେ କରାୟତ କରିଚାଲିଛି। ଫଳରେ ସବୁ ଦେଶର ଲୋକଙ୍କ ମନରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତ୍ୟେକ ଦିନ ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା...

ଚିକିଛା ସାହାଯ୍‌ ଆଶ୍‌ରେ କୈଳାସ

ଲାଠୋର,୯।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର କୈଳାସ ମହାନନ୍ଦ (୫୦)। ଅନେକ ଦିନ୍‌ ହେଲା ପରିଶ୍ରା ଜନିତ ସମସିଆରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ସେ ଉଚ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି...

ଦିବ୍ୟାଙ୍ଗ ସୁକାନ୍ତି, ଧନେଶ୍ୱର ଏବେ ସୁଖଦୁଃଖର ସାଥୀ

ଆରଡ଼ି,୯।୩(ଡି.ଏନ.ଏ.)-ସମାଜରେ ସୁସ୍ଥ ଲୋକଙ୍କ ପରି ଜୀବନ ବିତାଇବାକୁ ୨୦୧୭ରେ ବୈଦିକ ରୀତିରେ ବିବାହ କରିଥିଲେ। ୭ ମାସ ତଳେ ସେମାନଙ୍କ କୋଳ ମଣ୍ଡନ କରିଛି ଏକ ଶିଶୁପୁତ୍ର। ତେଲଲୁଣର ସଂସାର ମଧ୍ୟରେ ଦୁଃଖ ଆସିଲେ ବି ସେଥିରେ ଖାତିର ନ...

ପୂର୍ବଭାରତର ତ୍ରିବେଣୀ ବଳଙ୍ଗ, ଶୋଣ, ଗଙ୍ଗାହାର

ବାଲେଶ୍ୱର ଅଫିସ,୯।୩ – ବାଲେଶ୍ୱର ଜିଲା ସଦର ମହକୁମାରୁ ୫ କି.ମି. ଦୂରରେ ବଳଙ୍ଗ, ଶୋଣ, ଗଙ୍ଗାହାର ତିନୋଟି ନଦୀର ସଙ୍ଗମ ସ୍ଥଳ ଅବସ୍ଥିତ। ଉତ୍ତରରୁ ବଳଙ୍ଗ, ଦକ୍ଷିଣରୁ ଶୋଣ ଓ ଦକ୍ଷିଣ ଓ ଉତ୍ତର ମଧ୍ୟରୁ ଗଙ୍ଗାହାର ରେମୁଣା...

୬ ଡକାୟତ ଗିରଫ, ଜଣେ ଫେରାର

ଛେଣ୍ଡିପଦା, ୯ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କମ୍ପସଲା ଜଙ୍ଗଲ ନିକଟରେ ଶନିବାର ରାତିରେ ଏକ ଗ୍ୟାଙ୍ଗର ଡକାୟତି ଯୋଜନା ପଣ୍ଡ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବରପାଇ ପୋଲିସ ସେଠାରେ ଚଢ଼ାଉ କରିବା ସହ ୬ ଜଣଙ୍କୁ ଗିରଫ କରିଛି। ଏଥିସହ...

‘ନାରୀ ସ୍ବୟଂସମ୍ପନ୍ନା ହେଲେ ହଟିବ ତାରତମ୍ୟ’

ଢେଙ୍କାନାଳ ଅଫିସ, ୯।୩: ଢେଙ୍କାନାଳ ଗୋପବନ୍ଧୁ ଟାଉନ ହଲ୍‌ରେ ରବିବାର ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି। ଜିଲା ଆଇନସେବା ପ୍ରାଧିକରଣ, ଜିଲା ପ୍ରଶାସନ ଏବଂ ଇଶୋ ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri