ଆମ ଜିଲା ଖବର

ପରିବା ବ୍ୟାଗରେ ବୁହା ହେଲା ଯୁକ୍ତ ୨ ଉତ୍ତରଖାତା

ଉଦଳା,୭ା୩(ଡ଼ି.ଏନ୍‌.ଏ.)- ଯୁକ୍ତ ଦୁଇ ପରୀକ୍ଷା ପରିଚାଳନା ନେଇ ଉଚ୍ଚଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା କହୁଥିବା ବେଳେ ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ପରିବା ବ୍ୟାଗରେ ଉତ୍ତରଖାତା ଭର୍ତ୍ତି ହୋଇ ନୋଡାଲ ସେଣ୍ଟରକୁ ଯିବା ଘଟଣା ପଦାକୁ...

୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ,୭।୩- କ୍ରାଇମବ୍ରାଞ୍ଚ ଏସଟିଏଫର ଏକ ଟିମ୍‌ ଶୁକ୍ରବାର ବାଲେଶ୍ୱର ସହରର ଅରଡ ବଜାରରେ ଚଢାଉ କରି ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିବା ସହ ୨ ବେପାରୀଙ୍କୁ ଗିରଫ କରିଛି। ଧରାପଡ଼ିଥିବା ୨ ବେପାରୀ କୁଖ୍ୟାତ ନିଶା...

ରାସ୍ତା କାମ ବିଳମ୍ବ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୭।୩-ବାଲେଶ୍ୱର ପୌରପାଳିକା ଅଧୀନ ୪୦ ରାସ୍ତା କାର୍ଯ୍ୟ ଆରମ୍ଭରେ ଅହେତୁକ ବିଳମ୍ବ କରାଯାଉଛି। ଏନେଇ ଶୁକ୍ରବାର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ସଦର ବିଧାୟକ ମଦନମୋହନ ଦତ୍ତ ଉଦ୍‌ବେଗ ପ୍ରକାଶ କରିଛନ୍ତି।...

ସ୍ବାସ୍ଥ୍ୟସେବା ଉପରୁ ତୁଟୁଛି ଭରସା

ଭୋଗରାଇ, ୭।୩(ଡି.ଏନ.ଏ.)-ରାଜ୍ୟରେ ସର୍ବବୃହତ ବ୍ଲକ ଭାବେ ପରିଚିତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ହୋଇରହିଛି। ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାଠାରୁ ଏହାର ଦୂରତା ୧୦୦ କି.ମି.। ଏହି ଉପାନ୍ତ ଇଲାକାରେ ଉନ୍ନତ ସ୍ବାସ୍ଥ୍ୟସେବା ମିଳୁ ନ ଥିବାବେଳେ...

‘ନଁ। ପଛରେ ଲୁଚିଛି କିମ୍ବଦନ୍ତୀ’

ଲଙ୍ଗଳେଶ୍ୱର, ୭।୩(କମଳାକାନ୍ତ ଦାସ)-ବିଭିନ୍ନ ଗ୍ରାମ ବା ଜନପଦର ନାମକରଣକୁ ନେଇ ରହିଛି ଅନେକ ଜନଶ୍ରୁତି। ବାଲେଶ୍ୱର ଜିଲା ସଦର ମହକୁମାଠାରୁ ୫୦ କି.ମି.ଦୂର ଗଲେ ପଡ଼େ ଲଙ୍ଗଳେଶ୍ୱର ବଜାର। ସେଠାରୁ ଅନତି ଦୂରରେ ପୁରାତନ ଶୈବପୀଠ ଲଙ୍ଗଳେଶ୍ୱର। ମନ୍ଦିର ପଛପଟେ...

କିଡ଼୍‌ନୀ ରୋଗ୍‌, ପିଇଲା ପାଏନ୍‌ ସମସିଆ: ପ୍ରଧାନମନ୍ତ୍ରୀକୁଁ ଚିଠି ଲେଖ୍‌ଲେ ଦୁଇ ବହେନ୍‌

ଅମରପାଲି, ୭।୩ (ଡି.ଏନ.ଏ)- ପ୍ରଧାନମନ୍ତ୍ରୀ ଜୀ, ନମସ୍କାର। ଆମର ଗଁ। ଆର ଅଂଲଚରେ ଅନେକ ଲୋକ୍‌ କିଡ଼୍‌ନୀ ରୋଗରେ ପଡ଼ିଛନ୍‌। ଅନେକ ଲୋକ୍‌ ଇ ରୋଗ୍‌ରେ ପଡ଼ି ମରିଗଲେନ। ଏହେଦେ ଯେନ୍‌ମାନେ ଚିକିଛିତ ହେଉଛନ୍‌ ସେମାନକୁ ଡାକ୍‌ତର କହୁଛନ୍‌ ଫ୍ଲୋରାଇଡ...

କାହାର ଲାଗି ଅଙ୍ଗନଓ୍ବାଡି: ଛାତ୍ରୀଛାତ୍ର ପାଠ୍‌ପଢ଼ି ଯିବେ ୨ କି.ମି.

  ଜମନକିରା, ୭।୩ (ଡି.ଏନ୍‌.ଏ.)- ସମ୍ବଲପୁର ଜିଲା ଜମନକିରା ବ୍ଲକ କଟଙ୍ଗପାଣି ପଁଚେତ୍‌ ଅଧୀନ ଫୁଲକୁସମ ଗଁ। ର ଲାଗି ଆସିଥିବାର ଅଙ୍ଗନଓ୍ବାଡି କେନ୍ଦ୍ରଟା ଗଁ। ରୁ ଦୁଇ କି.ମି. ଦୂରେ ତିଆର କରାଯାଇଛେ। ଏନ୍‌ତାଥି ଛୋଟ ଛୋଟ ଛୁଆମାନେ...

ମହୁଲପଡ଼ା-ରଏନପଡ଼ା ଯୋର ପୁଲିଆ କାମ୍‌: ୮ ବଛର ହେଲା ଦରଖଁଡ଼ିଆ ହେଇ ପଡ଼ିଛେ

  କେସିଙ୍ଗା, ୭।୩ (ଡି.ଏନ.ଏ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପରଲସିଙ୍ଗା ପଁଚେତ୍‌ ମହୁଲପଡ଼ାରୁ ରଏନପଡ଼ା ମଝିରେ ଗୁଟେ ଯୋର ରହିଛେ। ଯେନ୍‌ଥିରଲାଗି ଗଁାବାସୀ ଇ ରାସ୍‌ତାରେ ଗଲାଆଏଲା ବେଲେ ବଡ଼ଭାରି ସମସିଆର ସାମନା କରୁଛନ୍‌। ଆଏଜ୍‌ ବି...

ଝାଟିମାଟି କୁରିଆରେ ବିତୁଛେ ଜୀବନ୍‌: ଆବାସ ଯୋଜନାରୁ ବଁଚିତ୍‌ ୮୦ ବଛ୍‌ରିଆ ବୁରୁଧ୍‌

ଅତାବିରା, ୭।୩ (ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ନିଅଁ। ସି ପରିବାରମାନକର ଲାଗି ପ୍ରଧାନମନ୍ତ୍ରୀ ଅବାସ, ଇନ୍ଦିରା ଅବାସ, ବିଜୁ ପକାଘର, ମୋ କୁଡ଼ିଆ ଲେଖେଁ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଭିନେ ଭିନେ...

ଜାଲ୍‌ ସାର୍ଟିଫିକେଟ୍‌ଧାରୀ ୨ ଶିକ୍ଷକ ଗିରଫ

ଆସିକା,୬ା୩ (ଡି.ଏନ୍‌.ଏ.)- ଜାଲ୍‌ ସାର୍ଟିଫିକେଟ୍‌ ଦାଖଲ କରି ଶିକ୍ଷକତା କରୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଦୁଇଜଣ ଶିକ୍ଷକଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ମଣ୍ଟାପଡା ହାଇସ୍କୁଲର ସହକାରୀ ଶିକ୍ଷକ ଓକିଲ ବିଷୋୟୀ ଓ କେନ୍ଦୁପଦର ପ୍ରକଳ୍ପ ଉଚ୍ଚ...

ବ୍ୟାଙ୍କରେ ଠକେଇ ଗୁଜବ

ଭଞ୍ଜନଗର,୬।୩(ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳର ଏକ ରାଷ୍ଟ୍ରାୟତ ବ୍ୟାଙ୍କରେ ଠକେଇ ହୋଇଥିବାନେଇ କିଛିଦିନ ହେବ ସୋସିଆଲ ମିଡ଼ିଆରେ ଗୁଜବ ହେଉଛି। ଲୋକେ ବ୍ୟାଙ୍କରେ ବନ୍ଧକ ରଖୁଥିବା ସୁନାରେ ଠକେଇ ହୋଇଥିବା ପ୍ରଚାର ହେଉଛି। ଏହାପୂର୍ବରୁ ଗତ ମାସରେ ଉକ୍ତ ବ୍ୟାଙ୍କ ବିରୋଧରେ...

ମୋବାଇଲ ଟାଓ୍ବାର ବସାଇବା ନାଁରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଠକେଇ

ବାସୁଦେବପୁର,୬।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ସମିଆ ଗ୍ରାମରେ ୩ଟି ମୋବାଇଲ ଟାୱାର ବସାଇବା ନାଁରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ସାମ୍ନାକୁ ଆସିଛି। ଟାୱାର ବସାଇବାକୁ ଟଙ୍କା ଦେଇ ଠକାମିର ଶିକାର ହୋଇଥିବା ଗ୍ରାମର ଲକ୍ଷ୍ମୀଧର ଘୋଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri