ଆମ ଜିଲା ଖବର

ଝାଟିମାଟି କୁରିଆରେ ବିତୁଛେ ଜୀବନ୍‌: ଆବାସ ଯୋଜନାରୁ ବଁଚିତ୍‌ ୮୦ ବଛ୍‌ରିଆ ବୁରୁଧ୍‌

ଅତାବିରା, ୭।୩ (ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ନିଅଁ। ସି ପରିବାରମାନକର ଲାଗି ପ୍ରଧାନମନ୍ତ୍ରୀ ଅବାସ, ଇନ୍ଦିରା ଅବାସ, ବିଜୁ ପକାଘର, ମୋ କୁଡ଼ିଆ ଲେଖେଁ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଭିନେ ଭିନେ...

ଜାଲ୍‌ ସାର୍ଟିଫିକେଟ୍‌ଧାରୀ ୨ ଶିକ୍ଷକ ଗିରଫ

ଆସିକା,୬ା୩ (ଡି.ଏନ୍‌.ଏ.)- ଜାଲ୍‌ ସାର୍ଟିଫିକେଟ୍‌ ଦାଖଲ କରି ଶିକ୍ଷକତା କରୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଦୁଇଜଣ ଶିକ୍ଷକଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ମଣ୍ଟାପଡା ହାଇସ୍କୁଲର ସହକାରୀ ଶିକ୍ଷକ ଓକିଲ ବିଷୋୟୀ ଓ କେନ୍ଦୁପଦର ପ୍ରକଳ୍ପ ଉଚ୍ଚ...

ବ୍ୟାଙ୍କରେ ଠକେଇ ଗୁଜବ

ଭଞ୍ଜନଗର,୬।୩(ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳର ଏକ ରାଷ୍ଟ୍ରାୟତ ବ୍ୟାଙ୍କରେ ଠକେଇ ହୋଇଥିବାନେଇ କିଛିଦିନ ହେବ ସୋସିଆଲ ମିଡ଼ିଆରେ ଗୁଜବ ହେଉଛି। ଲୋକେ ବ୍ୟାଙ୍କରେ ବନ୍ଧକ ରଖୁଥିବା ସୁନାରେ ଠକେଇ ହୋଇଥିବା ପ୍ରଚାର ହେଉଛି। ଏହାପୂର୍ବରୁ ଗତ ମାସରେ ଉକ୍ତ ବ୍ୟାଙ୍କ ବିରୋଧରେ...

ମୋବାଇଲ ଟାଓ୍ବାର ବସାଇବା ନାଁରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଠକେଇ

ବାସୁଦେବପୁର,୬।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ସମିଆ ଗ୍ରାମରେ ୩ଟି ମୋବାଇଲ ଟାୱାର ବସାଇବା ନାଁରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ସାମ୍ନାକୁ ଆସିଛି। ଟାୱାର ବସାଇବାକୁ ଟଙ୍କା ଦେଇ ଠକାମିର ଶିକାର ହୋଇଥିବା ଗ୍ରାମର ଲକ୍ଷ୍ମୀଧର ଘୋଷ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲି ମାଡ଼: ଜଣେ ଅଟକ

ଯୋଡ଼ା,୬।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବାଚୁ ହଣ୍ଟିଠାରେ ଶୁକ୍ରବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଜଣ ବ୍ୟକ୍ତିଙ୍କୁ ଭୁଜାଲି ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ ହୋଇଛି । ସୂଚନାଯୋଗ୍ୟ, ଅପରାହ୍ନରେ ଯୋଡ଼ା ସହରର ବାଚୁ ହଟିଂଠାରେ ରହୁଥିବା ଚତୁର୍ଭୁଜ...

ପୋଖରୀରୁ ଅଖାରେ ବନ୍ଧା ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ଯୋଜନାବଦ୍ଧ ଭାବେ ହତ୍ୟା ସନ୍ଦେହ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଖଡ଼ଗ ନଦୀସେତୁ ନିକଟ ଏକ ପୋଖରୀରୁ ଶୁକ୍ରବାର ଅଖାରେ ବନ୍ଧା ହୋଇଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହୋଇଛି। ମୃତକ କିଲୁପଡ଼ା ଗ୍ରାମର ଯୁଧିଷ୍ଠିର ମଲ୍ଲିକ। ଯୁଧିଷ୍ଠିରଙ୍କ ସ୍ତ୍ରୀ ମୃତଦେହ ଚିହ୍ନଟ କରିବା...

ହନ୍ତୁକ ପଞ୍ଚାୟତ ଅଫିସରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଅଫିସ, ୬।୩: ପୁରୀ ସଦର ବ୍ଲକ ହନ୍ତୁକ ପଞ୍ଜାୟତ ଅଫିସରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୂର୍ବରୁ ବିଭିନ୍ନ ଯୋଜନାରେ ଆସିଥିବା ୧୩ ଲକ୍ଷ ୭୪ ହଜାର ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ...

ଲୋଇସିଂହାରେ ଘୂର୍ଣ୍ଣିଝଡ଼: ବାଉଁଶ ବୁଦା ଉପୁଡ଼ି ଜଣେ ମୃତ, ୩ ଗୁରୁତର

ଲୋଇସିଂହା,୬।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଛି। ତେବେ ବର୍ଷାରୁ ରକ୍ଷା ପାଇବା ଲାଗି କିଛି ଲୋକ ବାଉଁଶ ବୁଦାତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ଅତ୍ୟଧିକ ପବନରେ...

ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍‌ଟିଏଫ୍‌, ୩ ଗିରଫ

ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ମଙ୍ଗଲୂ ମାଲଖାର, ସୁଦର୍ଶନ ମହାନ୍ତି ଏବଂ ପ୍ରଫୁଲ୍ଲ ମେହେର। ସେମାନଙ୍କ ପାଖରୁ ୨ଲକ୍ଷ...

ଭିଜିଲାନ୍ସ ପରେ ଏବେ ଇଡି ସ୍କାନରରେ ଅନାମ

ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରଥମେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ଏବେ ଇଡି ସ୍କାନର୍‌ରେ। ଗତ ଜାନୁୟାରୀ ୨୩ରେ ଗିରଫ ହୋଇ ଫେବୃୟାରୀ ୨୬ରେ ସେ ଜାମିନ ପାଇଥିଲେ। ଏବେ ଯେକୌଣସି ମୁହୂର୍ତ୍ତରେ...

ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ

ଅସ୍ତରଙ୍ଗ,୬।୩(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍‌, ପ୍ରାଣୀ ଓ ମତ୍ସ୍ୟ ବିଭାଗ ଟିମ୍‌ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଜାରି...

ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍‌ ଥିଲା: ମହେଶ୍ୱର

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି ନିଷ୍ପତ୍ତି ଭୁଲ୍‌ ଥିଲା। ଅଧିକ ସୁଧ ଲୋଭରେ ତତ୍‌କାଳୀନ ଶ୍ରୀମନ୍ଦିର ପ୍ରଶାସକ ଟଙ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri