ଆମ ଜିଲା ଖବର

ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍‌ ଥିଲା: ମହେଶ୍ୱର

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି ନିଷ୍ପତ୍ତି ଭୁଲ୍‌ ଥିଲା। ଅଧିକ ସୁଧ ଲୋଭରେ ତତ୍‌କାଳୀନ ଶ୍ରୀମନ୍ଦିର ପ୍ରଶାସକ ଟଙ୍କା...

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ

ପୁରୁଷୋତ୍ତମପୁର,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି । ବିଭିନ୍ନ ପଦବୀ ଲାଗି ସମୁଦାୟ ୯ ଜଣ ନିଜ ନିଜର ସମର୍ଥକ ଓ ପ୍ରସ୍ତାବକଙ୍କୁ ନେଇ ନିର୍ବାଚନ ଅଧିକାରୀ...

ପୋଲ ତଳୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ସାହି କଳିକୁ ନେଇ ହତ୍ୟା ସନ୍ଦେହ

କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳଜାଗର ଗ୍ରାମ ନିକଟରେ ଥିବା ପୋଲ ତଳୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ତଳଜାଗର ଗ୍ରାମର କବି ଦେହୁରି (୫୦) ବୋଲି ଜଣାପଡିଛି। ସାହିରେ ହୋଇଥିବା ଝଗଡାକୁ...

ପଞ୍ଚାୟତ କାର୍ଯ୍ୟାଳୟ ସ୍ଥାନ ନିରୂପଣ ଦାବିରେ ଚାଲିଥିବା ଅନଶନ ପ୍ରତ୍ୟାହୃତ

ବନ୍ତ, ୬।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢୀ ଗ୍ରାମବାସୀ ଗୁରୁବାରଠାରୁ ଅସ୍ଥାୟୀ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ପ୍ରତିଶ୍ରୁତି ପରେ ଶୁକ୍ରବାର ଗ୍ରାମବାସୀ ଅନଶନ ଭଙ୍ଗିଛନ୍ତି। ଅନଶନର...

୨ କିମି ଚାଲି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଯାଉଛନ୍ତି ଶିଶୁ

ଜମନକିରା, ୬।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତ ଫୁଲକୁସମ ପାଇଁ ଆସିଥିବା ଅଙ୍ଗନଓ୍ବାଡି କେନ୍ଦ୍ରଟି ଅନ୍ୟ ସ୍ଥାନରେ ନିର୍ମାଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁମାନଙ୍କୁ ୨ କିଲୋମିଟର ରାସ୍ତା ଯିବାକୁ ପଡ଼ୁଥିବା ବେଳେ ସେମାନେ...

ବିଗୁଡ଼ୁଛି ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍‌ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି...

ସିମେଣ୍ଟ ଉଠି ବାହାରିଛି ଛଡ଼: ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ କାମ ନିମ୍ନମାନର ନେଇ ଅଭିଯୋଗ କଲେ ଅଞ୍ଚଳବାସୀ

ଜମନକିରା,୬।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବଡ଼ମାଳ ଛକ ପିଡବ୍ଲ୍ୟୁଡି ରାସ୍ତାରୁ କୁଚିଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗ (ଆର୍‌ଡି) ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ ନିମ୍ନମାନର ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପୋଲରେ ଲାଗିଥିବା ଛଡ଼ ବାହାରକୁ ବାହାରିଥିବା...

ବୁଲି ଯାଇଥିଲେ ମାଲେସିଆ, କରୋନା ଭୟରେ ଝାରସୁଗୁଡ଼ା ଚିକିତ୍ସାଳୟ ଆସିଲେ ଯୁବକ

ଝାରସୁଗୁଡା ଅଫିସ,୬।୩- କରୋନା ସଂକ୍ରମଣ ବର୍ତ୍ତମାନ ସମଗ୍ର ବିଶ୍ୱ ପାଇଁ ମହାମାରୀ ସାଜିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟ ଏହି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି। ଏହି କ୍ରମରେ ଶୁକ୍ରବାର ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟକୁ ଜଣେ ଯୁବକ କରୋନା...

୧୩ରେ କଂଗ୍ରେସର ବିଶାଳ ଗଣବିକ୍ଷୋଭ

ରାଜନଗର, ୬।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଶାସକ ଦଳ ପକ୍ଷରୁ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି, ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଣ, ବିଭିନ୍ନ ଯୋଜନାରେ ପ୍ରିୟାପ୍ରୀତି ପୋଷଣ ଆଦି ପ୍ରତିବାଦରେ ଆସନ୍ତା ୧୩ ତାରିଖରେ...

କୁଲଡିହା ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ: ଜଣେ ଗିରଫ, ଦୁଇ ଫେରାର

ସଜନାଗଡ଼,୬।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟ ଭିତରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ଗୁରୁବାର ବିଳମ୍ବିତ ରାତିରେ ଶିଆଡ଼ିମାଳ ପଞ୍ଚାୟତର ବଡ଼ନାଳ ଗ୍ରାମର ନାଲୁ ସିଂ ଓ ତାଙ୍କର ଦୁଇ ସହଯୋଗୀ କୁଲଡିହାକୁ ଶିକାର...

ଆଶ୍‌ପାଇପ୍‌ ଫାଟି ଘର ଭିତରେ ପଶିଲା ପାଉଁଶ ପାଣି: କ୍ଷତିପୂରଣ ନ ମିଳିଲେ ରାଜରାସ୍ତାକୁ ଓହ୍ଲାଇବେ ଗ୍ରାମବାସୀ

ତାଳଚେର,୬।୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଟିଟିପିଏସ୍‌ର ଆଶ୍‌ପାଇପ୍‌ ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟିବାରୁ ପାଉଁଶ ପାଣି ରାସ୍ତା ଓ ଲୋକଙ୍କ ଘର ଭିତରେ ମାଡ଼ିଯାଇଛି। ଏନେଇ ଗ୍ରାମବାସୀ ଏକ ପ୍ରକାରର ଭୟଭୀତ ଅବସ୍ଥାରେ ଅଛନ୍ତି । ଘଟଣାସ୍ଥଳରେ ଜଗନ୍ନାଥପୁର ସରପଞ୍ଚ,ପୋଲିସ ଓ...

ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ପାଟଣା,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବନବୀର ଗ୍ରାମର ଜଣେ ୨୨ବର୍ଷୀୟ ଯୁବକ ଗୁରୁବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଦ୍ମଲୋଚନ ମହାନ୍ତଙ୍କ ପୁଅ କାଳୀଚରଣ। ପ୍ରକାଶ ଯେ, ଅପରାହ୍ନରେ କାଳିଚରଣ ନିଜ ଘର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri