ଆମ ଜିଲା ଖବର

ଝଡ଼ତୋଫାନ, କୁଆପଥର ବର୍ଷା

ଆଠମଲ୍ଲିକ, ୪ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରରେ ବୁଧବାର ଅପରାହ୍ନରେ ହଠାତ୍‌ ପ୍ରବଳ ବେଗରେ ପବନ ମାଡ଼ିଆସିବା ସହ କୁଆପଥର ବର୍ଷା ହୋଇ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ସ୍ଥାନରେ ଗଛ ଉପୁଡି ପଡିବା ସହ ବିଦ୍ୟୁତ୍‌ ତାର...

କରୋନା: ଖୋଲିଲା ଆଇସୋଲେଟେଡ୍‌ ୱାର୍ଡ

ଅନୁଗୋଳ ଅଫିସ୍‌, ୫।୩ – କରୋନା ଭାଇରସ୍‌କୁ ନେଇ ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ପରିସ୍ଥିତିକୁ ଦେଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଇସୋଲେସନ୍‌ ୱାର୍ଡ...

ଡାକ୍‌ତରଖାନା ପରିସର ପାଲଟିଛେ ମଶାମାଛିକର ଭୂସରଗ

ଅତାବିରା, ୫।୩ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ଲରମ୍ଭାରେ ଥିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରକେ ବାହାରର ଅସ୍‌କୁରା ପାଏନ୍‌ ପଶୁଛେ। ପରିସରରେ ସବୁବେଲେ ପାଏନ୍‌ ଜମି ରହିବାରଲାଗି ମଶାମାଛିକର ଭୂସରଗ ପାଲଟିଛେ। ଏନ୍‌ତାଥି ପରିବେଶ ପରଦୂଷିତ ହେବାର ସଂଗେ...

ରାଜ୍ୟସ୍ତରରେ ପୁରସ୍କୃତ ହେବ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୫।୩-ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ଏବଂ ମମତା ଯୋଜନା କାର୍ଯ୍ୟାନ୍ବୟନରେ ସଫଳତା ପାଇଁ ରାଜ୍ୟସ୍ତରରେ ପୁରସ୍କୃତ ହେବ ଢେଙ୍କାନାଳ ଜିଲା। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଭୁବନେଶ୍ୱର ଲୋକସେବା ଭବନର କନ୍‌ଭେନ୍‌ସନ ହଲ୍‌ରେ ଆୟୋଜିତ...

ମିଲର ନେଲେନି ଧାନ, ମଣ୍ଡିରେ ଉତ୍ତେଜନା

ଢେଙ୍କାନାଳ ଅଫିସ, ୫।୩ – ମିଲରଙ୍କ ମନମୁଖି କାର୍ଯ୍ୟ ପାଇଁ ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ମଣ୍ଡିରୁ ବୁଧବାର ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଚାଷୀମାନେ ଧାନବସ୍ତା ରଖି ଦୀର୍ଘ ସମୟ ଧରି ଢେଙ୍କାନାଳ-କାମାକ୍ଷାନଗର...

ଖାଏଦ୍‌ ସୁରକ୍ଷା, ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଭାଇବହେନ

ପର୍ଲା, ୫।୩ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ଦିବ୍ୟାଙ୍ଗମାନକର ଲାଗି ମାଲମାଲ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ, କରମ୍‌ଚାରୀକଁର ଅନ୍‌ଦେଖା ଲାଗି ହକ୍‌ଦାର ହିତାଧିକାରୀ ନିଜର ହକ୍‌ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ...

ମା’ ଆଗରେ ଚାଲିଗଲା ପୁଅ ଜୀବନ

କାମାକ୍ଷାନଗର, ୫।୩(ଡି.ଏନ.ଏ.) – ବିବାହ ଭୋଜିରେ ଯୋଗଦେବାକୁ ଖୁସି ମନରେ ବାହାରିଥିଲେ ଘରୁ। ସାଙ୍ଗରେ ଥିଲେ ୫ବର୍ଷର ପୁଅ। ଘଣ୍ଟାଏ ପରେ ପହଞ୍ଚତ୍ଥାନ୍ତେ ବିବାହ ଭୋଜିରେ। ହେଲେ ବିଧିର ବିଧାନ ଥିଲା କିଛି ଅଲଗା। ମୃତ୍ୟୁ ଦୂତ ସାଜି ଆସିଥିବା...

୩ବର୍ଷରେ କେସିସି ବ୍ୟାଙ୍କରେ ୬ କୋଟିର ଦୁର୍ନୀତି ଅଭିଯୋଗ

ଜୟପୁର,୫ା୩(ଡି.ଏନ୍‌.ଏ.) କୋରାପୁଟ କେନ୍ଦ୍ରିୟ ସମବାୟ ବ୍ୟାଙ୍କ (କେସିସିବି)ରେ ଗତ ତିନିବର୍ଷରେ ୬କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏ ନେଇ ରାଜ୍ୟ ଲୋକାୟୁକ୍ତଙ୍କ ନିକଟରେ ମାମଲା ରହିଥିବା ବେଳେ ବୁଧବାର ଆୟୁ୍‌କ୍ତଙ୍କ ନିକଟରେ ପ୍ରତିପକ୍ଷ ହାଜର ହୋଇ ସମସ୍ତ ତଥ୍ୟ ରଖିବାକୁ ପୂର୍ବରୁ...

ଟାଉନ୍‌ହଲ ପରିସର ପାଲଟିଛି ପାର୍କିଂସ୍ଥଳ, ପରିସ୍ରାଗାର

ପାରଳାଖେମୁଣ୍ଡି, ୫ା୩(ସ୍ବ.ପ୍ର.) ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ୧୪ ନଂ. ଓ୍ବାର୍ଡସ୍ଥିତ ଟାଉନ୍‌ହଲ ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ଏଥିରେ ଅହେତୁକ ବିଳମ୍ବ ହେଉଥିବା ଜଣାପଡ଼ିଛି। ଜିଲା ସଦରରେ ସରକାରୀଭାବେ ଏହା ଏକମାତ୍ର ହଲ୍‌। ଏହା ସାଙ୍ଗଠନିକ କାର୍ଯ୍ୟକ୍ରମ ସହ ଉତ୍ସବ କାର୍ଯ୍ୟରେ...

ପୁସ୍ତକମେଳାକୁ ନେଇ ସାହିତି୍ୟକ ମହଲରେ ଅସନ୍ତୋଷ

ଅନୁଗୋଳ ଅଫିସ୍‌, ୫।୩ – ଅନୁଗୋଳରେ ଚାଲିଥିବା ଜିଲାସ୍ତରୀୟ ପୁସ୍ତକମେଳାକୁ ନେଇ ଅନେକ ସାହିତି୍ୟକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲା ପ୍ରଶାସନ ବ୍ୟାନରରେ ଏକ ଏନ୍‌ଜିଓ ପକ୍ଷରୁ ଏହାର ଆୟୋଜନ କରାଯାଇଥିବା ବେଳେ ବହୁ ଷ୍ଟଲ ଫାଙ୍କା ପଡ଼ିଛି। ଅଧିକ...

୫୬୩ କୁଇଣ୍ଟାଲ ମଧ୍ୟାହ୍ନ ଭୋଜନ ଚାଉଳ ଗାଏବ

ନବରଙ୍ଗପୁର,୫ା୩(ବି.ପ୍ର.) ନବରଙ୍ଗପୁର ଜିଲାର କେତେକ ବିଦ୍ୟାଳୟର ଶିକ୍ଷକଙ୍କ ଜାଲ ଦସ୍ତଖତ କରି ଚାଉଳ ଯୋଗାଣ ଏଜେନ୍ସି ମଧ୍ୟାହ୍ନ ଭୋଜନ ଚାଉଳ ଉଭାନ କରି ଦେଇଛନ୍ତି। ବିଦ୍ୟାଳୟକୁ କମ ଚାଉଳ ଯୋଗାଇ ଠିକ ଓଜନର ଚାଉଳ ଯୋଗାଣ ହେଉଥିବା ଘଟଣା ଏବେ ପଦାକୁ...

ବିଦ୍ୟୁତ୍‌ ଫାଶରେ କୁଟୁରା, ଗୟଳ ଶିକାର

ବନ୍ତଳା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଅଧୀନରେ ସୋମବାର ଓ ମଙ୍ଗଳବାର ୧୧ କେଭି ତାରରେ ହୁକ ପକାଇ ଏକ କୁଟୁରା ଓ ଗୟଳ ଶିକାର କରାଯାଇଥିବା ଅଭିଯୋଗ ହୋଇଛି। ଜଗନ୍ନାଥପୁର ଗ୍ରାମ ଛୁଟା ମୁଣ୍ଡା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri