ଆମ ଜିଲା ଖବର

ଆଜିଠୁ ଭଣ୍ଡାରିପୋଖରୀ ମୁନ୍‌ସୀ ମେଳଣ: ସମ୍ପର୍କ ଯୋଡ଼େ ଫଗୁଖେଳ

ଭଣ୍ଡାରିପୋଖରୀ,୫।୩(ଡି.ଏନ.ଏ.)- ଭଦ୍ରକ ଜିଲାର ପ୍ରସିଦ୍ଧ ଭଣ୍ଡାରିପୋଖରୀ ମୁନସୀ ମେଳଣ ଗୁରୁବାରଠାରୁ ଆରମ୍ଭ ହେବ। ଦୁଇଦିନ ଧରି ମେଳଣ ଚାଲିବ। ଏ ନେଇ ପୋଲିସ ଓ ମୁନସୀ ମେଳଣ କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଫଗୁ ରଙ୍ଗରେ ଭିଜିବେ ରାଧାଗୋବିନ୍ଦଜୀଉ...

କାୟା ବିସ୍ତାର କରୁଛି ଜଣ୍ଡିସ୍‌ : ୨୦ ଆକ୍ରାନ୍ତ

ଉଦଳା,୫ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ନୂଆସାହି ଗ୍ରାମରେ ଜଣ୍ଡିସ୍‌ ଆତଙ୍କ ଦେଖାଦେଇଛି। ଗ୍ରାମର ୨୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗ ଦିନକୁ ଦିନ କାୟା ବିସ୍ତାର କରୁଥିବାରୁ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି।...

କୋଇଲା ବୋଝେଇ ବଗି ଛାଡ଼ି ଚାଲିଗଲା ଇଞ୍ଜିନ୍‌

ବସ୍ତା,୫।୩(ଡି.ଏନ.ଏ.)- ଦକ୍ଷିଣ-ପୂର୍ବ ରେଳପଥର ବସ୍ତା ଷ୍ଟେଶନ ନିକଟରେ ବୁଧବାର ସନ୍ଧ୍ୟା ୫ଟା ୫୦ ମିନିଟ୍‌ ସମୟରେ ଏକ କୋଇଲା ବୋଝେଇ ଟ୍ରେନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି । କୋଇଲା ନେଇ ଯାଉଥିବା ଏହି ଟ୍ରେନ୍‌(ନଂ. ୩୨୪୨୧ )ରେ ମୋଟ...

ଡେକାନ ୱାରିୟର୍ସ ଓ ଝାଡ଼େଶ୍ୱର ୱାରିୟର୍ସ ବିଜୟୀ

ବାଲେଶ୍ୱର ଅଫିସ,୫।୩- ବାଲେଶ୍ୱର ସହର ସ୍ଥାନୀୟ ପରମିଟ୍‌ ପଡ଼ିଆରେ ବାଲେଶ୍ୱର ପ୍ରିମିୟର ଲିଗ୍‌ ସିଜନ୍‌-୧୧ର ବୁଧବାର ସପ୍ତମ ଦିନରେ ଦୁଇଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ୍‌ଟି ଡେକାନ ୱାରିୟର୍ସ ଓ ବାଲେଶ୍ୱର ଲାୟନ୍ସ ଏବଂ ଦ୍ୱିତୀୟ ମ୍ୟାଚ୍‌ଟି ଝାଡ଼େଶ୍ୱର...

ସମୁଦ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ

ଛତ୍ରପୁର,୪ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଋଷିକୁଲ୍ୟା ସମୁଦ୍ର ମୁହାଣରେ ମଙ୍ଗଳବାର ପାରାଦ୍ୱୀପର ଏକ ବୋଟ୍‌ରେ ଆସିଥିବା ମତ୍ସ୍ୟଜୀବୀମାନେ ମାରଣାସ୍ତ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାବେଳେ ଋଷିକୁଲ୍ୟା ମୁହାଣ ନିକଟ...

ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା: ରିଟେଲର ନିଲମ୍ବିତ

ତିହିଡ଼ି,୪।୩(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗରେ ରିଟେଲର ମୁରଲୀଧର ମାଝୀଙ୍କୁ ଉପଜିଲାପାଳ ନିଲମ୍ବନ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୫୪ ତା ୩।୩।୨୦ ରିଖରେ ନିଲମ୍ବନ କରାଯାଇଥିବା ସୂଚନା...

ଫକୀରମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: ‘ରାଜନୀତି, ପ୍ରଶାସନଠାରୁ ଶିକ୍ଷାନୁଷ୍ଠାନ ମୁକ୍ତ ରହୁ’

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲା ରେମୁଣା ସ୍ଥିତ ବ୍ୟାସବିହାର ଠାରେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ପୂର୍ବତନ ଅଧ୍ୟକ୍ଷ ତଥା କିଟ୍‌ର ଭାଇସ୍‌ ଚାନ୍ସଲର ପ୍ରଫେସର...

ମରଣଯନ୍ତା ପାଲଟିଛି ୪୯ନଂ ଜାତୀୟ ରାଜପଥ: ଦ୍ୱାରସୁଣୀ ଘାଟିରେ ବସ୍‌କୁ ଧକ୍କା ଦେଇ ଖସିପଡ଼ିଲା ଟ୍ରକ୍‌; ୨ ଗୁରୁତର, ୫ ଆହତ

ବାଙ୍ଗିରିପୋଷି,୪।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। କିଛିଦିନ ହେଲା ଏଠାରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟୁଥିବା ବେଳେ ବୁଧବାର ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ୱାରସୁଣୀ ଘାଟିରେ...

କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଡ. ନୃପରାଜ ସାହୁ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ବରିଷ୍ଠ ଓଏଏସ୍‌ ଅଧିକାରୀ ଡ. ନୃପରାଜ ସାହୁଙ୍କୁ ରାଜ୍ୟ ସରକାର କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି। କୋରାପୁଟଠାରେ ଥିବା କେବିକେ ପ୍ରଶାସକଙ୍କ କାର୍ଯ୍ୟାଳୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ପୂର୍ବରୁ ଭୁବନେଶ୍ୱରଠାରେ...

ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ସୁଦ୍ଧା ହେଉନି ବିଲ୍‌: କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପାତ୍ର

ଗଞ୍ଜାମ,୪।୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଧୀନ ବିଭିନ୍ନ ଓ୍ବାର୍ଡରେ ପ୍ରକଳ୍ପ ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ବିଲ୍‌ ପ୍ରଦାନ କରାଯାଇନାହିଁ। ଏ ନେଇ ଠିକାଦାରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ତୁରନ୍ତ ବିଲ୍‌ ପ୍ରଦାନ ଲାଗି ଠିକାଦାର...

ଚାଲିଥିଲା କଂଗ୍ରେସ କର୍ମୀ ସମ୍ମିଳନୀ: ବିନ୍ଧିଲା ମହୁମାଛି

କୁଆଁରମୁଣ୍ଡା,୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିକଟସ୍ଥ ଡାଇରେକ୍‌ଟର୍ସ ବଙ୍ଗଳାରେ ବୁଧବାର କଂଗ୍ରେସ କର୍ମୀ ସମ୍ମିଳନୀ ଆୟୋଜନ ହୋଇଥିଲା। ଏହି ସମୟରେ ନିକଟ ଜଙ୍ଗଲରୁ ମହୁମାଛି ଉଡ଼ିଆସି କେତେକ କଂଗ୍ରେସ କର୍ମୀଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ୨/୪ ଜଣ ଆହତ ହୋଇଛନ୍ତି।...

ଯେଉଁଠି ଚାକିରି ସେଇଠି ଅବସର: ଜୋର୍‌ ଧରିଲା ବଦଳି ଦାବି

ବାଲିଗୁଡ଼ା,୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀମାନେ ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସୁଥିଲେ ମଧ୍ୟ ସେମାନଙ୍କର ଅନ୍ୟତ୍ର ବଦଳି ହେଉ ନ ଥିବା ଅଭିଯୋଗ ହେଉଛି। ସରକାରୀ ଚାକିରିଆମାନେ ଗୋଟିଏ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri