ଆମ ଜିଲା ଖବର

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ସଜନାଗଡ଼, ୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଡାହିସାହି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ରାତି ପ୍ରାୟ ୯ଟାରେ ଅଗ୍ନିକାଣ୍ଡ ଘଟି ଗ୍ରାମର ବିଦ୍ୟାଧର ମାଣିକଙ୍କ ୨ ବଖରା ଜଳିଯାଇଛି। ଏଥିରେ ଲକ୍ଷାଧିକ...

ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା

ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଅଧିକାରୀ ଓ କର୍ମଚାରୀ ପହଞ୍ଚତ୍ଛନ୍ତି । ହାତୀର...

କଣ୍ଟେନରକୁ ପଛରୁ ଧକ୍କା ଦେଲା ଇଣ୍ଡିକା: ଜଣେ ମୃତ, ତିନି ଗୁରୁତର

ଭଦ୍ରକ ଅଫିସ, ୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା-ଧାମରା ଓଭରବ୍ରିଜ ନିକଟରେ ଇଣ୍ଡିକା ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ବାସୁଦେବପୁର ସୁରେଶରପୁର ଗ୍ରାମର କଟି ମଲ୍ଲିକ ବୋଲି ଜଣାପଡିଛି।...

ବଡ଼ଖଣ୍ଡାଏତା ଷ୍ଟେଶନରେ ରେଳରୋକୋ

କଟକ ସଦର,୪ା୩(ଡି.ଏନ୍‌.ଏ.): ବିଳମ୍ବରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବା ପ୍ରତିବାଦରେ କଟକ-ପାରାଦୀପ ରେଳପଥର ବଡ଼ଖଣ୍ଡାଏତା ଷ୍ଟେଶନରେ ମଙ୍ଗଳବାର ସକାଳେ ଯାତ୍ରୀମାନେ ୨ଘଣ୍ଟା ରେଳରୋକୋ କରିଥିଲେ। ସୂଚନା ଅନୁଯାୟୀ, ପାରାଦୀପ-ଭଦ୍ରକ ଟ୍ରେନ୍‌ ବିଳମ୍ବରେ ବଡ଼ଖଣ୍ଡଏତା ଷ୍ଟେଶନରେ ପହଞ୍ଚିଥିଲା। ଠିକ୍‌ ସେହି ସମୟରେ...

ଅଟକିଲା ନାବାଳିକା ବିବାହ

ନୟାଗଡ ଅଫିସ,୪।୩-ନୟାଗଡ ଜିଲା ଦଶପଲ୍ଲା ବ୍ଲକର ଘୋଳାହାଣ୍ଡି ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବିବାହ ବନ୍ଦ କରାଇବାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ଓ ଚାଇଲ୍ଡ ଲାଇନ ସଫଳ ହୋଇଛନ୍ତି । ସୋମବାର ରାତିରେ ନିର୍ବନ୍ଧ ହୋଇଥିଲା ।...

ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ : ଘର ଭାଙ୍ଗି ଲୁଟିନେଲେ ଉପକରଣ

ରଣପୁର,୪ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ କରାଯାଇ ରବୀନ୍ଦ୍ର ବେହେରାଙ୍କ ପରିବାରକୁ ପ୍ରଥମେ ବାସନ୍ଦ କରାଗଲା। ଆଉ ଏହାର କିଛିବର୍ଷ ପରେ ମଙ୍ଗଳବାର ତାଙ୍କ ଘର ଭାଙ୍ଗି ସମସ୍ତ ଉପକରଣ ଲୁଟି ନେଲେ। ଏପରି କି...

୨୧ ନୁହେଁ ୨୫ରେ ନଗଡ଼ା ଆସିବେ ଲୋକାୟୁକ୍ତ ପ୍ରତିନିଧିଦଳ

ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍‌ଓ୍ବାଇ କେସ୍‌ ନଂ.୪୫୫/୨୦୧୯ରେ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତ କରିବା ପାଇଁ...

ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏଥିରେ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ଅଭିଯୋଗ କ୍ରମେ ପୋଲିସ...

ଦଳିତ ନେତାଙ୍କୁ ଆକ୍ରମଣ ମାମଲା: ଶ୍ରମିକ ନେତା, ୨ଖଣି ଅଧିକାରୀ ନିର୍ଦ୍ଦୋଷରେ ଖଲାସ

ଯାଜପୁର ଟାଉନ/ ଯାଜପୁରରୋଡ, ୪।୪ (ଡି.ଏନ୍‌.ଏ.): ୨୦୦୯ ମସିହା ବହୁ ଚର୍ଚ୍ଚିତ ସାମାଜିକ କର୍ମୀ ବା ଦଳିତ ନେତା ବିଶ୍ୱନାଥ ପାତ୍ରଙ୍କୁ ସୁକିନ୍ଦା ଖଣି ଅଞ୍ଚଳର ଶ୍ରମିକ ନେତା ଓ ଖଣି ଅଧିକାରୀଙ୍କ ଆକ୍ରମଣ ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି।...

ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ ଲେନସ୍ଥିତ ଏକ ଘରେ ପଶି ପରିବାର ଲୋକଙ୍କୁ ଭୟଭୀତ କରାଇ ସୁନାଗହଣା ଓ...

ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି

ଦଶମନ୍ତପୁର,୪ା୩(ଡି.ଏନ୍‌.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ ଗୋରୁ, ଛେଳିଙ୍କୁ ସେଠାରେ ବାନ୍ଧୁଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏ ହେଉଛି ନିଚ୍ଛକ...

ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର

ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ ଜାତୀୟ ରାଜପଥ କାର୍ଯ୍ୟ ସମୟରେ ଯେଉଁ ନିୟମ ରହିଛି, ତାକୁ ଠିକ ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri