ଆମ ଜିଲା ଖବର

ପାଏନ୍‌ ଲାଗି ଦହଗଁଜ୍‌ ୩୪ ପଁଚେତ୍‌ର ୧ ଲାଖ୍‌ ଲୋକ୍‌

ଭବାନୀପାଟଣା, ୪।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ମଦନପୁର ରାମପୁର, ଲାଞ୍ଜିଗଡ଼ ଆର ଥୁଆମୂଳ ରାମପୁର ବ୍ଲକର ଅତଡ଼ିଆ ଅଂଚଲମାନକେ ଥିବାର ଗଁାଗଁଡ଼ାର ଲୋକ୍‌ ଏଭ୍‌ଠାନୁ ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ହେଲେନ। ଆଗ୍‌କେ ଖରାଦିନ ମାଡ଼ି ଆସୁଛେ। ପରଶାସନ ଏଭ୍‌ଠାନୁ...

ବସୁନ୍ଧରା, ଆବାସ ଯୋଜନାରୁ ବଁଚିତ୍‌ ମୋହନ

ଅତାବିରା, ୪।୩ (ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସରକାରୀ ଯୋଜନା ଭଁଡ଼ାରରେ ଛୁଆ ଜନମ୍‌ ହେଲାନୁ ମଲା ଲୁକ୍‌କର ଶୁଧି କାଯ୍‌ ତକ ସାହାଯ୍‌ ଦେବାର ବେବସ୍‌ତା ରହିଛେ।...

ଫାଣ୍ଡି ହେଲା ଥାନା, ସ୍ଥିତି ଯେମିତିକି ସେମିତି

ମୁରିବାହାଲ, ୪।୩ (ଡି.ଏନ୍‌.ଏ.) – ରାଜ୍ୟ ସରକାର ଗ୍ରାମାଞ୍ଚଳରୁ ସହର ପର୍ଯ୍ୟନ୍ତ ଆଇନଶୃଙ୍ଖଳା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ପୋଲିସ ସେବାକୁ କ୍ରିୟାଶୀଳ କରୁଛନ୍ତି। ନୂତନ ଥାନା ଓ ଫାଣ୍ଡି ଖୋଲା ଯାଉଛି। ଏହିକ୍ରମରେ ବଲାଙ୍ଗୀର ଜିଲା ମୁରିବାହାଲ ଫାଣ୍ଡିକୁ...

ବିନା ହେଲମେଟ୍‌ରେ ବାଇକ୍‌ ଚାଳନା, ପୋଲିସ ଏସ୍‌ଆଇଙ୍କୁ ହଜାରେ ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୪ା୩ – ମଙ୍ଗଳବାର ବିନା ହେଲମେଟ୍‌ରେ ବାଇକ୍‌ ଚଳାଉଥିବା ଜଣେ ପୋଲିସ ସବ୍‌ଇନ୍ସପେକ୍ଟର ୧ହଜାର ଟଙ୍କା ଜରିମାନା ଗଣିଛନ୍ତି ା ଏହି ଜରିମାନା ପୋଲିସ କି ଆରଟିଓ ବିଭାଗ କାଟି ନାହିଁ ା ସମ୍ପୃକ୍ତ ପୋଲିସ ସବ୍‌ଇନ୍ସପେକ୍ଟର...

ଅସାହାକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଲାଠୋର, ୪।୩ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍‌ ଅଧୀନ ଖର୍ଲି ଗଁାର ବୁରୁଧ୍‌ ଦମ୍ପତି ବସୁ ସାଗର ଆର ତାକର ମାଏକିନା ବଡ଼ ସାଗର। ସେନ୍‌ତା ଇ ବ୍ଲକ ଅଧୀନ କୁଇବାହାଲ ପଁଚେତ୍‌ ବାଞ୍ଜିପାଲି ଗଁାର ଦିବ୍ୟାଙ୍ଗ...

ପଶ୍ଚିମ ଓଡ଼ିଶାରେ ଦ୍ୱିତୀୟ ରାଜଧାନୀ କର: ଭକ୍ତ ଦାସ

ବଲାଙ୍ଗୀର ଅଫିସ, ୪ା୩-ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ସହରରେ ରାଜ୍ୟର ଦ୍ୱିତୀୟ ରାଜଧାନୀ କରାଯାଉ ବୋଲି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଦାବି କରିଛନ୍ତି ା ବଲାଙ୍ଗୀର ସାମ୍ବାଦିକ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ...

ଖୁଚୁରା ମଦ ଦୋକାନ ଖୋଲିବାକୁ ବିରୋଧ

ଛେଣ୍ଡିପଦା,୪।୩(ସ୍ବ.ପ୍ର.) – ଛେଣ୍ଡିପଦା ଥାନା ପାଟକୁମୁଣ୍ଡା ପଞ୍ଚାୟତ ଭାଲୁଖାଇଢ଼ିପ ଠାରେ ପ୍ରସ୍ତାବିତ ଖୁଚୁରା ମଦ ଦୋକାନ ପାଇଁ ପ୍ରକାଶିତ ବିଜ୍ଞପ୍ତିକୁ ବିରୋଧ କରିଛି ଭାଲୁଖାଇଢ଼ିପ ଆଞ୍ଚଳିକ ମହିଳା ମଞ୍ଚ। ଏ ନେଇ ମଙ୍ଗଳବାର ମଞ୍ଚ ସଭାନେତ୍ରୀ ଟୁନୀ ସାହୁଙ୍କ ଆବାହକତ୍ୱରେ...

ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ୍‌

ଆଠମଲ୍ଲିକ,୪।୩(ଡି.ଏନ.ଏ.)-୨୦୧୬ରେ ୩ ଶିଶୁପୁତ୍ରଙ୍କୁ କୂଅରେ ଫିଙ୍ଗି କରାଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ମଙ୍ଗଳବାର ଅନୁଗୋଳ ଜିଲା ଆଠମଲ୍ଲିକ ଆଡିଶନାଲ୍‌ ସେସନ୍‌ ଜଜ୍‌ ଏସ୍‌.ଆର୍‌. ସାମନ୍ତ ଅଭିଯୁକ୍ତା ମା’ ଶୋଭାଙ୍ଗିନୀ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ...

ରାଜାଘର ସୁନାମାଳ କହି ୪ ଲକ୍ଷ ଠକେଇ

ଅନୁଗୋଳ ଅଫିସ୍‌, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା ଅଞ୍ଚଳର ଶତ୍ରୁ ମୋହନ ପ୍ରଜାପତି(୩୩)ଙ୍କୁ ମଙ୍ଗଳବାର ଅନୁଗୋଳ ପୋଲିସ ଗିରଫ କରିଛି। ସମସ୍ତ...

ପଟୁରେ ପୋତିହେଲାଣି ଆଉଁଳି

ଛେଣ୍ଡିପଦା, ୪ା୩(ସ୍ବ.ପ୍ର.) – ଅଣଜଳସେଚିତ ଜମିକୁ ଜଳସେଚିତ କରି ଚାଷୀଙ୍କ ମୁହଁରେ ହସ ଫୁଟାଇବାକୁ ଦୀର୍ଘ ୫୦ ବର୍ଷ ତଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆରମ୍ଭ ହୋଇଥିଲା ଆଉଁଳି ଜଳସେଚନ ପ୍ରକଳ୍ପ। ହେଲେ ଏହି ଦୀର୍ଘବର୍ଷ ମଧ୍ୟରେ ଉପଯୁକ୍ତ...

ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି। ଘଟଣା ସ୍ଥଳରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମ୍ନମାନର କାମ ଯୋଗୁ...

ପୋଷ୍ୟ ଗ୍ରାମର ବିକାଶ ଚିନ୍ତା

ଭୁବନ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରମାନେ ୫ ପୋଷ୍ୟ ଗ୍ରାମରେ ଦୁଇଦିନ ଧରି ବାଣ୍ଟିଛନ୍ତି ସଚେତନ ବାର୍ତ୍ତା। ଗ୍ରାମବାସୀ କିପରି ନିରୋଗ ରହିବେ, ପିଲାମାନଙ୍କୁ ବିଦ୍ୟାଳୟ ମୁହଁା କରାଇବେ ଏବଂ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri