ଆମ ଜିଲା ଖବର

ଗଣମାଧ୍ୟମ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ

କେନ୍ଦ୍ରାପଡା ଅଫିସ, ୩।୩: ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ। ଗ୍ରାମାଞ୍ଚଳରେ କାର୍ଯ୍ୟରତ ଖବରଦାତାମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ପ୍ରଚାର ପ୍ରସାର କରି ଲୋକଙ୍କ ନିକଟରେ ପହଞ୍ଚାଇଥାନ୍ତି। ଯୋଜନାର ତ୍ରୁଟି ବିଚ୍ୟୁତିକୁ ପ୍ରକାଶ କରି ପ୍ରଶାସନକୁ ସଜାଗ ଓ...

‘ଗାଁ ନାଟକରୁ ମିଳିଥିଲା ପ୍ରେରଣା’

ସିମୁଳିଆ, ୩।୩(ସନ୍ତୋଷ କୁମାର ନାୟକ)-କଲମ ମୁନରେ ସମାଜରେ ସଂସ୍କାର ଆଣିହେବ। ଏନେଇ ଅହରହ ପ୍ରୟାସ ଜାରି ରଖିଛନ୍ତି ନାଟ୍ୟକାର ନବଘନ ରାଉଳ। ଜଣେ ବାସ୍ତବବାଦୀ ଲେଖକ ରୂପେ ସେ ନିଜର ପରିଚୟ ସୃଷ୍ଟି କରିଛନ୍ତି ା ଓଡ଼ିଶା ଯାତ୍ରା ଜଗତର...

ବିଧାନସଭାରେ ନୀରବ ଜନପ୍ରତିନିଧି

ଯାଜପୁର ଅଫିସ,୩ା୩: ଯାଜପୁର ଜିଲାରେ ପ୍ରାୟ ୧୮ହଜାର ହେକ୍ଟର ଜମିରେ ପନିପରିବା ଚାଷ ହେଉଛି। ଏଠାରୁ ପନିପରିବା ଜିଲା ତଥା ରାଜ୍ୟ ବାହାରକୁ ମଧ୍ୟ ରପ୍ତାନୀ ହେଉଛି। କିନ୍ତୁ ଜିଲା କୃଷି ଓ ଉଦ୍ୟାନ ବିଭାଗର ଦୂରଦର୍ଶିତା ଓ ଆନ୍ତରିକତା...

ଯୁବତୀଙ୍କ ଘର ଜାଳିଦେଲେ ଯୁବକ

ଯାଜପୁର ଅଫିସ,୩ା୩: ଏକାଧିକ ଥର ପ୍ରେମ ନିବେଦନ କରି ବିଫଳ ହେବା ପରେ ଯୁବତୀଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି ଜଣେ ଯୁବକ। ଏହି ଘଟଣା ସମଗ୍ର ଯାଜପୁର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଯୁବତୀଙ୍କ ପରିବାର ପକ୍ଷରୁ...

୧୦୨ ଠିକା ଶ୍ରମିକଙ୍କୁ ଛଟେଇ

ଯାଜପୁର ଅଫିସ,୩ା୩:କଳିଙ୍ଗନଗରଠାରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାର ଘରୋଇକରଣ ପ୍ରତିବାଦରେ ନିଳାଚଳ ବଞ୍ଚାଅ ମିଳିତ ମଞ୍ଚ ପକ୍ଷରୁ କାରଖାନା ସମ୍ମୁଖରେ ଗଣଧାରଣା ସୋମବାର ୫୧ ଦିନରେ ପହଞ୍ଚିଛି। ଇତିମଧ୍ୟରେ ସରକାର, ଜିଲା ପ୍ରଶାସନ କିମ୍ବା ନିଳାଚଳ...

କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ନାହାନ୍ତି, ଫେରୁଛନ୍ତି ରୋଗୀ

କୁଜଙ୍ଗ,୩ା୩(ଡି.ଏନ.ଏ.): କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେହ ଶତାଧିକ ରୋଗୀ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ଗୁରୁତର ରୋଗୀ ରହୁଛନ୍ତି। ହେଲେ ଏଠାକୁ ଆସୁଥିବା ରୋଗୀ ଚିକିତ୍ସା ସେବା ନ ପାଇ ନିରାଶରେ ଫେରୁଛନ୍ତି। କାରଣ ଏଠାରେ ଆବଶ୍ୟକ ସଂଖ୍ୟକ ଡାକ୍ତର...

କେନ୍ଦୁପତ୍ର କର୍ମଚାରୀ ସଂଘର ଧାରଣା

ଫୁଲବାଣୀ ଅଫିସ/ ଫିରିଙ୍ଗିଆ,୩ା୩ କେନ୍ଦୁପତ୍ର ତୋଳାଳି, ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ୭ ଦଫା ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ସୋମବାରଠାରୁ ୨ଦିନିଆ ଧାରଣା ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ କେନ୍ଦୁପତ୍ର ରେଞ୍ଜ ସମ୍ମୁଖରେ ଏହି ଧାରଣା...

ପ୍ରକଳ୍ପ ଅସମ୍ପୂର୍ଣ୍ଣ, ଜଳ ଅପେକ୍ଷାରେ ବ୍ରହ୍ମପୁରବାସୀ

ବ୍ରହ୍ମପୁର ଅଫିସ,୩ା୩ – ବ୍ରହ୍ମପୁରରେ ଏଣିକି ଖରାଦିନେ ଦୂର ହେବ ପାନୀୟ ଜଳ ସଙ୍କଟ। ସହରବାସୀଙ୍କ ପ୍ରତ୍ୟେକ ଘରକୁ ହେବ ୨୪ ଘଣ୍ଟିଆ ଜଳଯୋଗାଣ ସୁବିଧା । ଏଭଳି କେତେକ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯...

୨୫ ପୀଠର ବିକାଶ ଆଶା ଉଜ୍ଜୀବିତ

ଜଗତ୍‌ସିଂହପୁର ଅଫିସ, ୩ା୩: କଳା, ସଂସ୍କୃତି, ଶିକ୍ଷା ଆଦି କ୍ଷେତ୍ରରେ ଜଗତ୍‌ସିଂହପୁରର ସ୍ବତନ୍ତ୍ରତା ରହିଛି। ଏହାବାଦ୍‌ ମା’ ଶାରଳା ମନ୍ଦିରଠାରୁ ଗୋରେଖନାଥ ପୀଠ ପର୍ଯ୍ୟନ୍ତ ଅନେକ ଧାର୍ମିକ ମଠ, ମନ୍ଦିର ଜିଲାର ଗାରିମା ବଢାଇଛି। କିନ୍ତୁ ଏସବୁର ବିକାଶ ଆଶାଜନକ...

ମିଳିତ ଅଭିଯୋଗ ଶୁଣାଣିରେ ଅବ୍ୟବସ୍ଥା

ଛତ୍ରପୁର,୩ା୩(ଡି.ଏନ.ଏ.) ମାସର ପ୍ରଥମ ସୋମବାର ଛତ୍ରପୁରଠାରେ ଜିଲାପାଳ ଓ ଗଞ୍ଜାମ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି ା କେବଳ ଛତ୍ରପୁର ସବଡିଭିଜନ ନୁହେଁ ଜିଲାର ସମସ୍ତ ଅଞ୍ଚଳରୁ ଲୋକେ ଏହି ଶିବିରକୁ ଆସି ନିଜ ନିଜ...

ଆର୍‌ଟିଓ ଯାଞ୍ଚ ଜୋରଦାର

ଢେଙ୍କାନାଳ ଅଫିସ,୩।୩ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ ଏବଂ ଆଞ୍ଚଳିକ ପରିବହନ ବିଭାଗ (ଆର୍‌ଟିଓ)। ଏହି ପରିପ୍ରେକ୍ଷୀରେ କଟକଣା ଜାରି ହେବାର ଦ୍ୱିତୀୟ ଦିନରେ...

କ’ଣ ହେବ କୋଟିଏ

ଢେଙ୍କାନାଳ ଅଫିସ, ୩।୩ ରାଜସ୍ବ ଆଦାୟର ଅନ୍ୟତମ ପନ୍ଥା ପର୍ଯ୍ୟଟନ ଶିଳ୍ପ। ବିଳମ୍ବରେ ହେଲେ ମଧ୍ୟ ଏ କଥାକୁ ହୃଦୟଙ୍ଗମ କରିଛନ୍ତି ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ନିଜର ପଞ୍ଚମ ପାଳି ଶାସନରେ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଉପରେ ଫୋକସ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri