ଆମ ଜିଲା ଖବର

ବିପଦ ସୃଷ୍ଟି କରୁଛି ଶୁଖିଲା ଗଛ

ଅନୁଗୋଳ ସହର,୨।୩ (ଡି.ଏନ.ଏ.)  ଅନୁଗୋଳ ସହର ସଭାଘର ସମ୍ମୁଖ ତଥା ଷ୍ଟାଡିୟମ ନିକଟରେ ଥିବା ଗୋପବନ୍ଧୁ ପାର୍କକୁ ନେଇ ଏବେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ପାର୍କରେ ଥିବା ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା କେତେବେଳେ କାହା ଉପରେ...

ଦିନରେ ଆର୍‌ଟିଓ, ରାତିରେ ପୋଲିସ

ଅନୁଗୋଳ ଅଫିସ୍‌, ୨।୩: ୬ ମାସର କୋହଳ ପରେ ମାର୍ଚ୍ଚ ୧ରୁ ରାଜ୍ୟରେ କଡାକଡ଼ି ଲାଗୁ ହୋଇଛି ସଂଶୋଧିତ ମୋଟରଯାନ ଆଇନ। ଏ ନେଇ ରବିବାର ପୋଲିସ ଓ ଆରଟିଓ ପକ୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି କରାଯାଇଛି। ତେବେ ଅନୁଗୋଳରେ ଦିନତମାମ...

କୋର୍ଟରେ ୧୦ କୋଟିର କ୍ଷତିପୂରଣ ମାମଲା

ଢେଙ୍କାନାଳ ଅଫିସ, ୨।୩: ଡାକ୍ତରଙ୍କ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ନବଜାତ ଶିଶୁକନ୍ୟାର ହାର୍ଟରେ ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ମହାବୀର ବଜାରରେ ରହୁଥିବା ସାର୍ଥକ ପଟ୍ଟନାୟକ ଏବଂ ତାଙ୍କ ସ୍ତ୍ରୀ ଶୁଚିସ୍ମିତା। ଏ...

୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ କାୟାକଳ୍ପ ପୁରସ୍କାର

ଛତ୍ରପୁର,୨ା୩(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ସ୍ବଚ୍ଛତା ଓ ସଂକ୍ରମଣ ନିୟନ୍ତ୍ରଣ ପଦକ୍ଷେପକୁ ଦେଖି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରତିବର୍ଷ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଉଛି। ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ...

ପାଳିରେ ଯୋଗାଯାଉଛି ବିଜୁଳି

ତାଳଚେର,୨ା୩(ନି.ପ୍ର.) ତାଳଚେର ବ୍ଲକ ଚାଇଁପାଳ ଡିଭିଜିନ ଅନ୍ତର୍ଗତ ପାଲଲହଡ଼ା ସବ୍‌ଡିଭିଜନର କଣିହାଁ ବ୍ଲକ ପରାବିଲ ସେକ୍ସନରେ ଥିବା ପାୱାର ଟ୍ରାନ୍ସଫର୍ମର ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା କଣିହାଁ ବ୍ଲକର ୧୦ଟି ପଞ୍ଚାୟତ ବାସିନ୍ଦା ହଇରାଣ...

ପଲିଥିନ ତଳେ ବାଉଁଶକଣ ଅଗ୍ନିବିପନ୍ନ

ଭୁବନ, ୨ା୩(ଡି.ଏନ.ଏ.) ଅଗ୍ନିକାଣ୍ଡରେ ଜଳିଯାଇଛି ସବୁକିଛି। ଅଙ୍ଗାର ପାଲଟିଯାଇଛି ୫ପରିବାରର ସ୍ବପ୍ନ। ପିନ୍ଧିଥିବା ଲୁଗା ଛଡ଼ା ଆଉ କିଛି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ଖଣ୍ଡିଏ ଖଣ୍ଡିଏ ପଲିଥିନ ତଳେ ଶୀତ କାକରରେ ପଡ଼ିଛନ୍ତି ଅଗ୍ନିବିପନ୍ନ। ଅନ୍ୟପଟେ ଦୁର୍ଘଟଣାର ୩ଦିନ ପରେ...

ବାଲ୍ୟବିବାହ ଅଭିଯୋଗ ପାଇ ପ୍ରଶାସନର ଚଢାଉ

ଦିଗପହଣ୍ଡି,୨ା୩(ଡି.ଏନ୍‌.ଏ.) ଦିଗପହଣ୍ଡି ବ୍ଲକର ଏକ ଗାଁରେ ବାଲ୍ୟବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ରାଜ୍ୟ ମହିଳା ଓ ଶିଶୁକଲ୍ୟାଣ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା...

ବନ୍ଦ ହେବ ରାଜ୍ୟର ୧୦ ଦୂରଦର୍ଶନ ରିଲେ ସେଣ୍ଟର

ଭଞ୍ଜନଗର,୨।୩(ଡି.ଏନ୍‌.ଏ.) ବୈଦ୍ୟୁତିକ ଗଣମାଧ୍ୟମ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଦୂରଦର୍ଶନ ଧିରେଧିରେ ଲୋକଙ୍କଠାରୁ ଦୂରେଇ ଯାଉଛି। ଘରୋଇ ଚ୍ୟାନେଲ ଆଗରେ ପ୍ରସାର ଭାରତୀ ଦୂରଦର୍ଶନ ଗ୍ରାହକଙ୍କ ଚାହିଦାକୁ ପୂରଣ କରିବାରେ ବିଫଳ ହେଉଛି। ତେଣୁ ସହରାଞ୍ଚଳରେ ଲୋକ ପ୍ରାୟ ଦୂରଦର୍ଶନ ଦେଖୁନାହାନ୍ତି।...

ପ୍ରଥମ ଦିନରେ ୨ ଲକ୍ଷ ଟଙ୍କାର ଜରିମାନା ଚାଲାଣ

ବ୍ରହ୍ମପୁର ଅଫିସ ,୨ା୩: ବ୍ରହ୍ମପୁର ସହରରେ ରବିବାରରୁ ଯାନବାହନ ଯାଞ୍ଚ କଡାକଡି କରାଯାଇଛି। ସହରର ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ ଟ୍ରାଫିକ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ରାତି ୧୦ଟା ସୁଦ୍ଧା ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ୨ ଲକ୍ଷ ଟଙ୍କା ଜରିମାନା...

ସରକାରୀ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ସ୍ନେହଲତା

ବିନିକା, ୨।୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁ ଗିରିଟିକ୍ରା ପଡ଼ାର ସ୍ବର୍ଗତ ବିହାରୀ କ୍ଷେତୀ ଆର ରଇବାରୀକଁର ଝି’ ହେଉଛନ୍‌ ସ୍ନେହଲତା କ୍ଷେତୀ(୨୮)। ଜନ୍‌ମୁ ତାକର ଆଏଁଖ୍‌ ଠିକ୍‌ରେ ନାଇଁ ଦିଶ୍‌ବାର। ସୁଆସ୍‌ତିଅ ବିଭାଗ ତାହାକୁ...

ବେଳାଭୂମିରୁ ମୃତ ସାର୍କ ମାଛ ଉଦ୍ଧାର

ଚିକିଟିି,୨ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ସୁନପୁର ବେଳାଭୂମିରୁ ରବିବାର ଏକ ମୃତ ସାର୍କ ମାଛକୁ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଲାନ କୁମାର ନାୟକ ଉଦ୍ଧାର କରିଛନ୍ତି। ମାଛଟି ସମୁଦ୍ର ଲହଡ଼ିରେ କୂଳରେ ଲାଗିଥିଲା। ଏହାକୁ ଦେଖି ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଠେଲି ଦେଇଥିଲେ। କିନ୍ତୁ...

ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ

ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍‌ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri