ଆମ ଜିଲା ଖବର

ଚୋର ଧରିବାକୁ ବୁଲିଲା ଖଟ

ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅସୁରା ଗ୍ରାମରେ ଏଭଳି ଦେଖିବାକୁ ମିଳିଥିଲା। ୪ ଜଣ ଏକ ଖଟକୁ...

ଆଦିବାସୀ ହସ୍ତଶିଳ୍ପ କଳାର ବଢୁଛି ଆଦୃତି

ବାଲେଶ୍ୱର ଅଫିସ, ୨।୩ (ମାନସ ବିଶ୍ୱାଳ)-ଜଙ୍ଗଲ ସହିତ ଆଦିବାସୀଙ୍କ ସଂସ୍କୃତି, ଜୀବନଜୀବିକା ଜଡ଼ିତ। ବନଜାତ ସାମଗ୍ରୀକୁ ନେଇ ସେମାନେ ସୁନ୍ଦର ହସ୍ତକଳା ପ୍ରଦର୍ଶନ କରି ଆସୁଛନ୍ତି। ଏହି ପୁରାତନ କଳାର ନବୀକରଣ ପରେ ସବୁଠି ବଢିଛି ଏହାର ଆଦୃତି ଓ...

ଶ୍ରୀମନ୍ଦିରରେ ସହଜ ଦର୍ଶନର ନୂଆ ଉପାୟ

ପୁରୀ ଅଫିସ,୨।୩: ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ଅନେକ ଭିଆଇପି ଏବଂ ଭିଭିଆଇପି ବି ରହୁଛନ୍ତି। ସେମାନଙ୍କୁ ସହଜରେ ଦର୍ଶନ ସୁବିଧା ଯୋଗାଇଦେବା ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି।...

୨ ଗୋଡ ହରାଇ ହାରିନାହାନ୍ତି ଗଦାଧର, ସରକାରୀ ସହାୟତା ପାଇଲେ ଜାତୀୟସ୍ତରରେ ଖେଳିବାକୁ ଇଚ୍ଛା

ଶେରଗଡ,୨ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ଗ୍ରାମର ଦିବ୍ୟାଙ୍ଗ ଯୁବକ ଗଦାଧର ସାହୁ (୨୬)। ଦିବ୍ୟାଙ୍ଗ ହୋଇ ମଧ୍ୟ ସେ ଚଳିତ ବର୍ଷ ଗଞ୍ଜାମ ଜିଲାସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା (ଦିବ୍ୟାଙ୍ଗ)ରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। ଗତ ୧୪...

ନରସିଂହ ବନ୍ଧ, ସ୍ନାନଘାଟରେ ଗଣସଫେଇ

ବଲାଙ୍ଗୀର ଅଫିସ, ୨ା୩: ଜିଲା ଚିତ୍ରଗୁପ୍ତ କଲ୍ୟାଣ ସମିତି ତଥା ବଲାଙ୍ଗୀର କରଣ ସମାଜ ପକ୍ଷରୁ ରବିବାର ସ୍ଥାନୀୟ ନରସିଂହ ବନ୍ଧର ମୁଖ୍ୟ ସ୍ନାନଘାଟରେ ଗଣସଫେଇ ଅନୁଷ୍ଠିତ ହୋଇଛି ା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ପ୍ରତ୍ୟୁଷରୁ କରଣ ସମାଜ ସହ...

ଦାଦନ ଯାଇ ନାବାଲକ୍‌ ପୁଓ ନିଖୋଜ: ଫିରବାର ବାଟ୍‌କେ ଚାହିଁ ଛନ୍‌ ମା’ବାପ୍‌

ସିନାପାଲି,୨।୩ (ଡି.ଏନ୍‌.ଏ.)- ପରିବାରକେ ଦାନା ଯୁଗାବାର ଲାଗି ପୁଓ ଦାଦନ୍‌ ଖଟିଯାଇଛେ। ସେ ଘରୁ ଯିବାର ଆଏଜ୍‌କେ ୬ ମାସ୍‌ ବିତିଗଲାନ। ଯାଇଛେ ଯେ ଆର ଫିରବାର ନାଇଁ। ତାର କିଛି ଖୋଜ୍‌ଖବର ନାଇଁ, ଫୋନ୍‌ କଲେ ନାଇଁ ଲାଗ୍‌ବାର।...

ଜୀବନ ସଂଗ୍ରାମରେ ଶତ୍ରୁଘ୍ନ: ୨ କିଡ୍‌ନୀ ନଷ୍ଟ, ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଜଗତ୍‌ସିଂହପୁର ଅଫିସ,୨ା୩: ମାତ୍ର ୩୬ ବର୍ଷ ବୟସରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି ଜଗତ୍‌ସିଂହପୁର ବ୍ଲକ ଅଧୀନ ଖଇରଙ୍ଗ ପଞ୍ଚାୟତ ନୂଆପାଟଣାର ଶତ୍ରୁଘ୍ନ ନାଥ। ମୁଲ ଲାଗି ପରିବାର ପୋଷଣ କରୁଥିବା ଶତ୍ରୁଘ୍ନ ୪...

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ ଉଦ୍ୟମ, ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୨ା୩: ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ କରିବାକୁ ଉଦ୍ୟମ କରି ରବିବାର ଜଣେ ଯୁବକ ଗିରଫ ହେବା ସହ କୋର୍ଟ ଚାଲାଣ ହୋଇଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଧୂଆଁପାରିର ହିରଣ୍ମୟ ବାରିକ ଓରଫ ଶଙ୍କର। ପୋଲିସ ସୂଚନା...

ଜିଲାରେ ଗାଡ଼ି ଚେକିଂ କଡ଼ାକଡ଼ି

ବାରିପଦା ଅଫିସ, ୧ା୩- ନୂଆ ମୋଟର ଯାନ ଆଇନ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ ହୋଇଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଓ ଆରଟିଓ ବିଭାଗ ପକ୍ଷରୁ ଗାଡ଼ି ଚେକିଂ କରାଯାଇଥିଲା। ସହରର ପାଲବଣି ଗୋଲେଇ...

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବାରିପଦା ଅଫିସ, ୧ା୩- ବାରିପଦା ମଣ୍ଡଳ କାରାଗାରରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ଜିଲା ସିକମପୁର ଅଞ୍ଚଳର ସୁରଜ ନାଥ (୪୫)। ସୂଚନା ଅନଯାୟୀ, କିଛି ବର୍ଷ ତଳେ ସୁରଜ ମୟୂରଭଞ୍ଜ ଜିଲା...

୩ରୁ ପଞ୍ଚାୟତ ଅସ୍ଥାୟୀ କର୍ମଚାରୀଙ୍କ ଆନ୍ଦୋଳନ

ଆର.ଉଦୟଗିରି,୧ା୩(ଡି.ଏନ.ଏ.)-ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କ ଦାବି ପୂରଣ ନିମନ୍ତେ ସରକାର ପଦକ୍ଷେପ ନେଉ ନ ଥିବାରୁ ଆନ୍ଦୋଳନ କରିବାକୁ ସଜବାଜ ହେଉଛନ୍ତି। ଗଜପତି ଜିଲାର ରାଇଗଡ, ନୂଆଗଡ ଓ ଆର.ଉଦୟଗିରି...

ଜାଲ ନୋଟ ଜବତ, ୨ ଗିରଫ

ପୁରୁଷୋତ୍ତମପୁର,୧ା୩(ଡି.ଏନ.ଏ.)-ପୁରୁଷୋତ୍ତମପୁର ପୋଲିସ ଜାଲ ନୋଟ କାରବାର ଅଭିଯୋଗରେ ୨ ଜଣ ଯୁବକଙ୍କୁ ଶନିବାର ଗିରଫ କରିଥିଲା। ସେମାନେ ହେଲେ ପୁରୁଷୋତ୍ତମପୁର ଥାନା ଶାଶନପଲ୍ଲୀ ଗ୍ରାମର କେ.ଶୁରେଶ ପାତ୍ର ଓ କେ.ନୂଆଗାଁ ଥାନା ଚିକିଟିପେଣ୍ଠ ଗ୍ରାମର ଭୈରବ କୁମାର ସାହୁ। ଉଭୟଙ୍କଠାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri