ଆମ ଜିଲା ଖବର

ମାନସିକ ଭାରସାମ୍ୟ ହରାଇ ବିଧବା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାଟଣା,୨୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗଁାର ଜଣେ ବିଧବା ମହିଳା ଶୁକ୍ରବାର ବିଳମ୍ବିତ ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଉକ୍ତ ମହିଳା ଜଣକ ହେଲେ ରୁନି ନାୟକ। ଖବର ପାଇ ଶନିବାର ସକାଳେ...

ମହାପ୍ରଭୁଙ୍କୁ ଦର୍ଶନ କଲେ ଶାହା

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶନିବାର ସକାଳ ୮ଟା ୧୦ରେ ଶାହା ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ କୁମାର, ଜିଲାପାଳ ବଳଓ୍ବନ୍ତ ସିଂହ ପ୍ରମୁଖ ପ୍ରଶାସନୀକ ଅଧିକାରୀଙ୍କ...

ରାଜରାସ୍ତାରେ ମହିଳାଙ୍କ ପ୍ରସବ

ଭଦ୍ରକ ଅଫିସ,୨୯।୨: ଭଦ୍ରକ ବନ୍ତ ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ରାଜରାସ୍ତାରେ ଜଣେ ବିକୃତ ମସ୍ତିଷ୍କ ମହିଳା ପ୍ରସବ ଯନ୍ତ୍ରଣାରେ ଛଟପଟ ହୋଇ ଏକାକି ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। କିଛି ଯୁବକଙ୍କ ଉଚିତ ପଦକ୍ଷେପ ଯୋଗୁ ବଞ୍ଚିଲେ ମାଆ...

ଗାନ୍ଧୀ ବିଶେଷାଙ୍କ ଲୋକାର୍ପିତ କଲେ ରାଜ୍ୟପାଳ

ପୁରୀ ଅଫିସ,୨୯।୨: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ତ୍ରୈମାସିକ ସାହିତ୍ୟ ପତ୍ରିକା ସୁଲେଖା ପକ୍ଷରୁ ଗାନ୍ଧୀ ବିଶେଷାଙ୍କ ପ୍ରସ୍ତୁତ କରାଯାଇଛି। ଓଡ଼ିଶାର ବିଭିନ୍ନ କବି ଓ ଲେଖକଙ୍କ ଲେଖାରେ ସମୃଦ୍ଧ ସୁଲେଖାର ଏହି ପ୍ରଥମ ସଂଖ୍ୟାକୁ ଶୁକ୍ରବାର ରାଜ୍ୟପାଳ...

ଚିଲିକାରୁ ବାହୁଡ଼ିଲେ ବିଦେଶାଗତ ପକ୍ଷୀ

ବାଲୁଗଁ। , ୨୯।୨ (ଡି.ଏନ.ଏ.): ଶୀତର ପ୍ରକୋପ କମି ଆସିବାରୁ ଚିଲିକାରୁ ବିଦେଶାଗତ ପକ୍ଷୀ ଏବେ ଘର ମୁହଁ। ହେବାରେ ଲାଗିଛନ୍ତି। ପ୍ରତ୍ୟାବର୍ତ୍ତନ ପୂର୍ବରୁ ଚିଲିକା ମଧ୍ୟସ୍ଥ ନଳବଣ ଆକାଶରେ ରଙ୍ଗବେରଙ୍ଗର ବିଭିନ୍ନ ପ୍ରଜାତିର ପକ୍ଷୀ ଏକତ୍ରିତ ହୋଇ ସ୍ବଦେଶକୁ...

ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ

ଅନୁଗୋଳ ଅଫିସ୍‌, ୨୯।୨ – ଅନୁଗୋଳ ଜିଲା କୋର୍ଟର ଦ୍ୱିତୀୟ ମହଲାରେ ଥିବା ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ ହୋଇଯାଇଛି। ଜିଲା ଓ ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏହି...

ଶାହାଙ୍କ ଓଡ଼ିଶା ଗସ୍ତକୁ ଜିଲା କଂଗ୍ରେସର ବିରୋଧ

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତକୁ ପୁରୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଶୁକ୍ରବାର ଟାଉନ ହଲ୍‌ ସମ୍ମୁଖରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲା। ସେଠାରେ ଶାହାଙ୍କ...

ନୂତନ ଆବିଷ୍କାର ପାଇଁ ଉଦ୍ୟମ ଜାରି ରଖ

କାମାକ୍ଷାନଗର,୨୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର...

ଅସଦାଚରଣ ମାମଲାରେ ୧୩ ମାସ କାରାଦଣ୍ଡ: ୧୩ ବର୍ଷ ପରେ ଆସିଲା ରାୟ

ଅନୁଗୋଳ ଅଫିସ୍‌, ୨୯।୨ – ୧୩ ବର୍ଷ ତଳେ ଅନୁଗୋଳ ବସ୍‌ଷ୍ଟାଣ୍ଡରେ ଜଣେ ମହିଳାଙ୍କୁ କରାଯାଇଥିବା ଅସଦାଚରଣ ମାମଲାର ବିଚାର କରି ଅନୁଗୋଳ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ତାରିଣୀ ପ୍ରସାଦ ସାହୁ ଅଭିଯୁକ୍ତ ବିଜୟ କୁମାର...

ବାଙ୍କୀ ଡବଲ ମର୍ଡର ଘଟଣା: ଆଜି ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବ କଂଗ୍ରେସ

ବାରଙ୍ଗ,୨୯।୨ (ଡି.ଏନ.ଏ): ବାଙ୍କୀରେ ହୋଇଥିବା ଡବଲମର୍ଡର ଘଟଣାରେ ପୋଲିସ କେତେଜଣଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚାହୁଁ ନାହିଁ। ରାଜନୈତିକ କାରଣ ସହ ରାଜନୀତି ଲୋକମାନଙ୍କର ସମ୍ପୃକ୍ତି ଏହି ହତ୍ୟାକାଣ୍ଡ ପରେ ରହିଛିି ବୋଲି ବାଙ୍କୀର...

ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା

ତାଳଚେର,୨୯ା୨(ନି.ପ୍ର.) – ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ ସହ ଆଲୋଚନା କରି ଭଡ଼ା ଜମା କରିବା ପରେ ଉଚ୍ଛେଦ କାର୍ଯ୍ୟକୁ ବନ୍ଦ...

ସିଏଏ ସମର୍ଥନରେ ୪୫୦କିିମି ତ୍ରିରଙ୍ଗା ପଦଯାତ୍ରା

ପୁରୀ ଅଫିସ,୨୯।୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ସପକ୍ଷ ଏବଂ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଫଳରେ ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ବିଭିନ୍ନ ସ୍ଥାନରେ ସିଏଏ ସମର୍ଥକ ଏବଂ ବିରୋଧୀ ମୁହଁ।ମୁହିଁ ହେଉଛନ୍ତି। ତେବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri