ଆମ ଜିଲା ଖବର

ଛାତ୍ରୀ ଅପହରଣ ଘଟଣା: ବ୍ୟବହୃତ କାର ଜବତ, ୩ ଅଟକ

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ନିକଟ ଦେଓଗାଁ ପଡିଆରୁ ୧୮ ବର୍ଷିୟା କଲେଜ ଛାତ୍ରୀଙ୍କୁ ୪ ଦୁର୍ବୃତ୍ତ ଏକ ଧଳା ହୁଣ୍ଡାଇ ଏକ୍ସ ଟେଣ୍ଟ କାରରେ ଅପହର କରାଯାଇଥିଲା। ଗୁରୁବାର ବିଳମ୍ବିତ ରାତିରେ ତୁରୁମୁଙ୍ଗା ଓ...

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ପଲାଣିଘାଟି ପାତା ସାହିର ଜନୈକା ମହିଳା ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଜେମାମଣି ମୁଣ୍ଡା(୨୫)। ପ୍ରକାଶ ଯେ, ସକାଳୁ ଜେନାମଣି ଘର ନିକଟ...

ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ନୀତି

ପୁରୀ ଅଫିସ,୨୮।୨: ଶ୍ରୀମନ୍ଦିରରେ ଅନେକ ସମୟରେ ନୀତିରେ ବିଳମ୍ବ ହେଉଛି। ଏଥିଯୋଗୁ ଶ୍ରଦ୍ଧାଳୁମାନେ ଠିକ୍‌ ଭାବେ ଠାକୁରଙ୍କୁ ଦର୍ଶନ କରିପାରୁ ନ ଥିବାବେଳେ ମହାପ୍ରସାଦ ବାହାରିବାରେ ଡେରି ହେଉଛି। ଫଳରେ ବିଭିନ୍ନ ସମୟରେ ଭକ୍ତ ଅବଢା ନ ପାଇ ଫେରିବାକୁ...

ବାଙ୍କୀ ଡବଲ ମର୍ଡର ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବାଙ୍କୀ,୨୮। ୨(ସ୍ବ.ପ୍ର.): ବାଙ୍କୀ ଡବଲ ମର୍ଡର ଘଟଣାରେ ପୂର୍ବରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଗୁରୁବାର ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୂଆଗାଁ ପଞ୍ଚାୟତସ୍ଥିତ...

ହାତ ଚଳୁଥିଲା ପର୍ଯ୍ୟନ୍ତ ଭାତ ମିଳୁଥିବ

କଟକ ଅଫିସ,୨୮।୨: କର୍ମ ହିଁ ମଣିଷକୁ ପରିଚୟ ଦିଏ। ହେଲେ ସମୟ ମଣିଷର କର୍ମ ଓ ପରିଚୟକୁ ବି ବଦଳାଇପାରେ। ସମୟ ବଦଳିବା ସହିତ ମଣିଷ ପାଏ ଭିନ୍ନ ପରିଚୟ। ପ୍ରତିଦିନ ବିଳମ୍ବିତ ରାତିରେ ମଙ୍ଗୁଳିଛକରେ ଚା’ ବିକୁଥିବା ହରିହର...

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ

ତିର୍ତ୍ତୋଲ,୨୮।୨ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ତେନ୍ତୁଳିପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପଞ୍ଚାୟତ ଅଞ୍ଚଳରେ ଅନେକ ଅଯୋଗ୍ୟଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ବେଳେ...

ସ୍ବାଇନ୍‌ ଫ୍ଲୁ ପାଇଁ ପ୍ରସ୍ତୁତ ଏସ୍‌ସିବି ମେଡିକାଲ

କଟକ ଅଫିସ,୨୮।୨: ଏସ୍‌ସିବି ମେଡିକାଲ ଚକ୍ଷୁ ବିଭାଗର ତୃତୀୟ ମହଲାରେ ଖୋଲାଯାଇଥିବା ସ୍ବତନ୍ତ୍ର ସ୍ବାଇନ୍‌ ଫ୍ଲୁ ୱାର୍ଡରେ ତିନି ଜଣ ସନ୍ଦେହରେ ଚିକିତ୍ସିତ ହୋଇ ଫେରିଛନ୍ତି। ବର୍ତ୍ତମାନ କେହି ଚିକିତ୍ସିତ ହେଉ ନ ଥିବା ମେଡିକାଲ୍‌ ସୂତ୍ରରୁ ସୂଚନା ମିଳିଛି।...

ବନ୍ଧୁକ ସହ ଖେଳ: ଫୁଟିଲା ଗୁଳି, ୫ ଗିରଫ

କଟକ ଅଫିସ,୨୮।୨: ଜଣେ କର୍ତ୍ତବ୍ୟରତ ପୋଲିସ କନଷ୍ଟେବଳ ଗତ ମଙ୍ଗଳବାର ଅପରାହ୍ନରେ ନିଜ ସର୍ଭିସ ପିସ୍ତଲର ବ୍ୟବହାର ସମ୍ପର୍କରେ ସାଙ୍ଗମାନଙ୍କୁ ବୁଝାଉଥିବାବେଳେ ହଠାତ୍‌ ଗୁଳି ଫୁଟିଥିଲା। ଏଥିରେ ସୂତାହାଟ ତନ୍ତିସାହିର କେ. ସୁନୀଲ ନାମକ ଯୁବକ ଆହତ ହୋଇଥିଲେ। ତେବେ...

ପୋତି ହେଲାଣି ସାଗର

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜତ୍ୱ ସମୟରେ ଗଜପତି ଜିଲାର ପାରଳାଖେମୁଣ୍ଡିଠାରେ ଅନେକ ସାଗର ପ୍ରତିଷ୍ଠା ହୋଇଥିଲା। ଯାହାକୁ ନେଇ ଏହି ସହର ଦିନେ ସାଗରର ସହରଭାବେ ସମଗ୍ର ଓଡ଼ିଶାରେ ବେଶ୍‌ ପରିଚିତ ଥିଲା। ରାମ ସାଗର, ସୀତା ସାଗର, କୃଷ୍ଣ...

ରାଜୀବଙ୍କୁ ନୂଆ ପରିଚୟ ଦେଇଛି ଛତୁଚାଷ

ଜଗତ୍‌ସିଂହପୁର ଅଫିସ୍‌, ୨୮।୨: ବିଫଳତା ହିଁ ସଫଳତାର ମାପକାଠି। ଏହା ୩୫ ବର୍ଷର ରାଜୀବ ରଥଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ତିର୍ତ୍ତୋଲ ଥାନା ଗୋପାଳପୁର ପଞ୍ଚାୟତ ଅଧୀନ ପୁଟିଙ୍ଗର ରାଜୀବ ଯୁକ୍ତ ୨ ପାଠ ପଢ଼ା ପରେ ପରିବାରର ଆର୍ଥିକ...

ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର:୫ ଡାକ୍ତର ପଦବୀ ଖାଲି

ଏରସମା, ୨୮।୨ (ସ୍ବ.ପ୍ର.): ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସଜାଡ଼ିବା ସହ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସକାଶେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏ ନେଇ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ମେଡିକାଲ...

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ, କେହି ବି ସେହି ରାସ୍ତା ଦେଇ ଯିବାକୁ ଇଚ୍ଛା କରୁନାହାନ୍ତି। ୨୦୧୮-୧୯ରେ ଡଙ୍ଗରପାଉଁଶୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri