ଆମ ଜିଲା ଖବର

କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଚଢ଼ାଉ: ଜଣେ ଗିରଫ

ସୋର,୨୮।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ୍‌-୨ ତରଫରୁ କୌଣସି ସୂତ୍ରରୁ ଖବର ପାଇ ଏକ କାର୍‌ ମଧ୍ୟରେ ଯାଉଥିବା ୪୦୦ ଲିଟରରୁ...

ବାଲେଶ୍ୱର ପାଲଟିଛି ନକଲି ବିଦେଶୀ ମଦ ହବ୍‌

ବାଲେଶ୍ୱର ଅଫିସ,୨୮।୨- ବାଲେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ନକଲି ବିଦେଶୀ ମଦର ବ୍ୟାପକ କାରବାର ବଢ଼ି ଚାଲିଥିବାରୁ ଯେକୌଣସି ସମୟରେ ମଦମୃତ୍ୟୁ ଭଳି ଅଘଟଣ ଘଟିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରିକି ସ୍ପିରିଟ୍‌ ଏବଂ...

ପରୀକ୍ଷା କେନ୍ଦ୍ରରୁ କ୍ୟାମେରା, ହାର୍ଡଡିକ୍ସ ଚୋରି

ବରୀ,୨୭।୨(ସ୍ବ.ପ୍ର)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ କଳାମାଟିଆ ପଞ୍ଚାୟତ କାଇପଡ଼ା ହାଇସ୍କୁଲ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ କ୍ୟାମେରା ଓ ହାର୍ଡଡିକ୍ସ ଚୋରି ହୋଇଯାଇଥିବା ନେଇ ବରୀ ଥାନାରେ ବୁଧବାର ଅଭିଯୋଗ ହୋଇଛି। ବରୀ ପୋଲିସ ପକ୍ଷରୁ ମାମଲା (ନଂ.୫୨/୨୦୨୦)...

କାଲେରୁ ସେତୁ ଉଦ୍‌ଘାଟିତ

କାଲିମେଳା/ଏମ୍‌ଭି-୭୯(ଡି.ଏନ୍‌.ଏ.): ବହୁ ପ୍ରତିକ୍ଷୀତ କାଲେରୁ ସେତୁ ଗୁରୁବାର ଉଦ୍‌ଘାଟିତ ହୋଇଛି। ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ସେତୁର ଉଦ୍‌ଘାଟନ ବେଳେ ଉଭୟ ଓଡିଶା ଓ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏଥିସହ ଓଡିଶା...

ଟ୍ରକ୍‌ ତଳେ ପଶିଗଲା ମୋପେଡ, ଦମ୍ପତି ମୃତ

ପାତ୍ରପୁର,୨୭ା୨(ଡି.ଏନ୍‌.ଏ.)- ଜାତୀୟ ରାଜପଥ ନଂ.୧୬ ଆନ୍ଧ୍ରପ୍ରଦେଶ ଭେସି ଓ କୁଲାମ ମଧ୍ୟସ୍ଥଳରେ ଗୁରୁବାର ଏକ ମର୍ମତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ତଳେ ମୋପେଡ ପଶିଯିବାରୁ ନାତି ବ୍ରତୋପନୟନକୁ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପାତ୍ରପୁର ବ୍ଲକ...

ବୃଦ୍ଧଙ୍କଠାରୁ ଲୁଟିନେଲେ ଦୁର୍ବୃତ୍ତ

ଚିକିଟି,୨୭ା୨(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ୍‌ ଜିଲା କେ.ନୂଆଗଁା ଥାନା କରବାଲୁଆ ଛକ-ଭୋଳାସିଙ୍ଗି ରାସ୍ତାରେ ଥିବା ମା’ ବଗଳାମୁଖି ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ଜଣେ ବୃଦ୍ଧ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ କଳବାଡ ପଞ୍ଚାୟତ ବଡଗଁା ଗ୍ରାମର ରଘୁ ବେହେରା...

ଦନ୍ତାହାତୀ ଉପଦ୍ରବ: ଲୋକେ ଆତଙ୍କିତ, ୪ଘର ଭାଙ୍ଗି ଧାନ ଚାଉଳ ଖାଇଲା

ବାଲିଶଙ୍କରା, ୨୭।୨ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲାର ବିଭିନ୍ନ ବନ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୁନ୍ଦରଗଡ଼ ସଦର ରେଞ୍ଜ ରାଉଳଡେଗା ସେକ୍ସନର ଘୋଘର ଗ୍ରାମରେ ବୁଧବାର ରାତିରେ ଏକ ଦନ୍ତାହାତୀ ପଶି ବ୍ୟାପକ କ୍ଷତି ଘଟାଇଛି। ଫଳରେ ଲୋକେ...

ମନ୍ଦିରକୁ ଧକ୍କା ଦେଲା କାର୍‌, ଦମ୍ପତି ଆହତ

ମନମୁଣ୍ଡା, ୨୭।୨ (ଡି.ଏନ.ଏ) ବୌଦ୍ଧ ଜିଲା ମନମୁଣ୍ଡାର ମେଟାକାନୀ ମନ୍ଦିରରେ ଗୁରୁବାର ଏକ କାର୍‌ ଧକ୍କା ଦେବାରୁ ମନ୍ଦିର ସମ୍ମୁଖ ଭାଗ ଭାଙ୍ଗି ଯାଇଛି । ସେହିପରି ସମ୍ପୃକ୍ତ କାର୍‌ ମଧ୍ୟ ଚୂରମାର ହୋଇଯାଇଛି । ଅପରାହ୍ନ ପ୍ରାୟ ସାଢ଼େ...

ସଂଗ୍ରାମଙ୍କୁ ଯୁବ ପ୍ରେରଣା ସମ୍ମାନ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ଗ୍ରାମର ଯୁବ ପ୍ରତିଭା ତଥା ଶୁଭପଲ୍ଲବ ଇ-ପତ୍ରିକାର ପ୍ରତିଷ୍ଠାତା ତଥା ସମ୍ପାଦକ ସଂଗ୍ରାମ କେଶରୀ ସେନାପତିଙ୍କୁ ଯୁବ ପ୍ରେରଣା ସମ୍ମାନରେ ସମ୍ମାନିତ କରାଯାଇଛି। ଗତ ୨୦ ଓ ୨୧ ତାରିଖରେ ଦିଲ୍ଲୀସ୍ଥିତ କନ୍‌ଷ୍ଟିଚ୍ୟୁସନ...

ତିନିଦିନ ହେଲା ସ୍କୁଲରେ ତାଲା, ଡିଇଓ କହିଲେ ଜାଣିନାହିଁ

କେନ୍ଦୁଝର, ୨୭ା୨(ସ୍ବ.ପ୍ର.): ସରକାର ଉତ୍ତମ ଶିକ୍ଷାଦାନ ପାଇଁ ବିଭିନ୍ନ ଯୋଜନା ଲାଗୁ କରୁଥିବା ବେଳେ କେନ୍ଦୁଝରରେ ଉପଯୁକ୍ତ ତଦାରଖ ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ସାହାରପଡ଼ା ବ୍ଲକ ବାଇକଳା ଗ୍ରାମରେ ଥିବା ମହାପାଟ ଉଚ୍ଚ ବିଦ୍ୟାଳୟରେ ୩...

ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ଗଛକୁ ଧକ୍କା ଦେଲା ଅଟୋ, ୮ ଆହତ

ହିିଞ୍ଜିଳିକାଟୁ, ୨୭ା୨(ଡି.ଏନ୍‌.ଏ): ଘନ କୁହୁଡ଼ି ଯୋଗୁ ଗଞ୍ଜାମ ଜିଲା ୫୯ ନଂ. ଜାତୀୟ ରାଜପଥ ହିଞ୍ଜିଳିକାଟୁ ଥାନା ସୋମପୁର ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ରାସ୍ତାପାର୍ଶ୍ୱ ଗଛକୁ ପିଟି ହେବାରୁ ଏଥିରେ...

ଜିଲାପାଳଙ୍କ ସ୍ବଚ୍ଛତା ତଦାରଖ; ଡଷ୍ଟବିନ୍‌ ନ ଥିବାରୁ ଦୋକାନୀଙ୍କୁ ଜରିମାନା: ଶାୈଚାଳୟରେ ପାଣି ଜମିଥିବା ସ୍ଥାନ ନିଜେ ସଫା କଲେ

ହିିଞ୍ଜିଳିକାଟୁ, ୨୭ା୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ରାତି ପ୍ରାୟ ୧୦ରେ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଗସ୍ତକରି ସହରର ସ୍ବଚ୍ଛତା ତଦାରଖ କରିଥିଲେ। ମୁଖ୍ୟ ବଜାରରେ ଥିବା ଏକ ରାଶନ ଦୋକାନ ନିରୀକ୍ଷଣ କରିଥିଲେ। ସେଠାରେ ଡଷ୍ଟବିନ ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri