ଆମ ଜିଲା ଖବର

ଅସୁରକ୍ଷିତ ଭଞ୍ଜବିହାର ଛାତ୍ରାବାସ

ବ୍ରହ୍ମପୁର ଅଫିସ,୨୭ା୨ – ଭଞ୍ଜବିହାରରେ ୬ ଛାତ୍ରାବାସ ରହିଛି। ସେଗୁଡିକ ହେଲୋ ଋଷିକୁଲ୍ୟା, ବଂଶଧାରା, ନାଗାବଳୀ, ଇନ୍ଦ୍ରାବତୀ, ବାହୁଦା ଓ ଯୋଗେନ୍ଦ୍ର । ଏହା ସବୁ ଛାତ୍ରାବାସରେ ପିଲାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ଦେଉଛନ୍ତି । ମୌଳିକ...

ରାସ୍ତାରେ ବସି ଆଇନଜୀବୀଙ୍କ ସତ୍ୟାଗ୍ରହ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୨ – ଗଞ୍ଜାମ ଜିଲାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଉ ବୋଲି ୧୨ ବର୍ଷ ହେଲା ଦାବି ହେଉଛି। ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାକୁ ନେଇ ଜିଲାର ବିଭିନ୍ନ ଆଇନଜୀବୀ ସଂଘ ପକ୍ଷରୁ କ୍ଷୋଭ ପ୍ରକାଶ...

ବାଙ୍କୀରେ ଡବଲମର୍ଡର ଘଟଣାକୁ ସୋନିଆ ଗାନ୍ଧୀଙ୍କ ନିନ୍ଦା

ବାଙ୍କୀ, ୨୭ା୨ (ସ୍ବ.ପ୍ର): ବାଙ୍କୀରେ ଘଟିଥିବା ଡବଲ ମର୍ଡର ଘଟଣାକୁ ଅଖିଳଭାରତୀୟ କଂଗ୍ରେସ କମିଟି ସଭାପତି ସୋନିଆ ଗାନ୍ଧୀ ନିନ୍ଦା କରିଛନ୍ତି। ଏହି ଘଟଣାରେ ମୃତ୍ୟୁବରଣ କରିଥିବା ଖଜୁରିପଦା (ନୂଆଗାଁ) ସରପଞ୍ଚ ମମତା ମହାପାତ୍ରଙ୍କ ସ୍ବାମୀ ଭଗବାନ ସ୍ବାଇଁ ଏବଂ...

ଟ୍ରାଫିକ ଜାମ୍‌ରେ ଫସିଲେ ପରୀକ୍ଷାର୍ଥୀ

ଯୋଡ଼ା, ୨୭।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର କଣ୍ଡରା- ଗୁଆଲୀ ରାସ୍ତାରେ ବୁଧବାର ଟ୍ରାଫିକ ଜାମ୍‌ ଚରମସୀମାରେ ପହଞ୍ଚିଛି। ବିଳମ୍ବିତ ରାତିଠାରୁ ସକାଳ ୧୦ଟା ପର୍ଯ୍ୟନ୍ତ ଏହି ଟ୍ରାଫିକ ଜାମ୍‌ରେ ହଜାର ହଜାର...

ଟାୱାର ବସାଇବା ନଁ।ରେ ମାଗୁଥିଲେ ଟଙ୍କା: ଜଣଙ୍କୁ ଧରି ପୋଲିସ ଜିମା

ତିହିଡ଼ି,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ବୁଧବାର ମୋବାଇଲ ଟାୱାର ବସାଇବା ନଁ।ରେ ଜଣେ ବ୍ୟକ୍ତି ଟଙ୍କା ଆଦାୟ ପାଇଁ ଉଦ୍ୟମ କରୁଥିଲେ। ସେହି ବ୍ୟକ୍ତି ଜଣଙ୍କ କୌଣସି ମୋବାଇଲ କମ୍ପାନୀର କର୍ମକର୍ତ୍ତା ନୁହେଁ...

ପୁରୀ ଆର୍‌ଏମ୍‌ଏସ୍‌ ସେବା ସ୍ଥାନାନ୍ତରକୁ ବିରୋଧ

ପୁରୀ ଅଫିସ,୨୭ା୨: ପୁରୀ ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ ଡାକ ସେବା ଖୋର୍ଦ୍ଧା ରୋଡ ସ୍ଥାନାନ୍ତରକୁ ଶ୍ରୀଜଗନ୍ନାଥ ସେନା ତୀବ୍ର ବିରୋଧ କରିଛି। ଏହାର ପ୍ରତିବାଦରେ ବୁଧବାର ସେନା ପକ୍ଷରୁ ଡାକ ସେବା କାର୍ଯ୍ୟାଳୟ ଆଗରେ ଟାୟାର ଜାଳି...

ହିତାଧିକାରୀଙ୍କୁ ଭେଟିଲେ ପ୍ରକଳ୍ପ ନିର୍ଦ୍ଦେଶକ: ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବୁଧବାର ବନ୍ତ ବ୍ଲକ କାଦବରାଙ୍ଗ ପଞ୍ଚାୟତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀମାନଙ୍କୁ ଭେଟିଥିଲେ। ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ସେ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ...

ମରାମତି ନାମରେ ଲୁଟ୍‌, ହେଉନି ତଦନ୍ତ

ଚଣ୍ଡିଖୋଲ,୨୭ା୨(ଡି.ଏନ.ଏ): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି ନାମରେ ବ୍ୟାପକ ହରିଲୁଟ ଚାଲିଛି। ଯେଉଁ ରାସ୍ତାକାମ ଟେଣ୍ଡର ଜରିଆରେ ହୋଇଛି, ତାହା ପୁଣି ଏଫ୍‌-୨ ଜରିଆରେ କରାଯାଇ କୋଟି କୋଟି...

ଅନେକ କେନ୍ଦ୍ରରେ ଝୁଲୁଥିଲା ତାଲା

ଯାଜପୁର ଟାଉନ,୨୭ା୨(ଡିଏନଏ): ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଅଚାନକ ଗସ୍ତ ସମୟରେ ଜିଲା ସଦର ମହକୁମା ନିକଟସ୍ଥ ଅକରପଡାରେ ଥିବା ରାମକୃଷ୍ଣ ପ୍ରାଣୀ ଚିକିତ୍ସା ସହାୟତା କେନ୍ଦ୍ର ପୂର୍ବାହ୍ନ ୯.୫୦ ପର୍ଯ୍ୟନ୍ତ ଖୋଲି ନ ଥିଲା।...

ମାର୍ଚ୍ଚ ସୁଦ୍ଧା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୨୭ା୨(ଡିଏନଏ): ଯାଜପୁରର ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ବୁଧବାର ଦଶରଥପୁର ବ୍ଲକର ଅକରପଡା ଓ ବିରଜାପୁର ପଞ୍ଚାୟତ ଗସ୍ତ କରି ବିଭିନ୍ନ ସରକାରୀ ଅନୁଷ୍ଠାନ ଅନୁଧ୍ୟାନ କରିଛନ୍ତି। ପଞ୍ଚାୟତିରାଜ ବିଭାଗ ଅଧୀନ ବିଭିନ୍ନ ପ୍ରକଳ୍ପଗୁଡିକର...

ପଙ୍କପାଳ ବାଲି ଖାଦାନରୁ ରାଜସ୍ବ ଲୁଟ୍‌: କାମ ଦେଉନି ଏନ୍‌ଜିଟି ନିର୍ଦ୍ଦେଶ

ଯାଜପୁର ଅଫିସ,୨୭ା୨: ଯାଜପୁର ଜିଲା ଦାନଗଦୀ ତହସିଲ ଅନ୍ତର୍ଗତ ପଙ୍କପାଳ ମୌଜାର ଖାତା ନମ୍ବର ୨୨୪, ପ୍ଲଟ ନମ୍ବର ୧୦୭୫ ଓ ୧୦୮୯ ବ୍ରାହ୍ମଣୀ ନଦୀ ବାଲି, ପଙ୍କପାଳ ସୈରାତ ଉତ୍ସରୁ ପ୍ରତିଦିନ ବେଆଇନ ବାଲି ଉତ୍ତୋଳନ ହେଉଛି। ବାଲି...

ଜାତୀୟ ରାଜପଥ ଅବରୋଧ କଲେ ଚାଷୀ: ମଣ୍ଡିରେ ଧାନ କିଣାରେ ବିଳମ୍ବ ନେଇ ଅସନ୍ତୋଷ

ବିରିଡି (ଡି.ଏନ୍‌.ଏ.)/ବାଲିଆ, ୨୭।୨: ବିରିଡ଼ି ବ୍ଲକ ଅଧୀନ ଉତ୍ତରଶାସନ ସମବାୟ ସମିତିରେ ଧାନକିଣାରେ ବିଳମ୍ବ ନେଇ ବୁଧବାର ଚାଷୀମାନେ କନ୍ଦରପୁର-ନୂଆଗଁ। ୫୫ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ପଞ୍ଜୀକୃତ ଚାଷୀମାନେ ୨ ମାସ ଧରି ମଣ୍ଡି ବାହାରେ ଧାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri