ଆମ ଜିଲା ଖବର

ଇ-ଅଫିସ ପରିସରଭୁକ୍ତ ହେଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୨: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରେ ଏବେ ଇ-ଅଫିସ୍‌ ପରିସରଭୁକ୍ତ ହୋଇଛି ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ। ଏଣିକି ଏହି କାର୍ଯ୍ୟାଳୟର ସମସ୍ତ ଫାଇଲପତ୍ର କାମ ଇ-ଅଫିସ ମାଧ୍ୟମରେ ପରିଚାଳିତ ହେବ। ଏହାଦ୍ୱାରା କାର୍ଯ୍ୟକ୍ଷେତ୍ରରେ ସ୍ବଚ୍ଛତା ଅଣାଯିବା ସହ...

ଏସ୍‌ଭିଏମ୍‌ ମହାବିଦ୍ୟାଳୟରେ ବେଆଇନ ନାମଲେଖା ପ୍ରସଙ୍ଗ: ୨ ଡିଇଓ ବହିଷ୍କୃତ, ଜଣେ ଅଧ୍ୟାପକଙ୍କ ଦରମା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୭ା୨: ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟରେ ୨୦୧୫ରୁ ୨୦୧୮ ମସିହା ମଧ୍ୟରେ ଯୁକ୍ତ ତିନି ଶିକ୍ଷାଲାଭ ସହ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୨୪ ଜଣଙ୍କୁ ମାଇଗ୍ରେସନ୍‌ ସାର୍ଟିଫିକେଟ୍‌ ମିଳିପାରି ନ ଥିଲା। ଯେଉଁ...

ପଲିଥିନ ତଳେ ବିତୁଛି ଜୀବନ

ବାରିପଦା ଅଫିସ, ୨୭ା୨- ପକ୍କା ଘର ଖଣ୍ଡିଏ ପାଇଁ ଯେତେ ଗୁହାରି କଲେ ବି ଘରଟିଏ ମିଳିଲା ନାହିଁ। ଭାଗ୍ୟକୁ ଆଦରି ଟାଇଲ ଛପର ଘରେ ରହି ଆସୁଥିଲେ। ହେଲେ ୨ ବର୍ଷ ତଳେ ଉକ୍ତ ଘରଟି ଭାଙ୍ଗି ଯାଇଥିଲା।...

ଚଣା, ମୁଗ ଅମଳରେ ବର୍ଷା ବାଧକ

ବୋଲଗଡ଼,୨୭ା୨(ଡି.ଏନ.ଏ.): ଜମିରୁ ଅମଳ ହେବାକୁ ଥିବା ପାଚିଲା ଚଣା ମୁଗ ଫସଲ ପାଇଁ ଅଦିନିଆ ବର୍ଷା ବାଧକ ସାଜିଛି। ଯେଉଁ ଜମିରେ ଆଗୁଆ ମୁଗ ଚଣା ଫସଲ ହୋଇଥିଲା ତାହା ଅମଳ ହେବାକୁ ସମୟ ଆସିଯାଇଛି। ଏହି ସମୟରେ ବର୍ଷା...

ଭିକ୍ଷା ମାଗି ପରିବାର ଚଳାଉଛନ୍ତି ଦିବ୍ୟାଙ୍ଗ

ବାଲେଶ୍ୱର ଅଫିସ, ୨୭।୨-ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କେତେକ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଜଙ୍ଘରାଇ ପଞ୍ଚାୟତ ୨ନଂ. ୱାର୍ଡ଼ର ଦିବ୍ୟାଙ୍ଗ ସଞ୍ଜୟ ବୋର (୨୭) ଏଥିରୁ ବାଦ୍‌...

୨ ନକଲି ପରୀକ୍ଷାର୍ଥୀ ଗିରଫ: ୧୪ ଜଣ ଏକ୍ସପେଲ୍‌

ନୟାଗଡ଼ ଅଫିସ/ରଣପୁର,୨୭ା୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଏକ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ୨ ନକଲି ପରୀକ୍ଷାର୍ଥୀ ଗିରଫ ହୋଇଛନ୍ତି। ଏହାସହ ୧୪ ଜଣ ଏକ୍ସପେଲ୍‌ ହୋଇଛନ୍ତି। ଜିଲା ଶିକ୍ଷାଧିକାରୀ (ଡିଇଓ) ଲକ୍ଷ୍ମୀଧର ବେହେରାଙ୍କ ସୂଚନା ଅନୁସାରେ ସ୍ଥାନୀୟ...

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର ଲୋକଙ୍କଠାରୁ ୨୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଲୋକଙ୍କ ପାଖରୁ ସିଧାସଳଖ...

ମହିଳାଙ୍କୁ ହତ୍ୟା ଧମକ

ଗୋପାଳପୁର,୨୬ା୨: କାନ୍ଥକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଜଣେ ମହିଳାଙ୍କୁ ଗାଳିଗୁଲଜ ଓ ହତ୍ୟା ଧମକ ଦେଇଥିବା ଗୋପାଳପୁର ଥାନାରେ ବୁଧବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ଘର କାନ୍ଥକୁ ନେଇ ଗୋପାଳପୁର ଏନ୍‌ଏସି ଅଞ୍ଚଳ ନୂଆସାହିର...

ଗଣିତରେ କପି କରି ଧରାପଡ଼ିଲେ ୨୮ ପରୀକ୍ଷାର୍ଥୀ

ଢେଙ୍କାନାଳ ଅଫିସ, ୨୬ା୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷାରେ ବୁଧବାର ଗଣିତ ବିଷୟରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଜିଲାରେ ୨୮ ଜଣ ପରୀକ୍ଷାର୍ଥୀ କପି କରି ଧରାପଡ଼ିଛନ୍ତି। ଜିଲା ଶିକ୍ଷା ଅଧିକାରୀଙ୍କ ସ୍ବତନ୍ତ୍ର ସ୍କ୍ବାଡ୍‌...

ବେପରୁଆ ଗାଡି ଚାଳକଙ୍କୁ ଧରି ଥାନା ଜିମାଦେଲେ ଲୋକେ

ଲାଠୋର, ୨୬ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସଦର ଗ୍ରାମ ଲାଠୋରରେ ବୁଧବାର ବେପରୁଆ ଗାଡି ଚାଳନା କରୁଥିବା ଜଣେ ଚାଳକଙ୍କୁ ଆମ୍ବେଦକର କଲୋନୀର ଯୁବକମାନେ ଧରି ଥାନା ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ ମଧ୍ୟାହ୍ନରେ ଏକ ମାଲ ବୋଝେଇ...

ମଦବିରୋଧୀ ସ୍ଲୋଗାନ ଦେଇ ଗାଁ ବୁଲିଲେ

ବନ୍ତ,୨୬।୨(ଡି.ଏନ.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ପଞ୍ଚାୟତ ଅଧୀନ ମଙ୍ଗୁଲି ଗ୍ରାମର ସମସ୍ତ ମହିଳା ମହାସଂଘର ସଭାନେତ୍ରୀ, ସମ୍ପାଦକଙ୍କ ସମେତ ସଦସ୍ୟ ବୁଧବାର ମଦବିରୋଧୀ ବିଭିନ୍ନ ସ୍ଳୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ। ଗ୍ରାମରେ ଚୋରାମଦ ବିକ୍ରି ହେବା...

କରୋନା ସଚେତନ ଲାଗି ସାଇକେଲ୍‌ରେ ଭୁବନେଶ୍ବର-ପୁରୀ

ସାକ୍ଷୀଗୋପାଳ,୨୬।୨(ଡି.ଏନ୍‌.ଏ): ସୁସ୍ଥ ସମାଜ ଗଠନ ଲାଗି ସଚେତନତା ଅଭିଯାନରେ ସାଇକେଲ୍‌ରେ ଭୁବନେଶ୍ବର ପୁରୀ ବାହାରିଥିବା ଫିଟ୍‌ ଇଣ୍ଡିଆ ସିଇକ୍ଲୋଥନ ଟିମ୍‌ର ଯୁବକମାନଙ୍କୁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କୋରନା ଭାଇରସଠାରୁ ଦୂରେଇ ରହିବା ସମ୍ପର୍କରେ ଏହି ୧୯...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri