ଆମ ଜିଲା ଖବର

ଭୀମଟାଙ୍ଗର ଫେକର ଗେଟ୍‌ ସମ୍ମୁଖରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

କାଳିଆପାଣି,୨୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଭୀମଟାଙ୍ଗର ଫେକର ଗେଟ୍‌ ସମ୍ମୁଖରେ ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଧାରଣାରେ ବସିଛନ୍ତି। କାଳିଆପାଣି ଖଣି ଅଞ୍ଚଳରେ ଟାଟା ଷ୍ଟିଲ ପରିସରରେ ରହିଥିବା ଇଂଲିଶ ମିଡିୟମ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ...

ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ଇନଫର୍ମର ଦର୍ଶାଇ ଜଣଙ୍କୁ ହତ୍ୟା

ଚିତ୍ରକୋଣ୍ଡା,୨୫।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ଦର୍ଶାଇ ଚିତ୍ରକୋଣ୍ଡା ବ୍ଲକ ଯୋଡ଼ାମ୍ବ ଗ୍ରାମ ନିକଟବର୍ତ୍ତୀ ଖଜୁରିଗୁଡ଼ା ଜଙ୍ଗଲର ବିହନଗୁଡ଼ା ଛକ ନିକଟରେ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି।...

ବିଦ୍ୟୁତ୍‌ ସର୍ଟଶର୍କିଟ୍‌ରୁ ଅଗ୍ନିକାଣ୍ଡ: ୫ ପରିବାରଙ୍କ ୭ ଘର ଜଳିଗଲା

କୃଷ୍ଣପ୍ରସାଦ, ୨୫।୨(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବାଲିନାସୀ ଗାଁରେ ମଙ୍ଗଳବାର ଭୋରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ପରିବାରଙ୍କ ୭ଟି ଘର ଜଳାଯାଇଛି। ସୁଦର୍ଶନ ବେହେରା, ସୁମନ ବେହେରା, ରାଜକୁମାରୀ ବେହେରା, ବିନୋଦିନୀ ବେହେରା ଏବଂ ଅନୀଳ ବେହେରାଙ୍କ...

ବିଧାନସଭାରେ ପୁଣି ଧାନ ତାତି, ଗୃହ ମୁଲତବୀ, ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଚାଷୀଙ୍କଠାରୁ ଧାନ ସଂଗ୍ରହକୁ ନେଇ ବିଧାନସଭାରେ ପୁଣି ହଙ୍ଗାମା ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ସୋମବାର ଗୃହକୁ ଅଚଳ କରିଥିବା ବେଳେ ମଙ୍ଗଳବାର ମଧ୍ୟ ହେ-ହଲ୍ଲା କରିଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଦଳ...

ରାଜ୍ୟରେ ଲଗାଣ ବର୍ଷା: ଆଉ ୩୬ ଘଣ୍ଟା ବର୍ଷିବ, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ମେଘୁଆ ପାଗ ସହିତ ଝିପି ଝିପି ବର୍ଷା ଲାଗିରହିଛି। କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବାରୁ ସାଧାରଣ...

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୨୫ା୨: ଫାଲ୍‌ଗୁନ ଶୁକ୍ଳ ପ୍ରତିପଦାରେ ସୋମବାର ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସରିବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର ଆଜ୍ଞାମାଳ ପାଇ ବେଣ୍ଟ (ଶିକାର) ନୀତି ନିମନ୍ତେ ବିମାନରେ ବିଜେ ହୋଇଥିଲେ। ବିମାନବଡୁ...

ରାଜ୍ୟର ପ୍ରଥମ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ ସଫଳ: ସୁସ୍ଥହୋଇ ଘରକୁ ଫେରିଲେ ଫିରୋଜ

କଟକ ଅଫିସ,୨୫ା୨: ରାଜ୍ୟର ପ୍ରଥମ କାଡାଭେରିକ୍‌ ଟ୍ରାନ୍ସପ୍ଲାଣ୍ଟ ବା ଜଣେ ମସ୍ତିଷ୍କ ମୃତ(ବ୍ରେନ୍‌ ଡେଡ୍‌) ବ୍ୟକ୍ତିଙ୍କ ଶରୀରରୁ କିଡ୍‌ନୀକୁ ନେଇ ଜଣେ ଜୀବିତଙ୍କ ଶରୀରରେ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳ ହୋଇଛି। କଟକ ଏସ୍‌ସିବି ମେଡିକାଲରେ କିଡ୍‌ନୀ ପ୍ରତିରୋପଣ ସହ ତିନି...

ଆଜି ପୁରୀ ଆସିବେ ମମତା

ପୁରୀ ଅଫିସ,୨୫ା୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ। ସ୍ଥାନୀୟ ଏକ ହୋଟେଲରେ ତାଙ୍କ ରହିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପୋଲିସ ପକ୍ଷରୁ ସମ୍ପୃକ୍ତ ହୋଟେଲରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।...

ଏସ୍‌ସିବି ମେଡିକାଲରେ ଅବ୍ୟବସ୍ଥା: ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

କଟକ ଅଫିସ,୨୫ା୨: ଏସ୍‌ସିବି ମେଡ଼ିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର। ହେଲେ ଏଠାରେ ଅନେକ ଅବ୍ୟବସ୍ଥା ରହିଥିବା କଟକର ସ୍ବେଚ୍ଛାସେବୀ ସଙ୍ଗଠନ...

ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଘଟଣା:ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୨୫ା୨: ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଘଟଣା ସୋମବାର ନୂଆ ମୋଡ଼ ନେଇଛି। ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ମୀନାକ୍ଷୀ ଆତ୍ମାହୁତି ଦେଇଥିବା ଯୋଗୁ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅଭୟ। ଏହି...

ମାଟ୍ରିକ୍‌ ପରୀକ୍ଷା: କପି କରି ଧରାପଡ଼ିଲେ ୧୧୮ ପରୀକ୍ଷାର୍ଥୀ

କଟକ ଅଫିସ,୨୫ା୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷାରେ ସୋମବାର ୧୧୮ଜଣ ପରୀକ୍ଷାର୍ଥୀ କପି କରି ଧରା ପଡ଼ିବା ସହ ମାଲପ୍ରାକ୍ଟିସ(ଏମ୍‌ପି) ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମାଟ୍ରିକ ପରୀକ୍ଷାର ୧୦୮ଜଣ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ...

ଅଯୋଗ୍ୟ ହାତେଇଲେ ଘର

ଧାମନଗର,୨୫।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହୀ ପଞ୍ଚାୟତରେ ସରକାରୀ ଆବାସ ଯୋଜନାରେ ଅନିୟମିତତା ହୋଇଛି। ବହୁ ଯୋଗ୍ୟ ହିତାଧିକାରୀ ଘର ଖଣ୍ଡେ ଲାଗି ଚାହିଁ ବସିଥିବାବେଳେ ଅଯୋଗ୍ୟମାନେ କୌଶଳ କରି ହାତେଇଥିବା ଅଭିଯୋଗ ହେଉଛି। କିଛିଦିନ ତଳେ ବ୍ଲକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri