ବାଲେଶ୍ୱର ଅଫିସ,୨୪।୨- ବାଲେଶ୍ୱର ସହର ଫାଣ୍ଡିଛକସ୍ଥିତ ଓଭରବ୍ରିଜ୍ ତଳେ ଦୋକାନ କରିଥିବା ବ୍ୟବସାୟୀମାନଙ୍କୁ ୧୫ଦିନ ମଧ୍ୟରେ ଉଚ୍ଛେଦ ପାଇଁ ବ୍ରିଟ୍ ପକ୍ଷରୁ ନୋଟିସ୍ ଦିଆଯାଇଛି। ଏହାର ପ୍ରତିବାଦରେ ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ମିଳିତ ବୈଠକ କରି ଥଇଥାନ...
ଅନୁଗୋଳ ଅଫିସ, ୨୪।୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ରୋଗୀଙ୍କ ଚିକିତ୍ସାରେ ଅବହେଳା ହେଉଥିବା ଅଭିଯୋଗ ଆସିଛି। ଡାକ୍ତରଖାନାର ୩ ମହଲା ବିଲ୍ଡିଂରେ ଥିବା ବେଡ ନଂ. ୩୩୫ ଓ ୩୩୬ରେ ଥିବା ଦୁଇଜଣ ଗୋଡ଼ ଭଙ୍ଗା ରୋଗୀ ଏହି...
ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର...
Page 4,619 of 6,015« First«...102030...4,6174,6184,6194,6204,621...4,6304,6404,650...»Last »
Archives
Model This Week
ପିଲାଙ୍କ ଧରିତ୍ରୀ