ଆମ ଜିଲା ଖବର

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪ ଶିଶୁଙ୍କ ମଧ୍ୟରୁ ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ପୁଅ...

ରାୟଗଡ଼ାରେ ଭାରତ ବନ୍ଦ ଡାକରା: ବସ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ରାୟଗଡ଼ା ଅଫିସ,୨୩।୨: ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କ ସଂରକ୍ଷଣ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ଗତ ୭ ତାରିଖ ଶୁକ୍ରବାର ସରକାରୀ ଚାକିରି ଓ ପଦୋନ୍ନତିରେ ସାମ୍ବିଧାନିକ ମୌଳିକ ଅଧିକାର ନୁହେଁ ବୋଲି ରାୟ ପ୍ରକାଶ...

ଖେଳୁଥିବା ବେଳେ ଜଳିଗଲେ ୪ ଶିଶୁ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ଏକ ଅଭାବନୀୟ ଘଟଣାକ୍ରମରେ ନିଆଁରେ ପୋଡ଼ିଯାଇ ୪ ଶିଶୁ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଦୀପକ ଗୌଡ, ଆଲୋକ ଯେନା, ସାଇରାମ ଯେନା...

ମରଣଯନ୍ତା ପାଲଟିଛି ୨୦ନଂ. ଜାତୀୟ ରାଜପଥ: ରାସ୍ତା କଡ଼କୁ ଖସିଲା ଟ୍ରକ୍‌

କୋଳିମାଟି,୨୩।୨(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନରେ ଥିବା କୋଳିମାଟି ଦରଖୋଳା ଘାଟି ନିକଟରେ ରାସ୍ତା ମରଣଯନ୍ତା ପାଲଟିଛି । ପ୍ରତ୍ୟେକ ଦିନ ଏଠାରେ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି । ୨୦ନଂ. ଜାତୀୟ ରାଜପଥ ରାସ୍ତା କାମ ଅସମ୍ପୂର୍ଣ୍ଣ...

୨ ଧାନଗଦା, ଟାଟା ମ୍ୟାଜିକ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ପାପଡାହାଣ୍ଡି,୨୩।୨(ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖରକି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ହରିଶ୍ଚନ୍ଦ୍ର ମୀରଗାନ ଓ ପ୍ରଭୁଦାନ ମୀରଗାନଙ୍କ ୨ଟି ଧାନ ଗଦା ସହ ଉରଦି ଗ୍ରାମର ପର୍ଶୁରାମ ହରିଜନଙ୍କ...

କମରପଦା ଛକରେ ଦୁର୍ଘଟଣା: ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କଟକସଦର,୨୩।୨(ଡି.ଏନ୍‌.ଏ): କଟକ-ପାରାଦୀପ ୧୨ନଂ. ରାଜ୍ୟ ରାଜପଥ କମରପଦା ଛକରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତ୍‌ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ ଅଲାଣ୍ଡୋ ଗ୍ରାମର ଶୁକଦେବ ଲୋଇ(୩୫)। ସୂଚନାଯୋଗ୍ୟ,...

ପିପିଲିରେ ଦନ୍ତା ଆତଙ୍କ: ୩ଜଣଙ୍କ ଜୀବନ ନେଲା, ୧୦ରୁ ଊର୍ଦ୍ଧ୍ୱ ଆହତ

ପିପିଲି,୨୩।୨(ଡି.ଏନ୍‌.ଏ.): ପୁରୀ ଜିଲା ବଳଙ୍ଗା ଓ ପିପିଲି ଥାନା ଅଧୀନ ଅଞ୍ଚଳରେ ରବିବାର ଦନ୍ତା ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ହେଲେ ଗୋପୀନାଥପୁର ଗ୍ରାମର ଯୁଗଳ...

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍‌...

ବଅଁରପାଳରେ ଭାରତ ବନ୍ଦ ପ୍ରଭାବ: ୫୫ନଂ. ଏନ୍‌ଏଚ୍‌ ଅବରୋଧ

ବଅଁରପାଳ,୨୩।୨(ଡି.ଏନ୍‌.ଏ.): ଭୀମ ଆର୍ମି ପକ୍ଷରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ବିରୋଧୀ ରାୟ ଓ କେନ୍ଦ୍ର ସରକାରଙ୍କ ଏନ୍‌ପିଆର, ଏନ୍‌ଆର୍‌ସି, ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଅନୁଗୋଳ ଜିଲା ବଅଁରପାଳଠାରେ...

ବରଗଡ଼ରେ ଭାରତ ବନ୍ଦ ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ ଅନୁଭୂତ ହୋଇଛି। ସ୍ଥାନୀୟ ପରିବା ବଜାର ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ...

ବଲାଙ୍ଗୀରରେ ବନ୍ଦ ପାଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ବିଭିନ୍ନ ସ୍ଥାନରେ ବିକ୍ଷୋଭ

ବଲାଙ୍ଗୀର ଅଫିସ, ୨୩।୨- ଏସ୍‌ସି, ଏସ୍‌ଟି, ଓବିସିମାନଙ୍କୁ ପଦୋନ୍ନତି ଆରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଦିଆଯାଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ବଲାଙ୍ଗୀରରେ ବନ୍ଦ ପାଳନ ପ୍ରଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରର ସମସ୍ତ ଦୋକାନ ବଜାର,...

ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ

ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା ଲିଙ୍ଗଗତ ବୈଷମ୍ୟ ଦୂର କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। କିନ୍ତୁ ଅନେକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri