ଆମ ଜିଲା ଖବର

ବଲାଙ୍ଗୀରରେ ବନ୍ଦ ପାଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ବିଭିନ୍ନ ସ୍ଥାନରେ ବିକ୍ଷୋଭ

ବଲାଙ୍ଗୀର ଅଫିସ, ୨୩।୨- ଏସ୍‌ସି, ଏସ୍‌ଟି, ଓବିସିମାନଙ୍କୁ ପଦୋନ୍ନତି ଆରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଦିଆଯାଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ବଲାଙ୍ଗୀରରେ ବନ୍ଦ ପାଳନ ପ୍ରଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରର ସମସ୍ତ ଦୋକାନ ବଜାର,...

ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ

ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା ଲିଙ୍ଗଗତ ବୈଷମ୍ୟ ଦୂର କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। କିନ୍ତୁ ଅନେକ...

୩ ପ୍ରତିଭାଙ୍କୁ ରେଭେନ୍‌ଶା ରତ୍ନ ସମ୍ମାନ

କଟକ ଅଫିସ,୨୩ା୨: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ ପିଲାର ଅଫ ୱିଜଡମ ଠାରେ ଟି.ଇ. ରେଭେନ୍‌ଶାଙ୍କ ୧୦୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଫାଇଟ ଫର ଦି ଫାଉଣ୍ଡେଶନ ଅଫ ରେଭେନ୍‌ଶା ଇନଷ୍ଟିଚ୍ୟୁସନ୍ସ ଟ୍ରଷ୍ଟ(ଏଫଏଫଆରଆଇ)ପକ୍ଷରୁ ରେଭେନ୍‌ଶା ରତ୍ନ ସମ୍ମାନ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି।...

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ରାସ୍ତାରେ ଖପୁରି

ପୁରୀ ଅଫିସ,୨୩ା୨: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବା ରାସ୍ତାରେ ମଣିଷ ଖପୁରି। ଟାଉନ ହଲ୍‌ ପଟୁ ସାଇ ମନ୍ଦିର ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବା ରାସ୍ତାରେ ଶନିବାର ୨ଟି ମଣିଷ ଖପୁରି ପଡ଼ିଥିବା ଦେଖିବାକୁ ମିଳିଥିଲା। ଗୋଟିଏ ଖପୁରି ଜିଲାପାଳଙ୍କ...

ସୁନ୍ଦରଗଡ଼ ଜିଲା ଚିଠି: ସ୍ଥାନୀୟ ନିଯୁକ୍ତି

ଶିଳ୍ପ ଓ ଖଣି ଖାଦାନ ବହୁଳ ସୁନ୍ଦରଗଡ଼ ଜିଲାରେ ନିଯୁକ୍ତି ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି। କାମଧନ୍ଦା ଅଭାବରୁ ଜିଲାର ବହୁ ବେକାର ଯୁବକଯୁବତୀ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଚାଲି ଯାଉଛନ୍ତି। ଯେଉଁ କେତେକ ପ୍ରକଳ୍ପର କାମ...

ବରଗଡ଼ରେ ଭାରତ ବନ୍ଦର ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ ଅନୁଭୂତ ହୋଇଛି। ସ୍ଥାନୀୟ ପରିବା ବଜାର ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ...

ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ୨ବର୍ଷ:‘ଜୀବନରେ ଲୁହ ଛଡ଼ା କିଛି ନାହିଁ’

ବଲାଙ୍ଗୀର ଅଫିସ/ପାଟଣାଗଡ଼ (ଡି.ଏନ.ଏ.), ୨୩ା୨: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ରବିବାର ୨ ବର୍ଷ ପୂରିବ। ଏହି ୨ ବର୍ଷ ଭିତରେ ନ୍ୟାୟ ତ ମିଳି ପାରିନାହିଁ କେବଳ ଲୁହ, କୋହ ଓ ଲାଞ୍ଛନା ମିଳିଛି ବୋଲି...

ମୁହଁ ଖୋଲିଲେ ଅନୁପଙ୍କ ପରିବାରବର୍ଗ, ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ସୁରକ୍ଷା ମାଗିଲେ

ଝାରସୁଗୁଡା ଅଫିସ, ୨୩ା୨: ଝାରସୁଗୁଡା ଜିଲା ବ୍ରଜରାଜନଗରର କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟାକାଣ୍ଡ ଘଟଣା ଦିନକୁ ଦିନ ଭିନ୍ନ ମୋଡ ନେଉଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ପୋଲିସ...

ଅନୁପଙ୍କ ରିମାଣ୍ଡ ଅବଧି ଶେଷ: ସହଯୋଗ ନ କରି ପୋଲିସକୁ ଭୁଆଁ ବୁଲାଇଲେ

ଝାରସୁଗୁଡ଼ା ଅଫିସ,୨୩ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ବବ୍‌ଲି ହତ୍ୟା ଘଟଣାରେ ଛତିଶଗଡ଼ ପୋଲିସ ଏବେ ଚିନ୍ତାରେ ପଡିଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଓ ଡ୍ରାଇଭର ବର୍ଦ୍ଧନ...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ କ୍ରୀଡ଼ାର ‘ସୁପରପାୱାର’

କଟକ ଅଫିସ,୨୩ା୨: ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି।...

ଗୋଚର ଜମିରେ କାହ୍ନୁଚରଣ କଲେଜ: ୩ ମାସ ମଧ୍ୟରେ ଜିଲାପାଳ ନେବେ ପଦକ୍ଷେପ

ଯାଜପୁର ଅଫିସ,୨୩ା୨: କଲେଜଗୁଡ଼ିକର ଜମି ସମ୍ବନ୍ଧୀୟ ଅବସ୍ଥା ଜାଣିବାକୁ ସପ୍ତାହେ ପୂର୍ବରୁ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ(ଆର୍‌ଡିଇ) ପକ୍ଷରୁ ତଥ୍ୟଦାଖଲ କରିବାକୁ ନିର୍ଦ୍ଦେଶ ହୋଇଥିଲା। ଏହି ତଥ୍ୟ ଭୁବନେଶ୍ୱର ଆରଡିଇ ଅଧୀନରେ ଗଢି ଉଠିଥିବା ସମସ୍ତ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ...

ଗାଈ ଚରାଉଛନ୍ତି ଜାତୀୟସ୍ତରର କବାଡ଼ି ଖେଳାଳି

ଜୟପୁର,୨୩ା୨(ନି.ପ୍ର.) ନୁଆଁଣିଆ ଟିଣ ଛପର ଘର ଖଣ୍ଡେ। ଆଉ ଏହାରି ମଧ୍ୟରେ ମା’-ବାପାଙ୍କ ସହ ନିଜ ଭାଗ୍ୟକୁ ଆଦରି ପଡ଼ିରହିଛନ୍ତି ଜଣେ ଯୁବକ। କେତେବେଳେ ଘର କାମରେ ମାଆଙ୍କୁ ସହାୟତା କରୁଛନ୍ତି ତ ଆଉ କେତେବେଳେ ଚାଷକାମରେ ବାପାଙ୍କୁ ହାତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri