ଆମ ଜିଲା ଖବର

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଗିରଫ

ନୂଆଗାଁ, ୨୩।୨(ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ହାତୀବାରି ଥାନା ଅନ୍ତର୍ଗତ ଝାରବେଡ଼ା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଶନିବାର ହାତୀବାରି ଥାନା ପୋଲିସ ଅଭିଯୁକ୍ତ ଯୁବକ ଗୋପୁର ଗ୍ରାମର ବିଜୟ ଓରାମ(୨୩)ଙ୍କୁ ଗିରଫ କରିଛି। ଉଭୟଙ୍କ ଡାକ୍ତରୀ ମାଇନା ପରେ...

ଚିକିଛା ଅଭାବୁ ଅଁଧ୍‌ ପାଲଟିଯାଇଛନ୍‌ ପ୍ରାଣବନ୍ଧୁ

ବିନିକା,୨୩।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ କଇଁତରା ଗଁାର ପ୍ରାଣବନ୍ଧୁ ଭୁଏ(୬୫)। ଆଏଜ୍‌କେ ୫ ବଛର ହେଲା ସେ କେହେନ୍‌ସି କାରନ୍‌ରୁ ନିଜର ଦୃଷ୍ଟିଶକ୍ତି ହରେଇଛନ୍‌। ଯାହା ପାରଲେ ଚିକିଛା କରେଇ ନିରାଶ ହେଇଛନ୍‌। ଏହେଦେ ପଏସା କଉଡ଼...

ରାତିସାରା ଟ୍ରଲିରେ ପଡି ରହିଲା ମୃତଦେହ

ସୋନପୁର/ବିନିକା,୨୩।୨(ନି.ପ୍ର./ଡି.ଏନ୍‌.ଏ) ମହା ଶିବରାତ୍ରି ପାଇଁ ସୁବର୍ଣ୍ଣପୁର ଜିଲା ଉତ୍ସବ ମୁଖର ଥିବା ବେଳେ ରାତିରେ ସୁବର୍ଣ୍ଣପୁର ଜିଲା ବିନିକା ସହରର ବିନିକାପଡାରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ବିବାହିତ ମହିଳା ନିଜ ଘରେ ନିଆଁରେ ପୋଡି ହୋଇ ମୃତ୍ୟୁବରଣ...

ବିପଦ୍‌ ଅବସ୍‌ତାରେ ସାପ୍‌ତାହିକ ହାଟର କୁଠା

ରିଷିଡା,୨୩ା୨ (ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ା ସାପ୍‌ତାହିକ ହାଟ ଜିଲାର ଗୁଟେ ବଡ଼ ହାଟ୍‌। ଇ ହାଟ୍‌ଟା ସବୁ ଶନିବାର ବସୁଥିଲାବେଲେ କେସିଙ୍ଗା ନିୟନ୍ତ୍ରୀତ ବଜାର କମିଟି ଅଧୀନରେ ରହିଛେ। ହାଟ୍‌ ଉପରେ କଳାହାଣ୍ଡି ଜିଲା ସମେତ ବଲାଙ୍ଗୀର,...

ପରୀକ୍ଷା କେନ୍ଦ୍ରରେ ସ୍ବତନ୍ତ୍ର ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଛାତ୍ର

ରସୁଲପୁର,୨୩ା୨(ଡି.ଏନ୍‌.ଏ.): ଅକ୍ଷମ ନୁହେଁ ସେ ସକ୍ଷମ। ସେ ବି ଅନ୍ୟପିଲାଙ୍କ ଭଳି ଭଲ ପଢିବେ, ଆଉ ଆଗକୁ ବଢିବେ। ଅନ୍ୟମାନଙ୍କ ସହ ସମକ୍ଷକ ହୋଇ ନିଜକୁ ପ୍ରମାଣିତ କରିବାର ଲକ୍ଷ୍ୟ ରଖିଛନ୍ତି ଦଶମ ଶ୍ରେଣୀର ଦିବ୍ୟାଙ୍ଗ ଛାତ୍ର ଅବିନାଶ ମଲିକ।...

ଜେନେରେଟରରେ ଚାଲିଛି ହାଇଟେକ ଥାନା

କଳିଙ୍ଗନଗର,୨୩ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ୧୦ବର୍ଷ ତଳେ ୨ଏକର ଜମିରେ ନିର୍ମିତ ହୋଇଥିଲା ଏକ ହାଇଟେକ ଥାନା। ୬୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଏହି ଥାନା ଯାଜପୁର ଜିଲାର ଏକମାତ୍ର ହାଇଟେକ ଥାନା ହୋଇଥିବାବେଳେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ମୋବାଇଲ ପାଇ ଫେରାଇଲେ ଖବରଦାତା

ଧର୍ମଶାଳା,୨୩ା୨(ଡି.ଏନ୍‌.ଏ.): ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ପଡ଼ିଥିବା ଏକ ସ୍ମାର୍ଟ ମୋବାଇଲ ଫୋନ ପାଇ ଫେରାଇଛନ୍ତି ଜଣେ ଖବରଦାତା। ମିଳିଥିବା ସୂଚନା ଅନୁସାରେ ୪ଦିନ ତଳେ ରାମ୍‌କୋ ସିମେଣ୍ଟ କମ୍ପାନୀର ଜଣେ କର୍ମଚାରୀ ଆଶିଷ ଗୋଏଲ ଅଫିସ କାର୍ଯ୍ୟ...

ଜଗତ୍‌ସିଂହପୁର ବିଜେଡି ରାଜନୀତି: ମଙ୍ଗ ଧରିଲେ ବିଧାୟକ ପ୍ରଶାନ୍ତ

ଜଗତ୍‌ସିଂହପୁର ଅଫିସ୍‌,୨୩ା୨: ଗତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଜଗତ୍‌ସିଂହପୁର ଜିଲା ରାଜନୀତିରେ ବ୍ୟାପକ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଥିଲା। ସେତେବେଳେ ଦୀର୍ଘ ବର୍ଷ ଧରି ଦଳ ଜିଲା ସଭାପତି ଦାୟିତ୍ୱରେ ଥିବା ବରିଷ୍ଠ ନେତା ବିଷ୍ଣୁ ଦାସଙ୍କ ସ୍ଥାନରେ ଅମରେନ୍ଦ୍ର...

‘ପ୍ରବୃତ୍ତି ନୁହେଁ, ବୃତ୍ତିକୁ ଅଗ୍ରାଧିକାର ଦିଆଯାଏ’

ଜଗତ୍‌ସିଂହପୁର ଅଫିସ,୨୩ା୨: ପ୍ରବୃତ୍ତି ଅପେକ୍ଷା ବୃତ୍ତିକୁ ସର୍ବଦା ଅଗ୍ରାଧିକାର ଦିଆଯାଏ। କାରଣ କରଦାତାଙ୍କ କରରେ ସରକାରୀ କର୍ମଚାରୀ ଦରମା ପାଇଥାନ୍ତି। ତେଣୁ ସେମାନଙ୍କ ବୃତ୍ତି ପାଇଁ ନିଷ୍ଠା ଓ ଜନସାଧାରଣଙ୍କ ପ୍ରତି ଉତ୍ତରଦାୟିତ୍ୱ ରହିବା ଦରକାର। ବୃତ୍ତିରେ ଶତପ୍ରତିଶତ ସଫଳତା...

ତଳେ ପଟା ଉପରେ ଜାଳେଣି କାଠ: ଜବତ ଟ୍ରାକ୍ଟର ଛାଡିଦେଲା ବନ ବିଭାଗ; ହାତଗୁଞ୍ଜା ଦେଲେ ବଦଳିଯାଉଛି ନିୟମ

ନୟାଗଡ଼ ଅଫିସ,୨୩ା୨: ଶୁକ୍ରବାର ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ତଲାରିବନ୍ଧ ଅଞ୍ଚଳରୁ ବନ ବିଭାଗ ଜବତ କରିଥିଲା ଏକ ଜାଳେଣି କାଠ ବୋଝେଇ ଟ୍ରାକ୍ଟର। ଜବତ ପରେ ଏଥିରେ ତଳେ ପଟା ଉପରେ ଜାଳେଣି କାଠ ଥିବା ଜଣାପଡିଥିଲା। ହେଲେ...

ଜିଲା କାରାଗାର ସମସ୍ୟାର ଗନ୍ତାଘର

ଢେଙ୍କାନାଳ ଅଫିସ, ୨୩।୨ – ହୁଗୁଳି ଯାଇଛି ଢେଙ୍କାନାଳ ଜିଲା କାରାଗାର ସୁରକ୍ଷା ବ୍ୟବସ୍ଥା। କର୍ମଚାରୀ ଅଭାବଠାରୁ ଆରମ୍ଭ କରି ଭିତ୍ତିଭୂମି ଯାଏ ଯେଉଁଠି ଉଣ୍ଡିଲେ ବାରି ହୋଇପଡୁଛି ପୁଳାପୁଳା ସମସ୍ୟା। ଜେଲ ହାଜତକୁ ଅନାୟାସରେ ପ୍ରବେଶ କରୁଛି ନିଶାଦ୍ରବ୍ୟ।...

କୃଷ୍ଣପ୍ରସାଦରେ ପାନୀୟଜଳ ସଙ୍କଟ: ପମ୍ପ୍‌ହାଉସରେ ତାଲା ପକାଇ ଧାରଣା

କୃଷ୍ଣପ୍ରସାଦ,୨୩ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୃଷ୍ଣପ୍ରସାଦ ପଞ୍ଚାୟତରେ ଜଳ ସଙ୍କଟ ଦେଖାଦେଇଛି। ଏହାର ପ୍ରତିକାର ପାଇଁ ଶନିବାର ଲୋକେ ପମ୍ପ୍‌ହାଉସରେ ତାଲା ପକାଇ ଧାରଣା ଦେଇଥିଲେ। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ କୃଷ୍ଣପ୍ରସାଦରେ ଏକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri