ଆମ ଜିଲା ଖବର

ବଁଧା ପଡ଼ିଛେ ଭତା ଆର ରାଶନକାର୍ଡ: କିଡ଼୍‌ନୀ ରୋଗ୍‌ରେ ଆରପାରେ ପରିବାର ମୁଖିଆ

  ମନମୁଣ୍ଡା, ୨୨।୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବିଲାସପୁର ପଁଚେତ୍‌ ବଡ଼ରାହାଯୋରର ଖତୁ ଭୋଇ ଦିନାକେତେ ତଲେ କିଡ଼୍‌ନୀ ରୋଗ୍‌ରେ ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ପରିବାରଟା ଘରର ଝନେ ବଲି ରୁଜ୍‌ଗାରିଆ ଲୋକ୍‌କେ ହରେଇ ଭାଂଗି ପଡ଼ିଛନ୍‌।...

ହାଟପଦାପଡ଼ା ସ୍କୁଲରେ ପଢ଼ାକୁଠି ଅଭାବ: ଗୋଷ୍ଠୀ କେନ୍ଦ୍ରରେ ଚାଲିଛେ ଛାତ୍ରୀଛାତ୍ରକଁର ପାଠ୍‌ପଢ଼ା

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗୋଷ୍ଠୀ କେନ୍ଦ୍ରରେ ଅନେକ ମାସ ହେଲା ଥାନୀଅ ହାଟପଦାପଡ଼ା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ରକଁର ପାଠ୍‌ପଢ଼ା ଚାଲିଛେ। ଏନ୍‌ତାଥି ଗୋଷ୍ଠୀ କେନ୍ଦ୍ରରେ ହେବାକେ ଥିବାର ଉନିଅଁା କାଯ୍‌ରେ ଅସ୍‌ବିଧା...

ଗୋଷ୍ଠୀ କେନ୍ଦ୍ରକେ ରାସ୍‌ତା ତିଆରି ଦାବି

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗାରୀ ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁ। ରେ ୨୦୧୩-୧୪ ସାଲେ ଲକ୍ଷାଧିକ୍‌ ଟଁକା ଖରଚ୍‌ରେ ଗୁଟେ ଗୋଷ୍ଠୀ କେନ୍ଦ୍ର ତିଆର ହେଇଛେ। ହେଲେ କେନ୍ଦ୍ରକେ ଯିବାର ଲାଗି ଆଏଜ୍‌ତକ ରାସ୍‌ତା ଖଁଡ଼େ ନଁ। ଇଁନ।...

ପୋଖରୀରେ ପଶିଲା ଗାଡ଼ି: ୪ ବର୍ତ୍ତିଲେ

ଉଦଳା,୨୨ା୨(ଡ଼ି.ଏନ୍‌.ଏ.)- ଉଦଳା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଚାରି ଚକିଆ ଗାଡ଼ି ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରୁ ଗୋଟିଏ ପରିବାରର ୪ ସଦସ୍ୟ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଉଦଳା ମଣିନାଗେଶ୍ୱର ମନ୍ଦିର...

ମା’ଝିଅଙ୍କୁ ମାଡ଼ ମାରି ଫରେଷ୍ଟଗାର୍ଡ ନିଲମ୍ବିତ

ଠାକୁରମୁଣ୍ଡା,୨୨ା୨(ଡ଼ି.ଏନ୍‌.ଏ.)- କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜର ବାରାହାପଣପୋଷି ଗ୍ରାମର ଜନୈକା ମହିଳା ଓ ତାଙ୍କର ଗର୍ଭବତୀ ଝିଅଙ୍କୁ ଜଙ୍ଗଲରୁ କାଠ ଚୋରି ଅଭିଯୋଗରେ ଜଣେ ମହିଳା ଫରେଷ୍ଟ ଗାର୍ଡ ମାଡ଼ ମାରି ହାତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ...

ଦେଢ଼ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳ କାଠ ଜବତ: ଚୋରା କାଠ ବେପାରୀ ଫେରାର

ପାଟଣା,୨୧।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋରାସ ଗ୍ରାମ ଖମଣ ସାହିର ହୁଡ଼ିରେ ଥିବା ୨୪ଟି ମୂଲ୍ୟବାନ ଶାଳ ଗଛକୁ ଚୋରା କାଠ ବେପାରୀମାନେ କାଟି ନେଇଯିବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ବନ ବିଭାଗ ପହଞ୍ଚି ଶାଳ କାଠ ଜବତ...

ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ,୨୧।୨: ବରଗଡ଼ ଜୀରାନଦୀ କୂଳେ ରହିଥିବା ସ୍ବର୍ଗଦ୍ୱାରରେ ଶୁକ୍ରବାର ସ୍ଥାନୀୟ ସ୍ବେଚ୍ଛାସେବୀମାନେ ଜଣେ ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କରିଛନ୍ତି । ଗତ ୧୮ତାରିଖ ବରଗଡ଼ ଭଟଲି ରୋଡ ଛକରୁ ଜଣେ ବୃଦ୍ଧ ରିକ୍ସା ଚାଳକଙ୍କୁ ସ୍ଥାନୀୟ ପୁରୁଣା...

ବାବା ମୁକ୍ତେଶର ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

କେନ୍ଦୁଝର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଥିବା ଶୈବପୀଠରେ ଜାଗରଯାତ୍ରା ଧୁମଧାମରେ ପାଳନ ହେଉଛି। ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଜମିଥିଲା। ଝୁମ୍ପୁରା ବ୍ଲକ ନୟାଗଡ଼ସ୍ଥିତ ଏକ ହଜାରେ ବର୍ଷର ପ୍ରାଚୀନ ବାବା ମୁକ୍ତେଶର ମହାଦେବଙ୍କ ମନ୍ଦିରରେ ହଜାର...

ସବୁଠି ‘ଓଁ ନମଃ ଶିବାୟ’: ଭୁଷଣ୍ଡେଶ୍ୱର ଓ ଚନ୍ଦନେଶ୍ୱର ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଭୋଗରାଇ,୨୧।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଏସିଆର ସର୍ବବୃହତ ଶିବ ଲିଙ୍ଗ ଭୁଷଣ୍ଡେଶ୍ୱର ଓ ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କଠାରେ ମହାଶିବରାତ୍ରି ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିଛନ୍ତି। ବଡ଼ି ଭୋର୍‌ରୁ ଭକ୍ତମାନେ ଶିବ ଆରାଧନା ସହ ଜଳାଭିଷେକ...

ଜାଗରରେ ଅଘଟଣ: ଦୀପରୁ ନିଆଁ ଲାଗି ମହିଳା ଆହତ

ଆନନ୍ଦପୁର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଦେଓଗାଁର କୁଶଳେଶ୍ୱର ମହାଦେବଙ୍କ ମନ୍ଦିରରେ ଶୁକ୍ରବାର ଜାଗରରେ ଅଘଟଣ ଘଟିଛି । ଆନନ୍ଦପୁରର ଏହି ପ୍ରାଚୀନ ଶୈବପୀଠରେ ଦୀପରୁ ନିଆଁ ଲାଗି ଜଣେ ମହିଳା ଆହତ ହୋଇଛନ୍ତି। ସେ ହେଲେ ଗ୍ରାମର...

ଜାଗରରେ ମନ୍ଦିର ଯାଉଥିବା ବେଳେ ଅଘଟଣ: ପୋଖରୀକୁ ଓଲଟିଲା ଗାଡ଼ି

ଉଦଳା,୨୧।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ଏକ ପୋଖରୀ ଭିତରକୁ ଶୁକ୍ରବାର ଗୋଟିଏ ଭ୍ୟାନ୍‌ ଓଲଟି ପଡିଛି। ସେଥିରେ ଥିବା ୪ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଉଦଳାର ସର୍ବପୁରାତନ ମଣିନାଗେଶ୍ୱର ମନ୍ଦିର ନିକଟରେ ରହୁଥିବା ସଞ୍ଜିତ କୁମାର ସାହୁ ସକାଳେ...

ବାଲୁଙ୍କେଶ୍ୱର ଶୈବପୀଠରେ ଅଘଟଣ: ଦୀପରୁ ନିଆଁ ଲାଗି ନଣନ୍ଦ ଗୁରୁତର, ଭାଉଜ ଆହତ

ଗୋପ,୨୧।୨: ପୁରୀ ଜିଲା ଗୋପ ନିକଟ ବଣିଆସାହିସ୍ଥିତ ବାବା ବାଲୁଙ୍କେଶ୍ୱର ଶୈବପୀଠରେ ଶୁକ୍ରବାର ଅଘଟଣ ଘଟିଛି। ଜାଗର ଥିବାରୁ ମନ୍ଦିରକୁ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଲାଗିଥିଲା ବେଳେ ଦୀପରୁ ନିଆଁ ଲାଗି ନଣନ୍ଦ ଗୁରୁତର, ଭାଉଜ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri