ଆମ ଜିଲା ଖବର

ବାଙ୍କୀ ଡବଲ୍‌ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ

କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅଧୀନ ଖଜୁରିପଦା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର...

ଆଖଣ୍ଡଳମଣି ପୀଠରେ ଭକ୍ତଙ୍କ ଭିଡ଼

ଆରଡ଼ି,୨୧।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିି ଉତ୍ସବମୁଖର ହୋଇଉଠିଛି। ଶ୍ରଦ୍ଧାଳୁମାନେ ରାତିରୁ ଲମ୍ବାଧାଡ଼ିରେ ଆସି ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶିବରାତ୍ରିରେ ବାବାଙ୍କୁ ଦର୍ଶନ କଲେ କୋଟିଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ବାସ ରହିଛି । ଭିଡ଼...

ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍‌ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍‌ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼ ଜିଲା ଭିତିରିଆ ସାହିର ରାଜେଶ ଅଗ୍ରୱାଲ୍‌(୫୫)ଙ୍କଠାରେ ଏହି ପ୍ରତିରୋପଣ କରାଯାଇଛି। ହେମାଟୋଲୋଜି ବିଭାଗରେ...

ଶିଳ୍ପ ବିକାଶ ଚିନ୍ତା

ଦିନ ଥିଲା କଳାହାଣ୍ଡି ଏକ ଶିଳ୍ପସମୃଦ୍ଧ ଜିଲା ଭାବେ ପରିଚିତ ଥିଲା। ହେଲେ ବିଭିନ୍ନ କାରଣରୁ ଗୋଟିଏ ପରେ ଗୋଟିଏ ଶିଳ୍ପ ବନ୍ଦ ହୋଇଗଲା। ଜୁନାଗଡ଼ ନିକଟସ୍ଥ ମଥୁରାଠାରେ ସ୍ଥାପିତ ଚିନିକଳ ବନ୍ଦ ହେବା ପରେ ଏହି ଶିଳ୍ପ ଉପରେ...

ମଦ ବେପାରୀଙ୍କ ଆକ୍ରମଣରେ ୫ ମହିଳା ଆହତ

ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର ଶିକାର...

ନେସ୍କୋର ବକେୟା ବିଦ୍ୟୁତ୍‌ ବିଲ ଆଦାୟ, ସଂଯୋଗ ବିଚ୍ଛିନ୍ନ ଅଭିଯାନ: ୪ ଦିନରେ ଆଦାୟ ହେଲା ୫କୋଟି ୩୭ଲକ୍ଷ

ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୩୨ଟି ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବକେୟା ବିଦ୍ୟୁତ୍‌ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି। ବୁଧବାର...

୧୫ ଭରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବୁଧବାର ରାତିରେ ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ଦୁର୍ବୃତ୍ତମାନେ ତାଙ୍କ ତାଲା...

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଖଲ୍ଲିକୋଟ,୨୧ା୨(ଡି.ଏନ୍‌.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍‌କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ ନାୟକ, ଜୟସେନ ଗୌଡ଼, ବି. କେଶବ ପ୍ରଧାନ ପ୍ରମୁଖ ବକେୟା ବିଦ୍ୟୁତ ବିଲ୍‌...

ଶାରଳା ରୋଡ୍‌ ଲେବଲ କ୍ରସିଂରେ ଅଟକି ରହିଲା ଟ୍ରେନ

ତିର୍ତ୍ତୋଲ, ୨୧।୨ (ଡି.ଏନ୍‌.ଏ.): କଟକ-ପାରାଦୀପ ରେଳପଥର ତିର୍ତ୍ତୋଲ ଥାନା ଅଧୀନ ଝଙ୍କଡ଼ ଶାରଳା ରୋଡ ପିଏଚ୍‌ ନିକଟ ଲେଭଲକ୍ରସିଂଠାରେ ଗୁରୁବାର ଏକ ମାଲବାହୀ ଟ୍ରେନ ଅଟକି ରହିବା ଯୋଗୁ ଦେଢ଼ ଘଣ୍ଟା ଧରି ଏହି ଲାଇନ୍‌ରେ ରେଳ ଚଳାଚଳ ବ୍ୟାହତ...

ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଦୌରାଜଜ୍‌ ତଥା ପ୍ରାଧିକରଣ ଅଧ୍ୟକ୍ଷ...

ପଞ୍ଚାୟତ ଅଫିସ୍‌ ଆଗରେ ବର୍ଜ୍ୟବସ୍ତୁ ପୁନରୁଦ୍ଧାର କେନ୍ଦ୍ରକୁ ବିରୋଧ

ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ କରିବା ସହ ଏ ନେଇ ଜିଲାପାଳଙ୍କୁ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।...

ପିପିଟି-ପିଏଚ୍‌ଓ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ପାରାଦୀପ, ୨୧।୨ (ସ୍ବ.ପ୍ର.): ପାରାଦୀପ ବନ୍ଦରରେ ବିଦେଶୀ ନାବିକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପ୍ରଥମକରି ପୋର୍ଟ ହେଲ୍‌ଥ ୟୁନିଟ୍‌ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ପିଏଚ୍‌ଓ (ପୋର୍ଟ ହେଲ୍‌ଥ ଅର୍ଗାନାଇଜେଶନ୍‌) ଓ ପିପିଟି (ପାରାଦୀପ ପୋର୍ଟ ଟ୍ରଷ୍ଟ) ମଧ୍ୟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri