ଆମ ଜିଲା ଖବର

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର ସେବା କରୁ। ନିଜର ଆଗ୍ରହ ଏବଂ ବାପାଙ୍କ ସ୍ବପ୍ନକୁ ସାକାର କରିବା ଲାଗି...

ଆଜି ଜାଗର: ଚଳଚଞ୍ଚଳ କପିଳାସ

ଢେଙ୍କାନାଳ ଅଫିସ, ୨୧।୨ – ପ୍ରସିଦ୍ଧ ମହାଶିବରାତ୍ରି ଏବଂ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ଗୁରୁବାରଠାରୁ କପିଳାସକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଲାଣି। ଠାକୁରଙ୍କ ନୀତି ନିର୍ଦ୍ଧାରିତ ସମୟରେ...

ମହେନ୍ଦ୍ର ଧରିପାରନ୍ତି ଅନୁଗୋଳ ବିଜେଡି ମଙ୍ଗ: ଅରୁନାଭଙ୍କ ଫଟୋ ପୋଷ୍ଟକୁ ନେଇ ଜୋରଦାର ଚର୍ଚ୍ଚା

ଅନୁଗୋଳ ଅଫିସ, ୨୧।୨ – ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିପାରନ୍ତି। ଦଳ ତାଙ୍କୁ ଅନୁଗୋଳ ଜିଲା ସଭାପତି ଦାୟିତ୍ୱ ଦେଇପାରେ ବୋଲି ଗୁରୁବାର ସହରରେ...

ହାତୀ ଉଠାଇ ପାରି ନ ଥିଲା ଶିଳା

ଛେଣ୍ଡିପଦା, ୨୧ା୨(ଡି.ଏନ.ଏ.) – ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଟାଙ୍ଗିର ପଞ୍ଚାୟତ ପୁରୁଣାଗଡସ୍ଥିତ ଶ୍ରୀ ବରାଳ ବାଲୁଙ୍କେଶ୍ୱର ମନ୍ଦିରରେ ପାଳନ ହେବ ପ୍ରସିଦ୍ଧ ଜାଗର ଯାତ୍ରା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଏହି ଶୈବପୀଠ। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ...

ସ୍ତ୍ରୀହନ୍ତାଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ରଶ୍ମିତା ନାୟକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ସ୍ବାମୀ ମହେନ୍ଦ୍ର ନାୟକଙ୍କୁ ଦୋଷୀ...

ତାଲିମରେ ସ୍ଥାନୀୟ ପିଲାଙ୍କୁ ଗୁରୁତ୍ୱ ଦିଅ

ଅନୁଗୋଳ ଅଫିସ, ୨୧।୨ – ବୈଷୟିକ ଶିକ୍ଷା ଗ୍ରହଣ କରିଥିବା ପିଲାମାନଙ୍କୁ ଅନୁଗୋଳ ଜିଲାରେ ଥିବା ବିଭିନ୍ନ ଶିଳ୍ପସଂସ୍ଥାରେ ଆପ୍ରେଣ୍ଟିସ୍‌ ତାଲିମ ଦେବା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

‘ସରକାରଙ୍କ ଯୋଜନା ଜାଣି ସୁବିଧା ନିଅ’

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୧ା୨- ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ଏସବୁ ଯୋଜନା ବିଷୟରେ ଗ୍ରାମାଞ୍ଚଳର ଆଦିବାସୀ ଏବଂ ପଛୁଆବର୍ଗର ଲୋକେ ଜାଣି ପାରୁନାହାନ୍ତି। ସରକାର ୫-ଟି ବ୍ୟବସ୍ଥା କରଛନ୍ତି। ଯଦି କେହି ସରକାରୀ କର୍ମଚାରୀ କୌଣସି ଯୋଜନାରୁ...

ବିଜୟାଲକ୍ଷ୍ମୀ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ରକ୍ତଭିଜା କାଠଫାଳିଆ ଜବତ

ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) – କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କୋଦଳା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍‌ଡିପିଓ,...

ଆଜି ମହାଶିବରାତ୍ରି: ଚଳଚଞ୍ଚଳ ଆଖଣ୍ଡଳମଣି ପୀଠ

ଆରଡ଼ି,୨୧।୨ (ଡି.ଏନ.ଏ.)-ମହାଶିବରାତ୍ରି ପାଇଁ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ଜିଲା, ପୋଲିସ ଓ ମନ୍ଦିର ପ୍ରଶାସନ ତତ୍ପର ହୋଇପଡ଼ିଛନ୍ତି। ଶୁକ୍ରବାର ଭୋର ୪ଟାରେ ମନ୍ଦିର ପହଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯିବ।...

ଧାମରା ବନ୍ଦରରେ ବାଂଲାଦେଶର ଜାହାଜ: ଚାଇନା କର୍ମଚାରୀ ଅବତରଣକୁ ନେଇ ଗୁଜବ

ଚାନ୍ଦବାଲି,୨୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମରା ବନ୍ଦରରେ ବୁଧବାର ବାଂଲାଦେଶର ଦୁଇଟି ଜାହାଜ ଇସ୍ପାତ ନେବାକୁ ଲାଗିଛି। ଏହି ଦୁଇ ଜାହାଜରେ ଚାଇନା କର୍ମଚାରୀ ଧାମରା ବନ୍ଦରରେ ଅବତରଣକୁ ନେଇ ଗୁଜବ ପ୍ରକାଶ ପାଇଛି। ଚାଇନା ଜାହାଜର କର୍ମଚାରୀଙ୍କ ଦ୍ୱାରା କରୋନା ସଂକ୍ରମଣ...

ଅଧ୍ୟାପକ ପଦବୀ ପୂରଣ ଦାବିରେ ଧାରଣା

ବାରିପଦା ଅଫିସ, ୨୧ା୨- ବାରିପଦା ତକତପୁରସ୍ଥିତ ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ବୟଂଶାସିତ ମହାବିଦ୍ୟାଳୟ (ଏମ୍‌ିପିସି)ରେ ଖାଲି ପଡ଼ିଥିବା ଅଧ୍ୟାପକ ପୂରଣ ଦାବିରେ ଗୁରୁବାର ମାରିସା ସେନା ପକ୍ଷରୁ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସେନାର କର୍ମକର୍ତ୍ତାମାନେ ମୁଖ୍ୟ ଫାଟକରେ ତାଲା...

‘ମିଳିଥିବା ଜମି ବାସୋପଯୋଗୀ ନୁହେଁ’

ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ଚାନ୍ଦିପୁର ଆର୍‌ଆଇ ଅଫିସ୍‌ରୁ ଭୂମିହୀନ ଚିହ୍ନଟ ହୋଇ ହିଡ଼ିଗାଁ ପଞ୍ଚାୟତରେ ୩୧ଜଣ ଆଦିବାସୀ ୫ବର୍ଷ ପୂର୍ବରୁ ପଟ୍ଟା ପାଇଥିଲେ। ନିଜର ଜମି ଚିହ୍ନଟ ଦାବି କରି ଗତ ୧୪ ତାରିଖରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri