ଆମ ଜିଲା ଖବର

ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘର ଧାରଣା

ବାଲେଶ୍ୱର ଅଫିସ, ୨୦।୨-ବେକାରୀ ଫାର୍ମାସିଷ୍ଟମାନଙ୍କୁ ଉପେକ୍ଷା କରାଯାଇଥିବା ପ୍ରତିବାଦରେ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦିଆଯାଇଛି। ରାଜ୍ୟ...

କଂଗ୍ରେସର ସାଙ୍ଗଠନିକ ଦକ୍ଷତା ବୃଦ୍ଧି ଉପରେ ସମୀକ୍ଷା: ଯୋଗଦେଲେ ରାଜ୍ୟ ପ୍ରଭାରୀ

ବାଲେଶ୍ୱର ଅଫିସ, ୨୦।୨-ଅଖିଳ ଭାରତୀୟ କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ ବୁଧବାର ଦିନିକିଆ ବାଲେଶ୍ୱର ଜିଲା ଗସ୍ତରେ ଆସି ଦକ୍ଷତା ବୃଦ୍ଧି ସମ୍ପର୍କରେ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି। ଅଖିଳ ଭାରତୀୟ...

ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର

ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ ୨୨,୪୭୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୨୧,୧୩୫, ଏକ୍ସ-ରେଗୁଲାର...

ଏନ୍‌କାଣ୍ଟରରେ ମାଓବାଦୀ କମାଣ୍ଡର ନିହତ

ମାଲକାନଗିରି,୧୯ା୨(ଡି.ଏନ.ଏ.): ଛତିଶଗଡ଼ର ସୁକୁମା ପୋଲିସକୁ ବଡ଼ ସଫଳତା ମିଳିଛି। ବୁଧବାର ଛତିଶଗଡର ସୁକୁମା ଜିଲା ନିକଟସ୍ଥ ତାଣ୍ଡାମାର୍କା ଜଙ୍ଗଲରେ ବୁଧବାର ପୋଲିସ କୋମ୍ବିଂ ଅପରେଶନ ବେଳେ ଏନ୍‌କାଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ପରିଚୟ ଜଣାପଡିନାହିଁ। ପୋଲିସ...

ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା

ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ...

ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ

ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଇ.ଡି.ବିସ୍ଫୋରଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଶହୀଦ ଯବାନଙ୍କ ନାମ କନେୟା ମାଝି...

ଜାଲରେ ପଡିଲା ହ୍ବେଲ୍‌ସାର୍କ: ଉଦ୍ଧାର ପରେ ସମୁଦ୍ରରେ ଛଡ଼ାଗଲା

ଗୋପାଳପୁର,୧୯ା୨: ଗୋପାଳପୁର ଏନ୍‌ଏସିର କେତେଜଣ ମତ୍ସ୍ୟଜୀବୀ ବୁଧବାର ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ଜାଲ ଟାଣୁଥିବାବେଳେ ସେଥିରେ ଏକ ବଡ ମାଛ ଲାଗିଥିଲା। ଜାଲ କୂଳକୁ ଟାଣି ଆଣିବା ପରେ ଏକ ବଡ ସାର୍କ ମାଛ ଲାଗିଥିବା ମତ୍ସ୍ୟଜୀବୀମାନେ ଦେଖିଥିଲେ।...

ପୋଲ ଗାର୍ଡଓ୍ବାଲ ଉପରେ ଚଢିଗଲା ବସ୍‌

ପାଟପୁର,୧୯ା୨: ଗଞ୍ଜାମ-ଗଜପତି ସୀମାନ୍ତ ଟି.ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡିଖୋଲ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାରେ ଏକ ଯାତ୍ରିବାହୀ ବସ୍‌ ପୋଲ ଗାର୍ଡଓ୍ବାଲ୍‌ ଉପରକୁ ଚଢିଯାଇଥିଲା। ବସ୍‌ଟି ତଳକୁ ନ ଖସି ଲାଗି ରହିଯିବାରୁ ଏଥିରେ ଥିବା ୫୫ ଯାତ୍ରୀ...

ଭଦ୍ରକରେ ଆସାମର ୪୦ ଚାଷୀ

ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ ଅନୁଧ୍ୟାନ ପାଇଁ ବୁଧବାର ଭଦ୍ରକ ଗସ୍ତ କରିଥିଲେ। ଭଦ୍ରକ ରାଣୀତାଲସ୍ଥିତ କୃଷି ବିଜ୍ଞାନ...

କାର୍ଯ୍ୟରେ ଯୋଗଦେଲେ କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଜୁନାଗ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତପିମଣି ଜାନୀ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତେବେ ପୂର୍ବରୁ କାର୍ଯ୍ୟରତ ନବିନ କୁମାର ଖମାରୀ ପଦବୀରୁ ଅବସର ନେବା ପରେ ଗୋଷ୍ଠୀ...

ବିଭିନ୍ନ ସମସ୍ୟା ସମାଧାନ ଲାଗି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ମେଦିନୀପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଲାଗି ଗ୍ରାମବାସୀ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ବିଦ୍ୟୁତ୍‌ ସମସ୍ୟା ଦୂର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଉପଯୁକ୍ତ ହିତାଧିକାରୀ ଚୟନ ଆଦି ସମସ୍ୟାର ସମାଧାନ ଲାଗି...

ବାଲେଶ୍ୱରରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ

ବାଲେଶ୍ୱର ଅଫିସ, ୧୯।୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ପାଉଁଶକୁଲି ଗ୍ରାମର ରାଧାନାଥ ହାଇସ୍କୁଲ ପରୀକ୍ଷାକେନ୍ଦ୍ରରେ ବୁଧବାର ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ସେ ହେଲେ ହିମାଂଶୁ ବେହେରା। ତାଙ୍କୁ ସିଂଲା ଥାନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri