ଆମ ଜିଲା ଖବର

ଜାପାନରେ ବ୍ରହ୍ମପୁର ଯୁବ ଇଞ୍ଜିନିୟର ଫସିବା ଘଟଣା: ପୁଅକୁ ଫେରାଇ ଆଣିବା ଲାଗି ସରକାରଙ୍କୁ ନିବେଦନ କଲେ ପରିବାରବର୍ଗ

ବ୍ରହ୍ମପୁର ଅଫିସ,୧୯।୨: ସାରା ବିଶ୍ୱବାସୀଙ୍କୁ ଏବେ କରୋନା ଭୟ ଘାରିଛି। ଏପରି ସ୍ଥିତିରେ ଜାପାନର ୟୋକୋହମା ଜଳ ସୀମା ଜାହାଜରେ ଗଞ୍ଜାମ ଜିଲାର ବ୍ରହ୍ମପୁର ପନ୍ଦରା ସାହିର ଜଣେ ଯୁବ ଇଞ୍ଜିନିୟର ଫସି ରହିଛନ୍ତି । ସେ ହେଉଛନ୍ତି ଲିଙ୍ଗରାଜ...

ତରମାକାନ୍ତ ଜଙ୍ଗଲରୁ ମିଳିଲା ହାତୀର ମୃତଦେହ

କେନ୍ଦୁଝର,୧୯।୨(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅଧିନସ୍ଥ ବାଂଶପାଳ ବ୍ଲକର ତରମାକାନ୍ତ ନିକଟ ଜଙ୍ଗଲରୁ ଏକ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକେ ଏହାକୁ ଦେଖି ବନ ବିଭାଗକୁ ଜଣାଇବା ପରେ ବନ ବିଭାଗ କର୍ମଚାରୀ ପ୍ରାଣୀ ଚିକିତ୍ସକଙ୍କ...

ଜିଲା ପରିଷଦ ଅଧ୍ୟକ୍ଷ ହେଲେ ବିଜେଡିର ଗଙ୍ଗାଧର ପୁଆଲା

ରାୟଗଡ଼ା ଅଫିସ,୧୯।୨: ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେଡିର ଗଙ୍ଗାଧର ପୁଆଲା ୧୩ଟି ଭୋଟ ପାଇ ବିଜୟ ଲାଭ କରିଛନ୍ତି। ବିଜେଡିର ୭ ଜଣ ସଭ୍ୟ ଥିଲେ ମଧ୍ୟ ଜିଲା ପରିିଷଦ ଅଧ୍ୟକ୍ଷ ପଦ ହାତେଇବା ଏକ ପୋଖତ...

ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଲେ ପରୀକ୍ଷା

ଚିତ୍ରକୋଣ୍ଡା,୧୯ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଉକ୍ତ ଅଞ୍ଚଳର ୮ଟି ବିଦ୍ୟାଳର ଛାତ୍ରୀଛାତ୍ର ବୁଧବାର ମାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି। ଚିତ୍ରକୋଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ,...

ଭଟଲି ବ୍ଲକ୍‌ର ୫ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷାଦେଲେ ୮୩୮ ଛାତ୍ରୀଛାତ୍ର

ଭଟଲି,୧୯ା୨(ଡି.ଏନ୍‌.ଏ.): ରାଜ୍ୟରେ ଦଶମଶ୍ରେଣୀ ବୋର୍ଡ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବରଗଡ଼ ଜିଲା ଭଟଲି ବ୍ଲକ୍‌ର ୫ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସେଥିମଧ୍ୟରୁ ମୁରୁମକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୭୯ ଛାତ୍ରୀଛାତ୍ରଙ୍କ ଲାଗି ପରୀକ୍ଷା ବ୍ୟବସ୍ଥା ହୋଇଥିବାବେଳେ...

ଫାର୍ମହାଉସରେ ବନବିଭାଗର ଚଢାଉ: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ବୁରାଟ ଗାଁରେ ଏକ ଫାର୍ମହାଉସ୍‌ ଭିତରୁ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଫାର୍ମହାଉସ ମାଲିକଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। ୧୦୦...

ମାଧପୁରରେ ମାଟ୍ରିକ ପରୀକ୍ଷା ଦେଲେ ୫୩୯ ଛାତ୍ରୀଛାତ୍ର

ମାଧପୁର,୧୯।୨(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହିକ୍ରମରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ଚୌରାଶୀ ଅଞ୍ଚଳର ତିନୋଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୩୯ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି । ମାଧପୁର ପରୀକ୍ଷା କେନ୍ଦ୍ରରେ ୨୨୪...

ନିଜ କେନ୍ଦ୍ରରେ ପରୀକ୍ଷା ଦାବିକରି ରାସ୍ତା ଅବରୋଧ କଲେ କଲେଜ ଛାତ୍ରୀଛାତ୍ର

ଭୋଗରାଇ,୧୯।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା ସୁରେନ୍ଦ୍ର ନାଥ ଉଚ୍ଚ ବୈଷୟିକ ବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ନିଜ କଲେଜରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦାବିକରି ବୁଧବାର ରାସ୍ତାରୋକୋ କରିଛନ୍ତି। ସକାଳ ସାଢେ ସାତଟାରୁ ସାଢେ ଦଶଟା...

୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ଓଲଟିଲା ବସ୍‌

ଭଣ୍ଡାରିପୋଖରୀ,୧୯।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ଘଟିଛି। ଏଥିରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ତେବେ ସେମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ...

ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ମାଟ୍ରିକ ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ର: ରାମଚଣ୍ଡୀ ଥାନାରେ ଅଭିଭାବକଙ୍କ ଅଭିଯୋଗ

କୋଣାର୍କ,୧୯।୨(ଡି.ଏନ୍‌.ଏ): ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ଜଣେ ଛାତ୍ର ଏହି ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ଏ ନେଇ ରାମଚଣ୍ଡୀ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଥାନା ଅନ୍ତର୍ଗତ ବାବା...

ନକଲି ଡିଏଲ୍‌ ପ୍ରସ୍ତୁତକାରୀ ଦୋକାନ ଠାବ: ବିଭିନ୍ନ ସାମଗ୍ରୀ ଜବତ, ୨ ଗିରଫ

ବଡ଼ବିଲ,୧୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଏମଭି ତନଖି କରୁଥିବାବେଳେ ନକଲି ଡ୍ରାଇଭିଂ ଲାଇସେନ୍ସ ଏବଂ ଏକ ବାଇକ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ପୋଲିସ ତନାଘନା ସମୟରେ ନକଲି ଡ୍ରାଇଭିଂ ଲାଇସେନ୍ସ ପ୍ରସ୍ତୁତ କରୁଥିବା ପାଟଣା...

ଆନନ୍ଦପୁରରେ ୫ ପରୀକ୍ଷାକେନ୍ଦ୍ରରେ ୧୪୪ ଧାରା

ଆନନ୍ଦପୁର,୧୯। ୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ୫ ମାଟ୍ରିକ୍‌ ପରୀକ୍ଷାକେନ୍ଦ୍ରରେ ୧୪୪ ଧାରା ଲାଗୁ କରାଯାଇଛି। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ଭାବେ ପରିଗଣିତ ଏହି କେନ୍ଦ୍ରଗୁଡିକରେ ପରୀକ୍ଷା ସୁପରିଚାଳନା ପାଇଁ ୧୪୪ ଧାରା ଲାଗୁ କରାଯାଇଥିବା ସୂଚନା ମିଳିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri